-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ବିପର୍ଯ୍ୟୟ ପ୍ରସ୍ତୁତି ଓ ଜାତୀୟ ବିପର୍ଯ୍ୟୟ ହ୍ରାସ ଦିବସ ପାଳିତ

29-Oct-2022



ନବରଙ୍ଗପୁର(ମିହିର ଶଙ୍କର ପାତ୍ର) : ନବରଙ୍ଗପୁର ଜିଲ୍ଲାର ସଦର ମହକୁମା   ଠାରେ ଶନିବାର ଦିନ ରାଜ୍ଯ ବିପର୍ଯ୍ୟୟ ପ୍ରସ୍ତୁତି  ଓ ଜାତୀୟ ବିପର୍ଯ୍ୟୟ ହ୍ରାସ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ସକାଳ ନଅ ଘଣ୍ଟା ସମୟରେ ଏକ ସଚେତନ ପଦ ଯାତ୍ରା ସ୍ଥାନୀୟ ଭଣ୍ଡାର ଘରଣୀ ମନ୍ଦିର ନିକଟରୁ ମିଶନ ଶକ୍ତି ସଭା ଗୃହ ପର୍ଯ୍ୟନ୍ତ ପରିକ୍ରମା କରିଥିଲା। ଏହାକୁ ଆନୁଷ୍ଠାନିକ ଭାବେ ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ, ନବରଙ୍ଗପୁର ଜିଲ୍ଲା ପରିଷଦ ଅଧ୍ୟକ୍ଷ ମୋତିରାମ ନାୟକ,ପୌରାଧ୍ୟକ୍ଷ କୁନୁ ନାୟକ,ନବରଙ୍ଗପୁର ଜିଲ୍ଲାପାଳ ଡ଼ଃ କମଳ ଲୋଚନ ମିଶ୍ର ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।  ସଭା ଯାତ୍ରା ସ୍ଥାନୀୟ ମିଶନ ଶକ୍ତି ସଭାଗୃହ ରେ

ପହଞ୍ଚିଲା ପରେ ଜିଲ୍ଲାପାଳ ଡଃ କମଳ ଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଆୟୋଜନ କରି ବିପର୍ଯ୍ୟୟ ଦିବସର ତାତ୍ପର୍ଯ୍ୟ ସଂପର୍କରେ ଉପସ୍ଥିତ ଥିବା ସମସ୍ତ ମଞ୍ଚାସୀନ ଅତିଥିବୃନ୍ଦ ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧରେ ବିସ୍ତୃତ ଆଲୋଚନା କରି ମହାବାତ୍ୟାରେ ପ୍ରାଣ ହରାଇ ଥିବା ସମସ୍ତଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ପୂର୍ବକ ଦୁଇ ମିନିଟ ନିରବ ପ୍ରାର୍ଥନା କରିଥିଲେ। ୧୯୯୯ ମସିହା ଅକ୍ଟୋବର ୨୯ ତାରିଖ ଦିନ ରାଜ୍ୟରେ ଘଟିଥିବା ମହାବାତ୍ୟା କୁ ମନେ ପକାଇବା ସହ ସମ୍ଭାବ୍ୟ ବନ୍ୟା ବାତ୍ୟା ଓ ମରୁଡି ଭଳି ପ୍ରାକୃତିକ ବିପର୍ଯ୍ୟୟ ପ୍ରତି ସଜାଗ ରହି ତାର ସଫଳ ମୁକାବିଲା କରିବା ପାଇଁ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ। ବିପର୍ଯ୍ୟୟ ସମୟରେ ନିଜକୁ ରକ୍ଷା କରିବା ସହ ଅନ୍ୟକୁ ରକ୍ଷା କରିବାର ଆବଶ୍ୟକ ସଂପର୍କରେ ବୁଝାଇଥିଲେ। ମହାବାତ୍ୟା ପରେ ଓଡିଶା ରାଜ୍ୟ ସରକାରଙ୍କ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ବିଶେଷ କରି ଧନ ଜୀବନ ସୁରକ୍ଷା ରେ ଅଦ୍ଭୁତ ପୂର୍ବ ସଫଳତା ପାଇ ଜାତୀୟ ସ୍ତରରେ ପ୍ରଶଂସିତ ହୋଇଥିବା ସମ୍ପର୍କରେ ଆଲୋଚନା ହୋଇଥିଲା। ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧରେ କେବଳ ପ୍ରଶାସନ ନୂହେଁ ସମସ୍ତ ଜନ ପ୍ରତିନିଧି ସ୍ଵେଚ୍ଛାସେବୀ ଏବଂ ଗଣମାଧ୍ୟମର ପ୍ରତିନିଧିଙ୍କ ର ପ୍ରମୁଖ ଭୂମିକା ରହିଥିବା  ସମ୍ପର୍କରେ ମଧ୍ୟ  ଆଲୋଚନା ହୋଇଥିଲା। ଏହି ପରିପ୍ରେକ୍ଷୀରେ ଗାଇ ଚରାଇବା ପାଇଁ ଯାଇଥିବା ଏକ ବାର ବର୍ଷର ବାଳକ ଦାମୁ ଜାନି ପଥରେ ସନ୍ଧିରେ  ପଶିଯାଇ ଜୀବନ ମୃତ୍ଯ ସହିତ ସଂଗ୍ରାମ କରୁଥିବା ସମୟରେ  ଖବର ପାଇ  ଉପସ୍ଥିତ ବୃଦ୍ଧି ଖଟାଇ ତେନ୍ତୁଳୀଖୁଣ୍ଟି ବ୍ଲକ  ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦୁର୍ଯ୍ୟୋଧନ ଭୋଇ ଏବଂ ଆଉ ଚାରି ଜଣ ବ୍ୟକ୍ତିଙ୍କ ସହାୟତାରେ ଉକ୍ତ ବାଳକ ଟିକୁ ଉଦ୍ଧାର କରି ଜୀବନ ବଞ୍ଚାଇ ଥିବାରୁ ତାଙ୍କୁ ସାହସିକତା ପୁରସ୍କାର ଦେଇ ସଭାରେ ସମ୍ମାନିତ କରାଯାଇ ଥିଲା। ଏହି କାର୍ଯ୍ୟକ୍ରମ  ରେ ଅନ୍ୟମାନଙ୍କ ମଧ୍ୟରେ ସ୍ଵଚ୍ଛ ସାଥି,ସ୍ଵୟଂ ସହାୟକ ଗୋଷ୍ଠୀ, ସ୍ଵେଚ୍ଛାସେବୀ ସଂଗଠନ  ଙ୍କ  ସହିତ ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ, ଡ଼େପୁଟି କଲେକ୍ଟର ମୌସୁମୀ ନାୟକ,ପି ଏ  ଆଇ ଟି ଡିଏ  ବେଣୁଧର ଶବର, ଅଧିକ୍ଷଣ ଯନ୍ତ୍ରୀ ରାସ୍ତା ଓ ଗୃହ ନିର୍ମାଣ ପ୍ରଫୁଲ୍ଲ ଚନ୍ଦ୍ର ମିଶ୍ର, ଅଧିକ୍ଷଣ ଯନ୍ତ୍ରୀ ଗ୍ରାମ୍ୟ ଉନ୍ନୟନ ବିଭାଗ ରାଜେନ୍ଦ୍ର ପ୍ରସାଦ ଆଚାର୍ଯ୍ୟ,ଜିଲ୍ଲା ମଙ୍ଗଳ ଅଧିକାରୀ ସ୍ମୃତି ରଞ୍ଜନ ସାମନ୍ତରାୟ, ପୌର ପାଳିକା  ନିର୍ବାହୀ ଅଧିକାରୀ ପ୍ରାଣ ନାଥ ସେଠ୍, ଜିଲ୍ଲା ସମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର,ଜିଲ୍ଲା ସମାଜ କଲ୍ଯାଣ ଅଧିକାରୀ ସ୍ଵର୍ଣ୍ଣ ଲତା ବିଶ୍ବାସ,ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହଳଧର ନିହାଲ,ଜିଲ୍ଲା ସଂସ୍କୃତି ଅଧିକାରୀ ଘାସିଆ ହରିଜନ ପ୍ରମୁଖ ଉପସ୍ଥିତ ଥିଲେ। ଏହି  କାର୍ଯ୍ୟକ୍ରମ କୁ ଜିଲ୍ଲା ଜରୁରୀ କାଳୀନ ବିଭାଗ ର ଜିଲ୍ଲା ପ୍ରକଳ୍ପ ଅଧିକାରୀ ହିମାଂଶୁ ଶେଖର ପଟ୍ଟନାୟକ  ପରିଚାଳନା କରିଥିବା ବେଳେ ଜିଲ୍ଲା ଜରୁରୀକାଳୀନ ଅଧିକାରୀ ମୌସୁମୀ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026

You Might Also Like