-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||     

HOME   ଜିଲ୍ଲା

୬ମାସ ଅଧ୍ୟୟନ ପରେ ବିଧିବଦ୍ଧ ଭାବେ ଉଦ୍ଘାଟନ ହେଲା ବିନିକା ଆଦର୍ଶ ବିଦ୍ୟାଳୟ

27-Oct-2022



ବିନିକା(ହିମାଂଶୁ ଶେଖର ପୁଟେଲ) ଗୁଣାତ୍ମକ ଶିକ୍ଷାର ପ୍ରସାର ଓ ମେଧାବୀ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଗଠନ ଦିଗରେ ରାଜ୍ୟ ସରକାରଙ୍କ ତରଫରୁ ବିନିକା ପାପକ୍ଷୟ ରାସ୍ତାରେ ୨କୋଟି ୯୭ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା ବହୁ ପ୍ରତିକ୍ଷିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଆଜି ବିଧିବଦ୍ଧ ଭାବରେ ମାନ୍ୟବର ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରାଙ୍କ ଦ୍ଵାରା ଉଦ୍ଘାଟିତ ହୋଇଯାଇଛି ।ଏହି ଅବସରରେ ଜିଲ୍ଲାପାଳ ଆବୋଲି ସୁନୀଲ ନରୱନେ,ଜିଲ୍ଲା ଶିକ୍ଷାଧିଶ ଲକ୍ଷ୍ମଣ ଭୋଇ,ବିନିକା ବ୍ଳକ ଅଧ୍ୟକ୍ଷା ଦୀପ୍ତିରେଖା ନନ୍ଦ,ନଗରପାଳ ସୁବାସ ଚନ୍ଦ୍ର ଭୋଇ ପ୍ରମୁଖ ଉପସ୍ଥିତ ଥିଲେ ।ପ୍ରାରମ୍ଭରେ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଅତିଥି ମାନଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଦେଇ ଉଦ୍ଘାଟନ ସ୍ଥଳକୁ ପାଛୋଟି ଆଣିଥିଲେ ।ପରେ ସ୍କୁଲର ଅଧ୍ୟକ୍ଷ ସୌମ୍ୟ ରଞ୍ଜନ କ୍ଷେତି ଙ୍କ ଅଧ୍ୟକ୍ଷତା ଓ ଶିକ୍ଷକ ଶୁଭମ ଶୁକ୍ଳାଙ୍କ ସଂଯୋଜନାରେ ଅନୁଷ୍ଟିତ ସଭାରେ ଅତିଥି ମାନେ ବିଦ୍ୟାଳୟର ମହତ୍ତ୍ଵ ଉପରେ କହିବା ସହ ଅଧ୍ୟୟନରତ ଛାତ୍ର ଛାତ୍ରୀ ମାନଙ୍କୁ ଭଳ ଭାବରେ ପାଠ ପଡି ଜିଲ୍ଲାପାଳ,ଡାକ୍ତର ହେବାକୁ ପରାମର୍ଶ ଦେଇଥିଲେ ।ପରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା ।ସୂଚନା ଯୋଗ୍ୟ ଯେ ବିନିକାରେ ଆଦର୍ଶ ଶିକ୍ଷା ୨୦୨୦-୨୧ବର୍ଷ ଠାରୁ ଆରମ୍ଭ ହୋଇଥିଲା କୋଠାଘର ଅସମ୍ପୂର୍ଣ୍ଣ ଯୋଗୁଁ ଛାତ୍ରଛାତ୍ରୀ ମାନେ ବିନିକା ହାଇସ୍କୁଲରେ କିଛି ମାସ ଏବଂ ପରେ ଚଳିତ ବର୍ଷ ଏପ୍ରିଲ ମାସରୁ ଅଦ୍ୟାବଧି ଉକ୍ତ ବିଦ୍ୟାଳୟରେ ଅଧ୍ୟୟନ କରି ଆସୁଛନ୍ତି ।ଦୀର୍ଘ ୬ମାସ ଅଧ୍ୟୟନ ପରେ ବିଧିବଦ୍ଧ ଭାବେ ବିନିକା ଆଦର୍ଶ ବିଦ୍ୟାଳୟ ଉଦ୍ଘାଟନ ହୋଇଥିବାରୁ ଛାତ୍ରଛାତ୍ରୀ ତଥା ଅଭିଭାବକ ମହଲରେ ଖୁସିର ଲହରୀ ଖେଳିଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026

You Might Also Like