-+91-9937148622 |

prerana_bgr@rediffmail.com |

  Tuesday 28th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||      ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||      ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||      ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ    (27-Apr-2026)       ||      କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   (27-Apr-2026)       ||      ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   (27-Apr-2026)       ||      ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   (27-Apr-2026)       ||      “ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||      ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   (27-Apr-2026)       ||      ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   (27-Apr-2026)       ||      ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   (26-Apr-2026)       ||      ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   (26-Apr-2026)       ||      ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ    (26-Apr-2026)       ||     

HOME   ଜିଲ୍ଲା

ଜାତୀୟ ପାରମ୍ପରିକ ଲୋକନୃତ୍ୟ ଓ ସଂଗୀତ -“ପଏଁରୀ ତିହାର-୨୦୨୩” ପାଇଁ ପ୍ରସ୍ତୁତି

28-Oct-2022



 ସୁବର୍ଣ୍ଣପୁର -ଆଜାଦି କା ଅମୃତ ମହୋତ୍ସବ ପାଳନ ଅବସରରେ ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟ, ନୁଆଁଦିଲ୍ଲୀ, କେନ୍ଦ୍ର ସଂଗୀତ ନାଟକ ଏକାଡେମୀ, ନୂଆଁଦିଲ୍ଲୀ, ଓଡିଆ ଭାଷା, ସାହିତ୍ୟ ସଂସ୍କୃତି ବିଭାଗ, ଭୁବନେଶ୍ୱର ଆନୁକୁଲ୍ୟରେ ପଏଁରୀ ସୁବର୍ଣ୍ଣପୁର ପକ୍ଷରୁ ଏବଂ ଜିଲ୍ଲା ସଂସ୍କୃତି ପରିଷଦ, ସୁବର୍ଣ୍ଣପୁର ଙ୍କ ମିଳିତ ସହଯୋଗରେ ଜାନୁୟାରୀ ୧ ରୁ ୩ ପର୍ଯ୍ୟନ୍ତ ଭୀମଭୋଇ କଳା ମଣ୍ଡପରେ ପାଳନ ହେବ ଜାତୀୟ ପାରମ୍ପରିକ ଲୋକନୃତ୍ୟ ଓ ସଂଗୀତ ଉତ୍ସବ “ପଏଁରୀ ତିହାର” ।  ଏ ବର୍ଷ ଜିଲ୍ଲାର କଳାକାର ତଥା ଜିଲ୍ଲା  ବାହାର ଆସାମ, ମଣିପୁରୀ, ହରିଆଣା, ମଧ୍ୟପ୍ରଦେଶର, କଲିକତା ଓ ଛତିଶଗଡର  କଳାକାରମାନେ ତାଙ୍କର ପାରମ୍ପରିକ ନୃତ୍ୟ ଓ ଗୀତ ପରିବେଷଣ କରିବେ ବୋଲି ସଂପାଦକ ଚୌଧୁରୀ ବିଭାର ସୂଚନା ଦେଇଥିଲେ । ଲଡୁକିଶୋର ମଲ୍ଲିକଙ୍କ ସଭାପତିତ୍ୱରେ  ଅନୁଷ୍ଠିତ ବୈଠକରେ ସଂପାଦକ ଚୌଧୁରୀ ବିଭାର ବିଗତ ବର୍ଷର ଆୟ ବ୍ୟୟ ବିଷୟରେ ଆଲୋକପାତ କରିଥିଲେ । ଅନୁଷ୍ଠାନର ସଦସ୍ୟମାନଙ୍କୁ ନେଇ ମାଁ ସୁରେଶ୍ୱରୀଙ୍କଠାରେ ପୂଜାଅର୍ଚ୍ଚନା ସହିତ ଶୋଭାଯାତ୍ରା ଏବଂ “ଗଣ୍ଡାବଜାର ଉତ୍ପତ୍ତି ଓ ବର୍ତମାନ ସ୍ଥିତି : ସମୀକ୍ଷା /ଅନୁଶୀଳନ/ ଆଲୋଚନା”   ସେମିନାର ଓ କର୍ମଶାଳା କରିବାପାଇଁ ଉପଦେଷ୍ଟା ଉପଦେଷ୍ଠା ଶ୍ରୀବତ୍ସ ମଲ୍ଲିକ ଓ ଅଭିମନ୍ୟୁ କୁଶଳ ମତବ୍ୟକ୍ତ କରିଥିଲେ । ଜିଲ୍ଲା ର ଲୋକ କଳାକାରମାନ ଙ୍କ ଦ୍ୱାରା ପାରମ୍ପରିକ ଲୋକ ଗୀତ ଓ ଲୋକନୃତ୍ୟ ପରିବେଷଣ କରାଯିବ ଓ ଯେଉଁ ମାନେ କଳା ସଂସ୍କୃତି ପାଇଁ ଜୀବନ ବ୍ୟାପି ସାଧନା କରିଛନ୍ତି ସେମାନଙ୍କୁ ପଏଁରୀ ସମ୍ମାନରେ ସମ୍ମାନିତ କରାଯିବ ବୋଲି ସୂଚନା ମିଳିଛି l ଏହି ବୈଠକରେ ଉପ ସଭାପତି ଶ୍ରୀ ପ୍ରଫୁଲ୍ଲ ନାଏକ  ସହିତ ସହ-ସଂପାଦକ ପୃଥିରାଜ ବାଗ, କୋଷାଧ୍ୟକ୍ଷ ସୁଶାନ୍ତ ସାହୁ ସଦସ୍ୟ ସଂଜୟ ସାହୁ, ସନ୍ତୋଷ କୁମାର ପାଢୀ,  ସୋମ୍ୟରଂଜନ ସେଠି, ଗୋପାଳ ମେହେର, ଅମିତ ସାହୁ, ନାରାୟଣ ଜଗଦଲା, ରାଘବ ସୁନା ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଭାଗ ନେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   27-Apr-2026
  ଜିଲ୍ଲା  
ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ   27-Apr-2026
  ଜିଲ୍ଲା  
ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   27-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ   27-Apr-2026
  ଜିଲ୍ଲା  
ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି   27-Apr-2026
  ଜିଲ୍ଲା  
ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ   27-Apr-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   27-Apr-2026
  ଜିଲ୍ଲା  
ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ   27-Apr-2026
  ରାଜ୍ୟ  
ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ   27-Apr-2026
  ଜିଲ୍ଲା  
ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି   27-Apr-2026
  ଜିଲ୍ଲା  
ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ   27-Apr-2026
  ଜିଲ୍ଲା  
କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   27-Apr-2026

You Might Also Like