-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||     

HOME   ଜିଲ୍ଲା

କୋଶଳ ରାଜ୍ୟ ମୁକ୍ତି ମୋର୍ଚ୍ଚା ର ଦ୍ଵିତୀୟ ରାଜ୍ୟ ସ୍ତରିୟ କାର୍ଯ୍ୟକାରିଣୀ ବୈଠକ

28-Oct-2022



ପଦ୍ମପୁର ( ନରହରୀ ବଗର୍ତ୍ତୀ)
ପଦ୍ମପୁର ଜିଲ୍ଲା ଦାବି କଳା କୋସଲ ରାଏଜ ମୁକ୍ତି ମୋର୍ଚ୍ଚା 
ଆଜି ପଦ୍ମପୁର ସ୍ଥିତ ସାଇରାଜ କଲ୍ୟାଣ ମଣ୍ଡପ ଠାରେ କୋଶଳ ରାଜ୍ୟ ମୁକ୍ତି ମୋର୍ଚ୍ଚା ର ଦ୍ଵିତୀୟ ରାଜ୍ୟ ସ୍ତରିୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଥିଲା l ଏହି ବୈଠକ ରେ ରାଜ୍ୟ ସଭପତି ସାଗର ଚରଣ ଦାସ ଯୋଗଦେଇଥିଲେ ଏବଂ ଏହି ବୈଠକରେ ସର୍ବସମ୍ମତି କ୍ରମେ ପଦମପୁର ଜିଲ୍ଲା ଦାବି ଆନ୍ଦୋଳନ କରାଯାଇଥିଲା l  ପଶ୍ଚିମ ଓଡ଼ିଶାର ପଦ୍ମପୁର ଅଞ୍ଚଳ ବୋଡାସମ୍ବର୍ ଅଞ୍ଚଳ ଭାବେ ଇତିହାସ ପ୍ରସିଦ୍ଧ ଏହି ବୀର ମାଟିରେ ପବିତ୍ର ପର୍ଯଟନ କ୍ଷେତ୍ର ନୃସିଂହ ନାଥ ଅବସ୍ଥିତ ଅଛି, ପଦ୍ମପୁର ଓଡ଼ିଶା ମାନଚିତ୍ର ରେ ସବ ଡିଭିଜନ ର ମାନ୍ୟତା ପାଇଛି ଏବଂ ଏହା ବର୍ତ୍ତମାନ ବରଗଡ଼ ଜିଲ୍ଲା ଅଧୀନରେ ଆସୁଛି କିନ୍ତୁ ଦୁଃଖର ବିଷୟ ଦୀର୍ଘ ୧୯୯୫ ମସିହା ରୁ ପଦ୍ମପୁର ଅଞ୍ଚଳର ଲୋକଙ୍କୁ ଜିଲ୍ଲା ମୁଖ୍ୟଲୟ କୁ ଯିବାକୁ ହେଲେ ୧୦୦ କିମି ଯିବାକୁ ପଡୁଛି l ଆଦିବାସୀ ଅଧ୍ୟୁଷିତ ଏହି ଅଞ୍ଚଳର ୬ ଟି ବ୍ଲକ ମରୁଡ଼ି ପ୍ରବଣିତ ଅଟେ ଚାଷୀ ସମସ୍ୟା ଦାଦନ ସମସ୍ୟା ରେ ଜର୍ଜରିତ ଏହି ଅଞ୍ଚଳ କୁ ସରକାର ଅବହେଳା କରୁଛନ୍ତି ଏବଂ ଏହି ଅଞ୍ଚଳର ବିକାଶ ଧାରା ରେ ବାଧକ ସଜୁଛନ୍ତି ବହୁ ଦିନରୁ ଦାବି ହେଇ ଆସୁଥିବା ଏହି ଜନ ଦାବି କୁ ସରକାର ଗୁରୁତ୍ବ ଦେଇନାହାନ୍ତି ଫଳ ସ୍ୱରୂପ ଏହି ଅଞ୍ଚଳରେ ସରକାର ଙ୍କ ବିରୋଧରେ ଜନ ଅସନ୍ତୋଷ ବୃଦ୍ଧି ପାଉଛି ଏଣୁ ସରକାର ଏହି ଅଞ୍ଚଳର ଜନଭବନ କୁ ସମ୍ମାନ ଜଣାଇ ତୁରନ୍ତ ପଦ୍ମପୁର କୁ ଜିଲ୍ଲା ମାନ୍ୟତା ଦେବାକୁ ଦାବି କରୁଛି କୋସଲ ରାଏଜ ମୁକ୍ତି ମୋର୍ଚ୍ଚା ,ଯଦି ସରକାର ଏହି ଦିଗରେ ସଠିକ୍ ନିର୍ଣ୍ଣୟ ନ ନେବେ ତାହେଲେ ଆଗାମୀ ଦିନରେ ବଡ଼ ଧରଣର ଆନ୍ଦୋଳନ କରାଯିବ ନେଇ ସଂଗଠନ ତରଫରୁ ଚେତାବନୀ ଦିଆ ଯାଇଛି ତତ୍ ସହିତ ଆଗାମୀ ନଭେମ୍ବର ୧ ରାଜ ବୋଡା ସମ୍ବର କୃଷକ ସଂଗନର ର ଚାଷୀ ଆନ୍ଦୋଳନ କୁ କୋସଲ ରାଏଜ ମୁକ୍ତି ମୋର୍ଚ୍ଚା ତରଫରୁ ସମର୍ଥନ ଦେବା ସହିତ ଚାଷୀ ମାନକର ଏହି ଚେତାବନୀ ସମାବେଶ ରେ ପୂର୍ଣ ଭାବେ ସାମିଲ ହେବ ବୋଲି ଘୋଷଣା କରିଛି ଓ ଦୀର୍ଘ ଦିନରୁ ଦାବି ହୋଇ ଆସୁଥିବା ପାଇକମାଲ କୁ ଏନ ଏସ ସି ଘୋଷଣା କରିବାକୁ ଦାବି କରାଯାଇଛି lଆଜିର ଏହି ସାମ୍ବାଦିକ ସମ୍ମିଳନୀ ରେ କୋସଲ ରାଏଜ ମୁକ୍ତି ମୋର୍ଚ୍ଚା ଉପ ସଭାପତି ଗଣେଶ ସାହୁ, ଆଇନ ପରାମର୍ଶ ଦାତା ମଣ୍ଡଳୀ ମୁଖ୍ୟ ଅଜିତ ଶତପଥୀ, ଛାତ୍ର ମୋର୍ଚ୍ଚା ସଭାପତି ଆକାଶ ପଣ୍ଡା,ଯୁଗ୍ମ ସମ୍ପାଦକ ଗଜପତି ସାହୁ, ଜିଲ୍ଲା ସଭାପତି ଘନଶ୍ୟାମ ସାହୁ, ସଂଗଠନ ସମ୍ପାଦକ ମହେଶ ପଣ୍ଡା, ଉପଦେଷ୍ଟା ବିରେନ୍ଦ୍ର ପାଣିଗ୍ରାହୀ,ଜଗନ୍ ମେହେର ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026

You Might Also Like