-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ନଭେମ୍ବର ୧ ତାରିଖ ବଲାଙ୍ଗିର ଦିନ୍ : ଦୁଲୁକିବ କୋଶଲ କଳା ମଣ୍ଡଳ ପଡିଆ

27-Oct-2022



ବଲାଙ୍ଗୀର,(ପ୍ରେରଣା ଖବର) - ଆଜି ବଲାଙ୍ଗିର ଅମଳା ଭବନ ଠାରେ ବଲାଙ୍ଗିର ଦିନ୍ ପାଳନ ପାଇଁ ଅଧ୍ୟକ୍ଷ ଗୋପାଳଜୀ ପାଣିଗ୍ରାହୀ ଅଧ୍ୟକ୍ଷତାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିରର ସମସ୍ତ ଅଗ୍ରଣୀ ସାମାଜିକ, ସାଂସ୍କୃତିକ, ଶିକ୍ଷାନୁଷ୍ଠାନ, ସାମ୍ବାଦିକ, ରାଜନୈତିକ ଇତ୍ୟାଦି ଅନୁଷ୍ଠାନ ଗୁଡିକର ମିଳିତ ସହଯୋଗରେ ଚଳିତ ବର୍ଷ ନଭେମ୍ବର ୧ ବଲାଙ୍ଗିର ଦିନ୍ କୁ ଉତ୍ସାହ ଓ ଉଦ୍ଦିପନାର ସହିତ ପାଳନ କରିବା ପାଇଁ ସ୍ଥିର ହୋଇଛି । ବିଶେଷ କରି ବଲାଙ୍ଗିର ର ସଂସ୍କୃତି, ଐତିହ୍ୟ, ପରଂପରାକୁ ଉଜ୍ଜିବିତ କରିବା ଏହା ହିଁ ବଲାଙ୍ଗିର ଦିନ୍ ପାଳନ କରିବାର ଉଦ୍ଦେଶ୍ୟ ତଥା ସମସ୍ତ ବର୍ଗର ଲୋକଙ୍କୁ ଏକଡୋରୀରେ ବାନ୍ଧିବା ପାଇଁ ଏହା ଏକ ଅନ୍ୟତମ ପ୍ରୟାସ ।  ଏଥିରେ ବିଭିନ୍ନ ଦଳର ନେତା ବଲାଙ୍ଗିର ଜିଲ୍ଲାର ୫ ବିଧାୟକ, ଦୁଇ ସାଂସଦ, ତିନି ପଦ୍ମଶ୍ରୀ, ଦୁଇ ବୋର୍ଡ ନିଗମ ଅଧ୍ୟକ୍ଷମାନଙ୍କୁ ସାମିଲ କରାଯିବା ସଙ୍ଗେ ସଙ୍ଗେ  ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ଲୋକଙ୍କୁ ଜଡିତ କରିବା ପାଇଁ ପ୍ରୟାସ କରାଯାଇଛି । ଯେପରି କି ୨୯ ତାରିଖ ଦିନ ଦିବା ଘ.୧୦ରେ ଟାଉନ ହଲ୍ ରେ ନୃତ୍ୟ ଓ ଆମ ପିନ୍ଧନ ଉଡନ କାର୍ଯ୍ୟକ୍ରମ ଦିନ ଘ.୩ ରେ କଲ୍ୟାଣ ମଣ୍ଡପ କଲେଜ ଛକ ଠାରେ ହୁଳାହୁଳି ଓ ରଙ୍ଗୋଲି ପ୍ରତିଯୋଗିତା ଅନୁଷ୍ଠିତ ହେବ । ୩୦ ତାରିଖରେ ଟାଉନ ବାଳିକା ବିଦ୍ୟାଳୟରେ ସନ୍ଧ୍ୟା ଘ.୫ ଟାରେ ଅନୁଷ୍ଠିତ ହେବ । ୩୧ ତାରିଖରେ ଘୁନସର ଠାରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହେବ । ସେହିପରି ୧ ତାରିଖ ସକାଳ ଘ.୯ ଟାରେ କୋଶଳ କଳା ମଣ୍ଡପ ଠାରୁ ଶୋଭାଯାତ୍ରା ବାହାରି ସମଲେଇ ମନ୍ଦିର ଓ ପାଟଣେଶ୍ୱରୀ ମନ୍ଦିର ଦେଇ  କୋଶଳ କଳାମଣ୍ଡପକୁ ଏକ ମଶାଳ ଶୋଭାଯାତ୍ରା ଅନୁଷ୍ଠିତ ହେବ । ଦିନ ଘ.୨ ଠାରୁ ବିଭିନ୍ନ ପ୍ରତିଯୋଗିତା ଉତ୍ତିନ୍ନ ହୋଇଥିବା ଓ ଗ୍ରାମ୍ୟ କଳାକାରଙ୍କ ଦ୍ୱାରା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ସନ୍ଧ୍ୟା

ଘ.୬ ଟା ସମୟରେ ପିନ୍ଧନ ଉଡନ ର‌୍ୟାମ୍ପ ସୋ, ଘ.୬.୩୦ ମି. ରେ ସଭା କାର୍ଯ୍ୟ ଆରମ୍ଭ । ସନ୍ଧ୍ୟା ଘ.୮ ଟାରେ ବିଭିନ୍ନ ସାଂସ୍କୃତିକ ଦଳ ଓ ବିଭିନ୍ନ ନାଁ କରା କାଳାକାର ନୃତ୍ୟଗୀତ ପରିବେଷଣ କରିବେ ବୋଲି ଆଜି ସାମ୍ବାଦିକ ସମ୍ମିଳନୀରେ ସୂଚନା ପ୍ରଦାନ କରିଛନ୍ତି । ଆଜିର ସାମ୍ବାଦିକ ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ଲୋଟସ ଷଡଙ୍ଗୀ, ଦିନେଶ ଶର୍ମା, ସୁରୁ ମଟାରୀ, ଗୋପାଳ ପ୍ରଧାନ, ସରିତା ଦାଶ, ପ୍ରତାପ ରଥ, ମନୋରଂଜନ ସାହୁ, ମୂରଲିଧାରୀ ପତି ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମରେ ବିନୋଦ କାଲସାଏ, ସୋମନାଥ ମିଶ୍ର, ଅଙ୍କୁଶ ପାଣ୍ଡିଆ, ସନ୍ଦିପ ସାହୁ, ରବି ଖମାରୀ, ଅଭିଷେକ ଦାଶ, ସୁମେଶ ଡାଙ୍ଗ, ବ୍ରହ୍ମାନନ୍ଦ ବନଛୋର, ନୂତନ ଦାଶ, ଶୋଭନ ଅଗ୍ରୱାଲ, ପ୍ରଦୀପ ସାହୁ, ବଣ୍ଟି ବିଶ୍ୱାଲ, ସୁଜିତ ଚନ୍ଦନ, ସୁରଞ୍ଜନ ଘିବେଲା, ରବି ଚାନ୍ଦ, ରଜତ ପ୍ରଧାନ, ପ୍ରୀତମ ଠାକୁର ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like