-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||     

HOME   ଜିଲ୍ଲା

ଜୟୀ ରାଜଗୁରୁଙ୍କ ଜନ୍ମଦିବସରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

29-Oct-2022



ଭୁବନେଶ୍ୱର : ପାଇକ ବିଦ୍ରୋହର ମହାନ୍ ବୀରତ୍ବ, ଦେଶପ୍ରେମ ଓ ସାହସରପ୍ରତୀକ ତଥା ମୁଖ୍ୟ କଣ୍ଠଧାର ଜୟୀ ରାଜଗୁରୁଙ୍କ ଆଜି ହେଉଛି ଜନ୍ମବାର୍ଷିକୀ । ଓଡ଼ିଆ ଅସ୍ମିତା, ବୀରତ୍ଵ,।

ଗାରିମା ଓ ଦେଶପ୍ରେମକୁ ସଦାସର୍ବଦା ସର୍ବାଗ୍ରେ ରଖୂବା ସେହି ମହାନ୍ ସ୍ୱାଧୀନତା ସଂଗ୍ରାମୀ ଜୟକୃଷ୍ଣରାଜଗୁରୁ ମହାପାତ୍ର ୧୭୩୯ ମସିହା ଆଜିର ଦିନରେ ପୁରୀ ଜିଲ୍ଲା ଅନ୍ତର୍ଗତ ବୀରହରେକୃଷ୍ଣପୁର ଗ୍ରାମରେ ଜନ୍ମଗ୍ରହଣ କରିଥିଲେ। ଏହି ଦିବସଟିକୁ ମନେ ପକାଇ ତାଙ୍କ ଜୀବନ କାହାଣୀକୁ ନେଇ
ଚଳଚ୍ଚିତ୍ର ନିର୍ମାଣ ହେଉଥିବା ‘ମହର୍ଷି’ର ଟିମ୍ ଅଭିନେତା ଚନ୍ଦନ କରଙ୍କ ଉପସ୍ଥିତିରେ ଭୁବନେଶ୍ୱରସ୍ଥିତ ଏ.ଜି. ଛକ ଓ ଶହୀଦ ଜୟୀ ରାଜଗୁରୁଙ୍କ ଜନ୍ମ ଗ୍ରାମରେ ପହଞ୍ଚି ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ଶହୀଦ ଜୟୀ ରାଜଗୁରୁ ସ୍ମୃତି ପରିଷଦର ବରିଷ୍ଠ

କାର୍ଯ୍ୟକର୍ତ୍ତା ଜଟ୍ଟାଧାରୀ ମିଶ୍ରଙ୍କ ସହ ଆଲୋଚନା କରିବା ସହ ଜୟୀ ରାଜଗୁରୁଙ୍କ ଜୀବନ କାହାଣୀ ଉପରେ ନୂତନ ତଥ୍ୟ ଜାଣିବାକୁ ପାଇଥିଲେ । ଜୟୀ ରାଜଗୁରୁ ହିଁ ଥିଲେ ସ୍ବାଧୀନତା ସଂଗ୍ରାମର ପ୍ରଥମ ଶହୀଦ। ଜୟୀ ରାଜଗୁରୁଙ୍କ ବଳିଦାନ ପ୍ରତିଟି ଓଡ଼ିଆଙ୍କ ପାଖରେ ପହଞ୍ଚାଇବାର ଲକ୍ଷ୍ୟ ନେଇ ଅଭିନେତା ଚନ୍ଦନ କର ଓଡ଼ିଶାର ବିଭିନ୍ନ ଜାଗାରେ ତାଙ୍କ ଚଳଚ୍ଚିତ୍ର ମାଧ୍ୟମରେ ବାର୍ତ୍ତା ଦେବାପାଇଁ ଯୋଜନା ରଖିଛନ୍ତି l

(ଅମୃତ ନନ୍ଦ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026

You Might Also Like