-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

କର୍ଲାମୁଣ୍ଡା କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ...... ଦ୍ୱିତୀୟ ଦିବସରେ ଚିଚର୍ଲା ବିଜୟୀ

27-Oct-2022



କର୍ଲାମୁଣ୍ଡା:(ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ସ୍ଥାନୀୟ ଚିନାଭାଡି ପଡିଆ ଠାରେ ଲଷ୍ମୀନାରାୟଣ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ କର୍ଲାମୁଣ୍ଡା କପ ଫୁଟବଲ ଟୁର୍ଣ୍ଣାମେଣ୍ଟର ଗୁରୁବାର ହେଉଛି ଦ୍ୱିତୀୟ ଦିବସ।ଦ୍ୱିତୀୟ ଦିବସ ରେ  ଚିଚର୍ଲା ଓ ବଲାଙ୍ଗୀର (ଫୋୖଜି)କ୍ଳବ ମଧ୍ୟରେ ଅନୁଷ୍ଠିତ ହୋଇଥିଲା  l  ଉଭୟ ଦଳ ନିର୍ଦ୍ଧାରିତ ସମୟ ମଧ୍ୟରେ ସମାନ ସମାନ ଗୋଲ କରିବାରୁ ପେନାଲଟିକ  ସୁଟ ର ଆଶ୍ରୟ ନିଆଯାଇଥିଲା ।ତେବେ ଏଥିରେ  ଚିଚ୍ଚର୍ଲା ୫/୪ ଗୋଲ ରେ ବିଜୟୀ ହୋଇ ପ୍ରଥମ ସେମିଫାଇନାଲ କୁ ଉତ୍ତୀର୍ଣ୍ଣ ହୋଇଥିଲେ।l ମ୍ୟାଚକୁ  ଲଳିତ ସାହୁ, ପିଙ୍କୁ ଚନ୍ଦନ, ବିନୋଦ ହେର୍ନା ପରିଚାଳନା କରିଥିଲେ  l ଏହି ଅବସରରେ ମୁଖ୍ୟ ଅତିଥି ଭାବେ କର୍ଲାମୁଣ୍ଡା ବ୍ଲକ ସରପଞ୍ଚ ସଂଘ ସଭାପତି ବରୁଣ ଛାତ୍ରୀଆ, ସମ୍ମାନିତ ଅତିଥି ଭାବେ ରିଂଜା ସରପଞ୍ଚ ପଞ୍ଚାନନ ବାଗ,ଗଜବାହଲ ସରପଞ୍ଚ ଅରବିନ୍ଦ ଗହୀର,ତେରେସିଙ୍ଗା ସରପଞ୍ଚ ପ୍ରମୋଦ ସୁନା,ରିଷିଡା ସରପଞ୍ଚ ସେବତୀ ରଣା, ପୌରକେଲା ସରପଞ୍ଚ ଯଶୋଶ୍ୱିନୀ ଧରୁଆ, ବୋରପଦର ସରପଞ୍ଚ ସୁବାଷ ସାହୁ,ଆୟୋଜକ ଅନୁଷ୍ଠାନ ର ସଭାପତି ନନ୍ଦି କିଶୋର ଭୋଇ,ସମ୍ପାଦକ ଡୋଲାମଣୀ ଭୋଇ ପ୍ରମୁଖ ଉପସ୍ଥିତ ରହି ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ l ତେବେ ଶୁକ୍ରବାର ପ୍ରଥମ ସେମିଫାଇନାଲ ମ୍ୟାଚ ଟି ଚିଚ୍ଚର୍ଲା ଓ ଦାଦପୁର  ମଧ୍ୟରେ ଅନୁଷ୍ଠିତ ହେବାକୁ ଥିବା ସୂଚନା ମିଳିଛି lଅନ୍ୟ ମାନଙ୍କ ମଧ୍ୟରେ  ଟୁର୍ଣ୍ଣାମେଣ୍ଟ ର ମ୍ୟାନେଜର ଦୁର୍ଲ୍ଲଭ ମେହେର, ଉପ ସଭାପତି ମୁକେଶ ସାହୁ, ଓ ନୀଳ ମାଧବ ଭୋଇ,ବିରେନ୍ଦ୍ର ସାହୁ,ବିରୁ ସାହୁ,ନମିତ ସୁନା,ମଣୀ ମେହେର,ସୌମ୍ୟ ବ୍ରତ ବଗର୍ତ୍ତି,ସିତୁ ସାହୁ, ଜିତ ସାହୁ,ରାଜା ସାହୁ, ଅଜିତ ସାହୁ, ଟୁନା ସାହୁ ସହଯୋଗ କରିଥିବା ବେଳେ ଅଭିମନ୍ୟୁ ନନ୍ଦ  ଓ ଭାରତ ଷଡଙ୍ଗୀ ଧାରାବିବରଣୀ ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like