-+91-9937148622 |

prerana_bgr@rediffmail.com |

  Monday 27th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||      ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||      ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||      ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ    (27-Apr-2026)       ||      କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   (27-Apr-2026)       ||      ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   (27-Apr-2026)       ||      ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   (27-Apr-2026)       ||      “ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||      ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   (27-Apr-2026)       ||      ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   (27-Apr-2026)       ||      ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   (26-Apr-2026)       ||      ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   (26-Apr-2026)       ||      ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ    (26-Apr-2026)       ||     

HOME   ଜିଲ୍ଲା

୫୦୦ ଶଯ୍ୟା ବିଶିଷ୍ଟ ପୁରୁଷ ଓ ମହିଳା ହଷ୍ଟେଲ ପାଇଁ ଆଇନ ମନ୍ତ୍ରୀ ଙ୍କୁ ଦାବି ପତ୍ର ଦେଲେ ଆଲୁମନି କମିଟି

28-Oct-2022



ନବରଙ୍ଗପୁର ମହାବିଦ୍ୟାଳୟ ସୁବର୍ଣ୍ଣ ଜୟନ୍ତୀ କାର୍ଯ୍ୟକ୍ରମ କମିଟି ର ଆବାହକ ଗଣେଶ ଦାଶ ଙ୍କ ନେତୃତ୍ୱରେ ଗୋଟିଏ ପ୍ରତିନିଧି ଦଳ ନବରଙ୍ଗପୁର ମହାବିଦ୍ୟାଳୟ ଅଧ୍ୟୟନ ରତ ଛାତ୍ର ଛାତ୍ରୀ ଙ୍କ ନିମନ୍ତେ ପାଞ୍ଚଶହ ଶଯ୍ୟା ବିଶିଷ୍ଟ ପୁରୁଷ ଓ ମହିଳା ଦୁଇଟି ହଷ୍ଟେଲ ନିର୍ମାଣ କରିବା ପାଇଁ ଓଡ଼ିଶା ସରକାର ଙ୍କ ମାନ୍ୟବର ଆଇନ, ଆଦିବାସୀ ଉନ୍ନୟନ ଓ ସଂଖ୍ୟା ଲଘୁ ବ୍ୟାପାର ମନ୍ତ୍ରୀ ଜଗନ୍ନାଥ ସାରକା ଙ୍କ ସହିତ ଆଲୋଚନା କରି ଏକ ସ୍ମାରକ ପତ୍ର ପ୍ରଦାନ କରିଥିଲେ। ପ୍ରକାଶ ଥାଉକି ନବରଙ୍ଗପୁର ମହାବିଦ୍ୟାଳୟ ଜିଲ୍ଲାର ସର୍ବ ପୁରାତନ ଶିକ୍ଷା ଅନୁଷ୍ଠାନ ହୋଇଥିବା ବେଳେ ଏଠାର ପ୍ରାୟ ଅଶି ପ୍ରତିଶତ ଛାତ୍ର ଛାତ୍ରୀ ଆଦିବାସୀ । ଏହି ଛାତ୍ର ଛାତ୍ରୀ ମାନେ ବିଭିନ୍ନ ପ୍ରାନ୍ତରୁ ଆସି ଅଧ୍ୟୟନ କରି ହଷ୍ଟେଲରେ ରହିବା ପାଇଁ ପସନ୍ଦ କରିଥାନ୍ତି।  ଆବଶ୍ୟକ ଅନୁସାରେ ହଷ୍ଟେଲ ରେ ରହିବା ସୁବିଧା

ନ ଥିବାରୁ ବାଧ୍ୟ ହୋଇ ଉଚ୍ଚ ଦରରେ ଘର ଭଡ଼ା ଦେଇ ଅର୍ଥିକ ସମସ୍ୟାରେ ସମ୍ମୁଖୀନ ହେଇଛନ୍ତି। ତାହା ସହିତ ମାନ୍ୟବର ମନ୍ତ୍ରୀଙ୍କୁ ସୁବର୍ଣ୍ଣ ଜୟନ୍ତୀ ମୂଖ୍ୟ କାର୍ଯ୍ୟକ୍ରମ ର ଅତିଥି ହେବା ପାଇଁ କମିଟି ତରଫରୁ ଅନୁରୋଧ କରିଯାଇଛି । ଏହି ଆଲୋଚନା ସମୟରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଭାସ୍କର ନାଥ ବିଶ୍ଵାଳ, ସମ୍ପାଦିକା ସଙ୍ଗୀତା ତ୍ରିପାଠୀ, ଆଇନ ପରାମର୍ଶଦାତା ରାମ ପ୍ରସାଦ ପାତ୍ର, ପୂର୍ଣ୍ଣଚନ୍ଦ୍ର ମହାପାତ୍ର, କିଶୋର ପଟ୍ଟନାୟକ, ଉପ-ସଭାପତି ୱାଇ. ପ୍ରଭାକର ପାତ୍ର, ଆଶିଷ ରଞ୍ଜନ ପଟନାୟକ,ସରୋଜ ପାତ୍ର, ପ୍ରମୋଦ କୁମାର ରଥ, କୋଷାଧ୍ୟକ୍ଷା ସ୍ଵର୍ଣ୍ଣ ଲତା ପଟ୍ଟନାୟକ, ଜଗନ୍ନାଥ ବାଗ, ରବି ଶତପଥି, ଶିବ ଶଙ୍କର ତ୍ରିପାଠୀ, ସୁମିତ ପାଳ, ସୁନିଲ ସାହୁ, ବିବେକ ଚୌଧୁରୀ, ସୁମିତ ପୂଜାରୀ,ଅରୁଣ ମିଶ୍ର, ଦୟା ବିଷୋୟୀ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   27-Apr-2026
  ଜିଲ୍ଲା  
ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ   27-Apr-2026
  ଜିଲ୍ଲା  
ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   27-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ   27-Apr-2026
  ଜିଲ୍ଲା  
ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି   27-Apr-2026
  ଜିଲ୍ଲା  
ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ   27-Apr-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   27-Apr-2026
  ଜିଲ୍ଲା  
ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ   27-Apr-2026
  ରାଜ୍ୟ  
ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ   27-Apr-2026
  ଜିଲ୍ଲା  
ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି   27-Apr-2026
  ଜିଲ୍ଲା  
ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ   27-Apr-2026
  ଜିଲ୍ଲା  
କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   27-Apr-2026

You Might Also Like