-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||     

HOME   ଜିଲ୍ଲା

ପଦ୍ମପୁର ନିର୍ବାଚନ ମଣ୍ଡଳୀକୁ ୪୪୮ କୋଟି ଟଙ୍କାର ଜନ କଲ୍ୟାଣକାରୀ ପ୍ରକଳ୍ପ ଉଦଘାଟନ ଓ ଭିତ୍ତପ୍ରସ୍ତର ସ୍ଥାପନ

29-Oct-2022



ପଦ୍ମପୁର (ନରହରୀ ବଗର୍ତ୍ତୀ)    ଆଜି ଅପରାହ୍ନ ୪ଟା ରେ ଓଡିଶା ର  ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦ୍ମପୁର ନିର୍ବାଚନ ମଣ୍ଡଳୀ ରେ ଭିଡିଓ କନଫେରେସିଙ୍ଗ ମାଧ୍ୟମରେ ଯୋଗଦେବାର ର  କାର୍ଯ୍ୟକ୍ରମ ରହିଛି । ପଦ୍ମପୁର ସହରର ରାଜବୋଡ଼ାସମ୍ବର ହାଇସ୍କୁଳ ଖେଳ ପଡିଆ ଠାରେ ଅନଷ୍ଠିତ ହେବାକୁଥିବା ଏହି କାର୍ଯ୍ୟକ୍ରମ ପାଇ  ବ୍ୟାପକ ବ୍ୟବସ୍ଥା ସହ କଡାସୁରକ୍ଷା କରାଯାଇଛି । ମାନ୍ୟବର ମୁଖମନ୍ତ୍ରୀ ଏହି ଭିଡିଓ କନଫେରେସିଙ୍ଗ ମାଧ୍ୟମରେ ପଦ୍ମପୁର ନିର୍ବାଚନ ମଣ୍ଡଳୀ ର ତିନି ଗୋଟି ବ୍ଲକ ରାଜବୋଡ଼ାସମ୍ବର , ପାଇକମାଲ, ଝାରବନ୍ଧ ଏବଂ ପଦ୍ମପୁର ଏ.ଏନ୍‌.ସି ର ବିକାଶ ପାଇ ୧୨୯ ଗୋଟି ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟସ କରିବା ସହ ପଦ୍ମପୁର ଜନସାଧାରଣଙ୍କୁ ଉଦବୋଧନ କରିବାର ର କାର୍ଯ୍ୟକ୍ରମ ରହିଛି । ଏହି କାର୍ଯ୍ୟକ୍ରମ ରେ ପଦ୍ମପୁର ଅଂଚଳର ଦଶ ହଜାରରୁ ଅଧିକ ଲୋକଙ୍କ ସମାଗମ ହେବାର ସମ୍ଭାବନା ରହିଛି ।ପଦ୍ମପୁର ନିର୍ବାଚନ ମଣ୍ଡଳୀର ଜନସାଧାରଣ ବିଭିନ୍ନ ସମୟରେ ନିଜର ଦାବୀ ଉପସ୍ଥାପନା କରିଛନ୍ତି । ସେମାନେ ପଦ୍ମପୁର ଉପଖଣ୍ଡକୁ ଜିଲ୍ଲା ଘୋଷଣା , ପାଇକମାଲକୁ ଏନଏସି ଘୋଷଣା, ପାଇକମାଲ ଡାକ୍ତରଖାନାକୁ ସିଏଚସି ଘୋଷଣା ତଥା ଲଖମରାକୁ ବ୍ଲକ ଘୋଷଣା ପାଇଁ ଦାବୀ କରି ଆସୁଛନ୍ତି । ତେବେ ମାନ୍ୟବର ମୁଖ୍ୟମନ୍ତ୍ରୀ କେଉଁ ସବୁ ପ୍ରକଳ୍ପକୁ ଉଦଘାଟନ କରୁଛନ୍ତି ଓ କେଉଁ ସବୁ ନୂତନ ପ୍ରକଳ୍ପର ଭେଟି ଦେଉଛନ୍ତି ତତ୍ ସହ ମାନ୍ୟବର ମୁଖ୍ୟମନ୍ତ୍ରୀ ତାଙ୍କ ଉଦବୋଧନ ରେ ପଦ୍ମପୁର ଜସାଧାରଣଙ୍କ ପାଇ କଣ ବାର୍ତା ଦେଉଛନ୍ତି     ତାହା ଜାଣିବା ପାଇଁ ଲୋକଙ୍କ ମନରେ ବେଶ ଉତ୍କଣ୍ଠା ରହିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026

You Might Also Like