-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||     

HOME   ଜିଲ୍ଲା

କର୍ଲାମୁଣ୍ଡା କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ଭବାନୀପାଟଣା କୁ ପରାସ୍ତ କରି ପାଟଣାଗଡ଼ ବିଜୟୀ

29-Oct-2022



କର୍ଲାମୁଣ୍ଡା:(ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ସ୍ଥାନୀୟ ଚିନାଭାଡି ପଡିଆ ଠାରେ ଲଷ୍ମୀନାରାୟଣ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ କର୍ଲାମୁଣ୍ଡା କପ ଫୁଟବଲ ଟୁର୍ଣ୍ଣାମେଣ୍ଟର ଶନିବାର ଚତୁର୍ଥ ଦିବସମ୍ୟାଚ  ।ଚତୁର୍ଥ ଦିନ ମ୍ୟାଚ ରେ   ଭବାନୀପାଟଣା ଓ ପାଟଣାଗଡ ମଧ୍ୟରେ ଅନୁଷ୍ଠିତ ହୋଇଥିଲା  l ପାଟଣାଗଡ ଦଳ ନିର୍ଦ୍ଧାରିତ ସମୟ ମଧ୍ୟରେ ୧/୦ ଗୋଲଦେଇ  ବିଜୟୀ  ହୋଇଥିଲେ।ମ୍ୟାଚକୁ  ଲଳିତ ସାହୁ, ଲଳିତ ଦାସ ବିନୋଦ ହେର୍ନା ପରିଚାଳନା କରିଥିଲେ  l ଏହି ଅବସରରେ ମୁଖ୍ୟ ଅତିଥି ଭାବେ କର୍ଲାମୁଣ୍ଡା ବ୍ଲକ ଜିଲ୍ଲାପରିଷଦ (କ)ମହେନ୍ଦ୍ରରଣା,
ସ୍ୱତନ୍ତ୍ର ଅତିଥି ମରାମପୁର ଥାନାଧିକାରୀ ସଚିନ୍ଦ୍ର ପଧାନ, କର୍ଲାମୁଣ୍ଡା ଅଗ୍ନିଶମ ବିଭଗ ଭାରପ୍ରାପ୍ତ ଅଧିକାରୀ ଜଗଦୀଶ ମେହେର,ଆୟୋଜକ ଅନୁଷ୍ଠାନ ର ସଭାପତି ନନ୍ଦି କିଶୋର ଭୋଇ,ସମ୍ପାଦକ ଡୋଲାମଣୀ ଭୋଇ ପ୍ରମୁଖ ଉପସ୍ଥିତ ରହି ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ l

ତେବେ ରବିବାର ଦିନ ମ୍ୟାଚ କର୍ଲାମୁଣ୍ଡା ଏବଂ ଜାମଖୁଣ୍ଟା  ମଧ୍ୟରେ ଅନୁଷ୍ଠିତ ହେବାକୁ ଥିବା ସୂଚନା ମିଳିଛି lଅନ୍ୟ ମାନଙ୍କ ମଧ୍ୟରେ  ଟୁର୍ଣ୍ଣାମେଣ୍ଟ ର ମ୍ୟାନେଜର ଦୁର୍ଲ୍ଲଭ ମେହେର, ଉପ ସଭାପତି ମୁକେଶ ସାହୁ, ଓ ନୀଳ ମାଧବ ଭୋଇ,ବିରେନ୍ଦ୍ର ସାହୁ,ବିରୁ ସାହୁ,ନମିତ ସୁନା,ମଣୀ ମେହେର,ସୌମ୍ୟ ବ୍ରତ ବଗର୍ତ୍ତି,ସିତୁ ସାହୁ, ଜିତ ସାହୁ,ରାଜା ସାହୁ, ଅଜିତ ସାହୁ, ଟୁନା ସାହୁ ସହଯୋଗ କରିଥିବା ବେଳେ ଅଭିମନ୍ୟୁ ନନ୍ଦ  ଓ ଭାରତ ଷଡଙ୍ଗୀ ଧାରାବିବରଣୀ ପ୍ରଦାନ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026

You Might Also Like