-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||     

HOME   ଜିଲ୍ଲା

ଗାଁ ରେ ସ୍ଵଚ୍ଛତା ପାଇଁ ଝାଡୁ ଧରିଲେ ମହିଳା ଗୋଷ୍ଠୀ, କୁଚିଆ ମଦ କାରବାର ବନ୍ଦ ପାଇଁ ଅଣ୍ଟା ଭିଡ଼ିଲେ

27-Oct-2022



ବଲାଙ୍ଗିର (ପ୍ରେରଣା ଖବର) ବଲାଙ୍ଗିର ଜିଲା ପୁଇଁତଳା ବ୍ଳକ ଦୁର୍ଗାପାଲି ଗ୍ରାମ ପଂଚାୟତରେ ଏସ୍ ଏଚ୍ ଜି ମହିଳା ମାନଙ୍କ ଦ୍ଵାରା ସ୍ଵଛ ଭାରତ ଅଭିଯାନ ଆରମ୍ଭ ହୋଇଛି l  ଦୁର୍ଗାପାଲି,ଚାରବାହାଲି,ତେଣ୍ଡାପଦର ଆଦି ଗ୍ରାମର ସମସ୍ତ ମହିଳା ଗ୍ରୁପ ପାର୍ଟି ଶାଖା ଓଁ ସାଇ ରାମ, ମା ସନ୍ତୋଷୀ, ମା ଦୁର୍ଗା, ମା ସମଲେଇ, ଶ୍ରୀ ଗଣେଶ, ମା ସରସ୍ବତୀ, ଅର୍ଣ୍ଣପୂର୍ଣା, ମେଟାକାନୀ, ଜୟ ମା ଶିବାନୀ, ମା ମଙ୍ଗଳା, ମା ତାରିଣୀ, ଜୟ ମା ମଙ୍ଗଳା,ମା ଲଷ୍ମୀ,ମା ମହେଶ୍ୱରୀ ମା ଭୈରବି,ସମସ୍ତ ଗ୍ରୁପ ପାର୍ଟି ପ୍ରାୟ  ୪୦୦ ଜଣ ମହିଳା ଏହି ସଫେଇ ଅଭିଯାନରେ ସାମିଲ ହେଇଛନ୍ତି! ପ୍ରତିମାସରେ ଏଭଳି କାର୍ଯ୍ୟ କରିବେ ବୋଲି ନିଷ୍ପତି ନେଇଛନ୍ତି l ଏଥିସହ ଗ୍ରାମରେ କୁଚିଆ ମଦ କାରବାରକୁ ରୋକିବା ପାଇଁ ମହିଳା ମାନେ ଅଣ୍ଟା ଭିଡିଛନ୍ତି l 
  ମହାସଂଘ ସଭାପତି କଳାବତୀ ବାରିକ, ସମ୍ପାଦକ ଜ୍ୟୋତ୍ସ୍ନା ପଟେଲ, ଶୁଭଗିନୀ ନାଏକ, ନନ୍ଦିନୀ ପଟେଲ, ବବିତା ପଟେଲ, ଯଜ୍ଞସେନି ପଟେଲ, ଗୀତାଞ୍ଜଳି ପଟେଲ, ତାପସ୍ୱିନୀ ପଟେଲ ଏପରିକି ଅନେକ ମହିଳା ସାମିଲ ହେଇଥିଲେ!ପଶ୍ଚିମ ଓଡିଶା ଯୁବା ମଞ୍ଚ ଯୁବ ସମାଜସେବୀ ବୀରେନ୍ଦ୍ର ପାଣ୍ଡେ  ମହିଳା ମାନଙ୍କ ଏହି ଅଭିନବ ପ୍ରୟାସକୁ ସମର୍ଥନ ଜଣାଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026

You Might Also Like