-+91-9937148622 |

prerana_bgr@rediffmail.com |

  Monday 27th April 2026 |

| | | |

R.N.I. Regd No. ODIODI/2010/46693

Breaking News

“ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||      ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   (27-Apr-2026)       ||      ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   (27-Apr-2026)       ||      ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   (26-Apr-2026)       ||      ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   (26-Apr-2026)       ||      ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ    (26-Apr-2026)       ||      ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   (26-Apr-2026)       ||      ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ    (26-Apr-2026)       ||      *ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   (26-Apr-2026)       ||      *ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   (26-Apr-2026)       ||      କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ    (26-Apr-2026)       ||      ଜନ ଆକ୍ରୋଶ ମହିଳା ସମାବେଶ    (26-Apr-2026)       ||      *ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ନିଲମ୍ବିତ*   (26-Apr-2026)       ||      ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   (26-Apr-2026)       ||      ସାହସପୁର ପଞ୍ଚାୟତ ରେ ଜଳଛତ୍ର ବଣ୍ଟନ   (26-Apr-2026)       ||       ମାଟି ମୁଠେ ମଧ୍ୟ ନ ପଡ଼ି ୮ଲକ୍ଷ ଟଙ୍କାର ହୋଇଛି ବିଲ୍ ♦️ ଦାଇତ୍ୱ ଥିବା ଅଧିକାରୀଙ୍କ ବିରୋଧରେ ଉଠିଛି କାର୍ଯ୍ୟାନୁଷ୍ଠାନ ଦାବି    (26-Apr-2026)       ||      ବାଲିଗୁଡ଼ା ବନଖଣ୍ଡରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ କାଠ ଗଲା   (26-Apr-2026)       ||      ଶ୍ରୀରାମ ମନ୍ଦିର ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ ଅନୁଷ୍ଠିତ   (26-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସରେ ସୁନ୍ଦରଗଡ଼ ଜିଲ୍ଲା ପୁରସ୍କୃତ   (26-Apr-2026)       ||      କଟକରେ ବିଶ୍ୱ ପ୍ରାଣିଚିକିତ୍ସା ଦିବସ ପାଳିତ : କ୍ଲଷ୍ଟର ଆଧାରିତ ପ୍ରାଣିପାଳନ ଉପରେ ଗୁରୁତ୍ବ    (25-Apr-2026)       ||     

HOME   ଜିଲ୍ଲା

୩୮ ଗିରି ଗୋବର୍ଦ୍ଧନ ପୂଜା ର ଦ୍ବିତୀୟ ଦିବସ ପାଳିତ

27-Oct-2022



ବେଲପଡା  (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଲକ ଅନ୍ତର୍ଗତ ବାହାବଲ ପଞ୍ଚାୟତ ଅଧିନସ୍ଥ ମାଲପଡା ଗାଁ ର ୩୮ ତମ ଗିରି ଗୋବର୍ଦ୍ଧନ ପୂଜା ର ଦ୍ବିତୀୟ ଦିବସ ଅନୁଷ୍ଠିତ ହୋଇଯାଇଅଛି। ସୂଚନାଯୋଗ୍ୟ ଯେ ଅଞ୍ଚଳର ସୁପରିଚିତ ଗିରି ଗୋବର୍ଦ୍ଧନ ପୂଜା ମାଲପଡା ଗାଁ ର ଗିରି ଗୋବର୍ଦ୍ଧନ ପୂଜା ଦିପାବଳୀ ର ଆଗାମୀ ଦିନରେ ପାଳନ କରାଯାଉଥିବା ବେଳେ ଚଳିତ ବର୍ଷ ଦିପାବଳୀ ଦୁଇ ଦିନିଆ ଥିଲା । ଏବଂ ସୂର୍ଯ୍ୟପରାଗ ରହିଥିବାରୁ ଅଧିବାସ ହୋଇପାରିବ ନଥିବା ବେଳେ ୨୬/୧୦/୨୨ ବୁଧବାର ଦିନ ପ୍ରାତଃ ୬ ଟାରେ

କଳସଯାତ୍ରା ଅନୁଷ୍ଠିତ ହୋଇଥିଲା ଓ ସକାଳ ୯ ଟାରେ ପୂଜା ର ଶୁଭାରମ୍ଭ ହୋଇଥିଲା।ସେହି ମାଁ ଦକ୍ଷିଣ କାଳୀ ଦଣ୍ଡ ନୃତ୍ୟ ହୋଇଥିବା ବେଳେ ଦର୍ଶକ ଙ୍କ ବହୁ ସମାଗମ ହୋଇଥିଲା। ଆଜି ଦ୍ୱିତୀୟ ଦିନରେ ପହଞ୍ଚି ଥିବାରୁ ନୃତ୍ୟ ପ୍ରତିଯୋଗିତା ଓ ଶିବତଲା ର ଦଣ୍ଡ ନୃତ୍ୟ ଅନୁଷ୍ଠିତ ହୋଇଛି । ନୃତ୍ୟ ପ୍ରତିଯୋଗିତା ରେ ମୁଖ୍ୟ ଅତିଥି ଭାବେ କୋଶଳ ରାଜ୍ୟ ସମନ୍ୱୟ ସମିତି ର ସଭାପତି ଜନାର୍ଦ୍ଦନ ସିଂ ଓ ବିଧାୟକ ଙ୍କ ପ୍ରତିନିଧି ଗଣେଶ କୁମ୍ଭାର ଯୋଗ ଦେଇ କାର୍ଯ୍ୟକ୍ରମ କୁ ଆଗେଇ ନେଇଛନ୍ତି। ସମ୍ମାନୀତ ଅତିଥି ଭାବେ ଧୁମାଭଟା ସରପଞ୍ଚ ବନମାଳୀ ନାଏକ, ଜିତୁ ନାଏକ,ସିହିନୀ ସରପଞ୍ଚ ଙ୍କ ସ୍ବାମୀ

ରାଜା ବେହେରା ଯୋଗଦାନ କରିଥିଲେ। ସମସ୍ତ ଅତିଥି ମାନଙ୍କୁ ସାମ୍ବାଦିକ ପୁର୍ଣ୍ଣ ଶଶୀ ଶେଖର ରାଓ ପାଛୋଟି ନେଇ ଉପଢ଼ୌକନ ଦେଇ ସମ୍ମାନିତ କରିଥିଲେ ଓ ତାଙ୍କୁ ଆସନରେ ବସାଇଥିଲେ। ସାମ୍ବାଦିକ ପୁର୍ଣ୍ଣ ଶଶୀ ଶେଖର ରାଓ ଓ ସମାଜସେବୀ ସୁବାଷ ଧରୁଆ ଏବଂ ତୋଫାନ ଗଡତ୍ୟା ଙ୍କ ନେତୃତ୍ବରେ ଏତେ ବଡ଼ ଆୟୋଜନ ହୋଇପାରୁଥିବା ହେତୁ ଅଞ୍ଚଳବାସୀ ବହୁତ ଉପଭୋଗ କରିବା ସହ ଗ୍ରାମବାସୀ ତାଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
“ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   27-Apr-2026
  ଜିଲ୍ଲା  
ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   27-Apr-2026
  ଜିଲ୍ଲା  
ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   27-Apr-2026
  ଜିଲ୍ଲା  
ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   26-Apr-2026
  ଜିଲ୍ଲା  
ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   26-Apr-2026
  ଜିଲ୍ଲା  
ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ   26-Apr-2026
  ଜିଲ୍ଲା  
ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   26-Apr-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ   26-Apr-2026
  ଜିଲ୍ଲା  
*ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   26-Apr-2026
  ଜିଲ୍ଲା  
*ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   26-Apr-2026
  ଜିଲ୍ଲା  
କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ   26-Apr-2026
  ଜିଲ୍ଲା  
ଜନ ଆକ୍ରୋଶ ମହିଳା ସମାବେଶ   26-Apr-2026

You Might Also Like