-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||     

HOME   ଜିଲ୍ଲା

ଡକ୍ଟର ହିମାଂଶୁ ଶେଖର ପାଢ଼ୀଙ୍କ ଆଠମଲ୍ଲିକ ମହାବିଦ୍ୟାଳୟରେ ଯୋଗଦାନ

27-Oct-2022



ବୀରମହାରାଜପୁର,( ବିନୋଦ ପାଣ୍ଡେ) : ସୁବର୍ଣ୍ଣପୁର ଜିଲ୍ଲା             ବୀରମହାରାଜପୁର ମହାବିଦ୍ୟାଳୟ ଇତିହାସ ବିଭାଗର ବରିଷ୍ଠ ପ୍ରଧ୍ୟାପକ ତଥା ଆଠମଲ୍ଲିକ ମହାବିଦ୍ୟାଳୟ ଓ ସୋନପୁର ମହାବିଦ୍ୟାଳୟ ଇତିହାସ ବିଭାଗର ପୂର୍ବତନ ବିଭାଗ ମୁଖ୍ୟ ଡକ୍ଟର ହିମାଂଶୁ ଶେଖର ପାଢ଼ୀ ଆଜି  ଆଠମଲ୍ଲିକ ମହାବିଦ୍ୟାଳୟରେ ଯୋଗ ଦେଇଛନ୍ତି । ଗତବର୍ଷ ଡ଼ିସେମ୍ବର ମାସ ୩୦ ତାରିଖ ଦିନ ସେ ସୋନପୁର ମହାବିଦ୍ୟାଳୟରୁ ସରକାରଙ୍କ ବଦଳି ନିର୍ଦ୍ଦେଶନାମା ଯୋଗୁଁ ଅବ୍ୟାହତି ନେଇଥିଲେ ମଧ୍ୟ ତାଙ୍କର ନୂତନ କଲେଜରେ ଯୋଗ ଦେଇ ନଥିଲେ । ସ୍ଵାସ୍ଥ୍ୟଗତ କାରଣରୁ ସେ ଛୁଟିରେ ଥିବା ଜଣା ଯାଇଛି ।ପ୍ରକାଶ ଥାଉ କି ଡ. ପାଢ଼ୀ ସର୍ବପ୍ରଥମେ ମାଧପୁର ସ୍ଥିତ ସତ୍ୟବାଦୀ ମେହେର ମହାବିଦ୍ୟାଳୟରେ ୧୯୯୦ ମସିହାରେ ଅଧ୍ୟାପନା ଆରମ୍ଭ କରିଥିଲେ । ଏହାପରେ ୧୯୯୧ ରୁ ୨୦୧୩ ପର୍ଯ୍ୟନ୍ତ ଆଠମଲ୍ଲିକ ମହାବିଦ୍ୟାଳୟ, ୨୦୧୩ ରୁ ୨୦୨୧ ପର୍ଯ୍ୟନ୍ତ  ବୀରମହାରାଜପୁର ମହାବିଦ୍ୟାଳୟ, ୨୦୨୧ ଏପ୍ରିଲ ୧୫ ତାରିଖରୁ ଡିସେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ସୋନପୁର ମହାବିଦ୍ୟାଳୟରେ ଅଧ୍ୟାପନା କରିଛନ୍ତି ।ଡ. ପାଢ଼ୀ ଜଣେ ଜଣାଶୁଣା ଲେଖକ, ସଂସ୍କୃତି ଗବେଷକ, ସୁବକ୍ତା ଓ ଜାତୀୟ ସ୍ତରରେ ପରିଚିତ ପରିଭ୍ରମଣ ଲେଖକ । ତାଙ୍କର ଏକ ଗବେଷଣାତ୍ମକ ପୁସ୍ତକ ସହିତ ଇଂରାଜୀ ଓ ଓଡ଼ିଆ ଭାଷାରେ ଶତାଧିକ ଲେଖା ଜାତୀୟ ଓ ରାଜ୍ୟ ସ୍ତରୀୟ ସମ୍ବାଦପତ୍ର ଓ ପତ୍ରିକା ମାନଙ୍କରେ ପ୍ରକାଶିତ ହୋଇଅଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026

You Might Also Like