-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ଟିକ୍ରାପଡା ଚାନ୍ଦ ମନ୍ଦିର ରେ ଭାଗବତ କଥାମୃତ ସପ୍ତାହ

27-Oct-2022



ବଲାଙ୍ଗୀର, ସ୍ଥାନୀୟ ଟିକ୍ରାପଡା ସ୍ଥିତ ଚାନ୍ଦ ମନ୍ଦିର ପକ୍ଷରୁ ସପ୍ତାହବ୍ୟାପି ଭାଗବତ ପରାୟଣ ଅନୁଷ୍ଠିତ ହେଉଅଛି । ଏହି କାର୍ଯ୍ୟକ୍ରମରେ ବ୍ୟାସ ସରୋଜ ବେଦବାକଙ୍କ ଠାରୁ ଭକ୍ତମାନେ ଭାଗବତ ଶୁଣିବା ଭଳି ପୁନ୍ୟ ଅର୍ଜନ କରିବା ସହ ଅତ୍ମା, ପରମାତ୍ମା ଓ ବର୍ତ୍ତମାନ ଜିବନ ଶୈଳି ଉପରେ ପ୍ରବଚନ ଶୁଣି ଆନନ୍ଦ ମୁଖର ହେଉଛନ୍ତି ।  ଶୁକ୍ଳ ପ୍ରତିପଦା ତା.୨୬.୧୦.୨୦୨୨ ବୁଧବାର ଠାରୁ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମ ଶୁକ୍ଳ ଅଷ୍ଟମୀ ତା.୦୧.୧୧.୨୦୨୨ ମଙ୍ଗଳବାର ପଯ୍ୟର୍ନ୍ତ ୭ ଦିନ ବ୍ୟାପି କରାଯିବା ସହ ପୁର୍ଣ୍ଣାହୁତି ହେବ ବୋଲ କର୍ତ୍ତା ଦମ୍ପତ୍ତି ରାଜିବ ହୋତା ଓ ବନ୍ଦିତା ହୋତା ସୁଚନା ଦେଇଛନ୍ତି । ଚାନ୍ଦ ମନ୍ଦିର ପ୍ରତିଷ୍ଠାତା ତଥା ସଭାପତି ପ୍ରଦୀପ ଚାନ୍ଦଙ୍କ ନେତୃତ୍ୱରେ ଆୟୋଜିତ ଏହି ପରାୟଣରେ କୃଷ୍ଣଚନ୍ଦ୍ର ମିଶ୍ର ପୂଜକ,  ବାଦ୍ୟଯନ୍ତ୍ରରେ ପିଙ୍କୁ ଦେବତା , ସିଦ୍ଧାର୍ଥ ମିଶ୍ର, ସୌମିତ୍ରୀ ଧବଲ ଓ ଶ୍ୟାମ ଦାୟିତ୍ୱ ତୁଳାଉଛନ୍ତି ।  ଅନ୍ୟମାନଙ୍କ ମଧ୍ୟରେ  ଛାୟାକାନ୍ତ ସାହୁ, ଅଶୋକ ଚାନ୍ଦ, ରାଜୀବ ମିଶ୍ର, ବଳରାମ ମିଶ୍ର, ମହେନ୍ଦ୍ର ବାଗ, ବିରଞ୍ଚି ତ୍ରିପାଠୀ, ପାଢି ବାବୁ, ଅନୀଲ ଠାକୁର, ଦ୍ୱିଜରାଜ ମିଶ୍ର, ସତ୍ୟନାରାୟଣ ଶତପଥି, ଭାଗିରଥି ପଣ୍ଡା, କଳ୍ପନା, ରତ୍ନମଣୀ, ପୁଷ୍ପାଞ୍ଜଳି ମିଶ୍ର, ହେମଲତା ପଣ୍ଡା, ଲିଲି ଓ ପଡାବାସୀ ସହଯୋଗ କରୁଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like