-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||     

HOME   ଜିଲ୍ଲା

Hjk

29-Oct-2022



ଲୋଇସିଂହା/ଆଗଲପୁର (ବିନୋଦ କୁମାର ଦୀପ) ବିଜୁ ଜନତା ଦଳର ସଭାପତି ତଥା ଓଡ଼ିଶାର ମାନ୍ୟବର ଜନପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହୋଦୟଙ୍କ ଆହ୍ୱାନ କ୍ରମେ ମାସେ ବ୍ୟାପି ସାରା ରାଜ୍ୟରେ ଚାଲିଥିବା 'ଜନସମ୍ପର୍କ ପଦଯାତ୍ରା' ଅନୁଷ୍ଠିତ ହେଉଛି l ଏହି ପରିପ୍ରେକ୍ଷୀରେ ଗତକାଲି ଆଗଲପୁର ବ୍ଲକ ଅନ୍ତର୍ଗତ ଆଗଲପୁର ପଞ୍ଚାୟତ ର ଇଂସା ଗ୍ରାମ ଓ ଉପରବାହାଲ ପଞ୍ଚାୟତର ବିଭିନ୍ନ ଗ୍ରାମରେ ବିଜୁ ଜନତା ଦଳର ରାଜ୍ୟ ପରିଷଦ ସଭ୍ଯ ତଥା ଲୋଇସିଂହା ନିର୍ବାଚନମଣ୍ଡଳୀ ର ଯୁବନେତା ନିହାର ରଞ୍ଜନ ବେହେରାଙ୍କ ନେତୃତ୍ଵରେ ଓ ବ୍ଲକ ସଭାପତି ପଞ୍ଚୁ ପଧାନଙ୍କ ସଭାପତିତ୍ବରେ ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି l ଏଥିରେ ବଲାଙ୍ଗୀର ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ୨ ନମ୍ବର ଜୋନ ଜିଲ୍ଲାପରିଷଦ ସଭ୍ୟା ବୀଣାପାଣି ଦାସ ,ଉପରବାହାଲ ସରପଞ୍ଚ ମମି ସାହୁ , ଯୁବ ସଭାପତି ନାରାୟଣ ସାହୁ ପ୍ରମୁଖ ସଭ୍ଯ ଅତିଥି ଭାବେ ଯୋଗଦେଇ ରାଜ୍ଯ ସରକାରଙ୍କ ଲୋକାଭିମୁଖୀ

ଯୋଜନା ଉପରେ ଆଲୋକପାତ କରିଥିଲେ l ଏହି କାର୍ଯ୍ୟକ୍ରମରେ ବିଜୁ ଜନତା ଦଳର ବରିଷ୍ଠ ସଦସ୍ୟ ଭାବରେ ରାମଚନ୍ଦ୍ର ମେହେର, ଜୟନ୍ତ ବେହେରା, ଗୋପାଲ ଭୋଇ, ହିମାଂଶୁ ବାଗ, ଦେବେନ୍ଦ୍ର ମେହେର, ଯେଠୁ ସାହୁ, ଗୋପାଲ ସାହୁ, କୈଳାଶ ବିଶ୍ୱାଳ, ପ୍ରମୁଖ ଯୋଗ ଦେଇଥିବା ବେଳେ ନିତ୍ୟାନନ୍ଦ ସାହୁ, ସଂଯୋଗ ସାହୁ, ବୁଦ୍ଧଦେବ ସାହୁ, ପୁର୍ଣଚନ୍ଦ୍ର ସାହୁ,ରାଜ ବାରିକ କାର୍ଯ୍ୟକ୍ରମରେ ସହଯୋଗ କରିବା ସହ ଅନ୍ୟାନ୍ୟ ବିଜୁ ଜନତା ଦଳର କର୍ମକର୍ତ୍ତା ମାନେ ଉପସ୍ଥିତି ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026

You Might Also Like