-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ସାଲେପାଲି ସ୍ଥିତ ବୃଦ୍ଧାଶ୍ରମରେ ଜେଏ ସ୍ଏ ମ୍ ବାଣିଜ୍ୟ ମହାବିଦ୍ୟାଳୟ ଦ୍ୱାରା ବସ୍ତ୍ର ବଣ୍ଟନ ଓ ଦିପାବଳୀ ପାଳିତ

27-Oct-2022



ବଲାଙ୍ଗୀର, (ପ୍ରେରଣା ଖବର) ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ ଅନ୍ତର୍ଗତ ସାଲେପାଲି ସ୍ଥିତ ବୟୋଜ୍ୟେଷ୍ଠ ନାଗରିକ ଆବାସରେ  ଜେଏସଏମ ବାଣିଜ୍ୟ ମହାବିଦ୍ୟାଳୟ ତରଫରୁ ସମାଜର ମଙ୍ଗଳ କାମନା କରି ବସ୍ତ୍ର ବଣ୍ଟନ କରିବା ସହିତ ସାମୁହିକ ଦିପାବଳୀ ପର୍ବ ପାଳନ କରାଯାଇଛି ।
ଜେଏସଏମ ବାଣିଜ୍ୟ ମହାବିଦ୍ୟାଳୟର ଛାତ୍ର ସଂଘ ନେତୃତ୍ୟରେ ଉକ୍ତ କାର୍ଯ୍ୟକ୍ରମଟି ଆୟୋଜିତ କରାଯାଇଥିଲା  । ଜେଏସଏମ ବାଣିଜ୍ୟ ମହାବିଦ୍ୟାଳୟର ଅଧ୍ୟକ୍ଷ ସି.ଏ ଶ୍ରୀକାନ୍ତ ଶର୍ମା , ଶିକ୍ଷକ ଶିକ୍ଷୟତ୍ରି ଏବଂ ଛାତ୍ରଛାତ୍ରୀ ମାନଙ୍କ ଉପସ୍ଥିତିରେ ବୟୋଜ୍ୟେଷ୍ଠ  ବୟୋଜ୍ୟେଷ୍ଠା  ନାଗରିକ ମାନଙ୍କୁ ବସ୍ତ୍ର ବଣ୍ଟନ କରାଯାଇଥିଲା l ସମାଜର ସମସ୍ତ ବର୍ଗର ବ୍ୟକ୍ତିଙ୍କୁ ସମ୍ମାନ ଦେବା ସହିତ ବିଶେଷ କରି ବୃଦ୍ଧ ବୃଦ୍ଧା ଓ ଶିଶୁମାନଙ୍କର ସେବା ଓ ଯତ୍ନ ନେବାର ଆବଶ୍ୟକତା ଅଛି ବୋଲି ଅଧ୍ୟକ୍ଷ ସି.ଏ ଶ୍ରୀକାନ୍ତ ଶର୍ମା ମତପ୍ରକାଶ କରିଥିଲେ । କାର୍ଯ୍ୟକ୍ରମ ଶେଷରେ ଭାବ ବିନିମୟ ପାଇଁ  ସଂଗୀତ ଗାନ କାର୍ଯ୍ୟକ୍ରମ କରାଯାଇଥିଲା ନୃତ୍ୟ ଗୀତରେ ସମସ୍ତ ବୟୋଜ୍ୟେଷ୍ଠ  ବୟୋଜ୍ୟେଷ୍ଠା ମାନଙ୍କୁ ସାମିଲ କରି ଆନନ୍ଦର ସହିତ ଦିପାବଳୀ ପାଳନ କରାଯାଇଛି ।  ଶେଷରେ ବୃଦ୍ଧାଶ୍ରମ ରେ କାର୍ଯ୍ୟରତ ନିର୍ବାହୀ କର୍ମୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like