-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||     

HOME   ଜିଲ୍ଲା

ନାବାଳିକା ଦୁଷ୍କର୍ମ ଏବଂ ହତ୍ୟା ମାମଲା, ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡ ସହ ଦୁଇ ଲକ୍ଷ ଟଙ୍କା ଜୋରିମାନା

30-Oct-2022



କନ୍ଧମାଳ:(ସୁଶିଲ କୁମାର ପାଣିଗ୍ରାହୀ): ଜଣେ ୯ ବର୍ଷ ନାବାଳିକାକୁ ଦୁଷ୍କର୍ମ ଏବଂ ହତ୍ୟା ମାମଲାର ବିଚାର କରି ଫୁଲବାଣୀ ଫାଷ୍ଟ ଟ୍ରାକ ପୋସ୍କୋ କୋର୍ଟର ବିଚାରପତି ଭାସ୍କର ଚନ୍ଦ୍ର ସାହୁ ୨୧ଜଣ ସାକ୍ଷୀ, ଡ଼ାକ୍ତରୀ ରିପୋର୍ଟ ଏବଂ ସାଇଣ୍ଟିଫିକ୍ ରିପୋର୍ଟ ଆଧାରରେ ଅଭିଯୁକ୍ତ ଗଗନ ପ୍ରଧାନକୁ ଦୋଷୀ ସାବ୍ୟସ୍ତ କରି ଆଜୀବନ ସଶ୍ରମ କାରାଦଣ୍ଡ ସହ ଦୁଇ ଲକ୍ଷ ଟଙ୍କା ଜୋରିମାନା ଆଦେଶ ଦେଇଛନ୍ତି। ଜୋରିମାନା ଅନାଦେୟ ଅଭିଯୁକ୍ତକୁ ଆଉ ଅଧିକ ଦୁଇ ବର୍ଷ କାରାଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ସରକାରଙ୍କ ତରଫରୁ ପୋକ୍ସ୍ କୋର୍ଟର ସ୍ବତନ୍ତ୍ର ପବ୍ଲିକ ପ୍ରସ୍କ୍ୟୁଟର ବନମାଳୀ ବେହେରା ମାମଲାକୁ ପରିଚାଳନା କରୁଥିଲେ l ସୂଚନା ଅନୁସାରେ ତୃତୀୟ ଶ୍ରେଣୀ ପଢୁଥିବା ନାବାଳିକାକୁ ଗତ ୨୨.୦୯.୨୦୧୮ରିଖ ଦିନ ୨ଟା ବେଳେ ଏକ ପଡ଼ିଆକୁ ଝାଡ଼ା ଯାଇ ଫେରିବା ବେଳେ ଅଭିଯୁକ୍ତ ନାବାଳିକାର ପାଟିକୁ ଚାପି ଧରି ଅପହରଣ କରି ହାତକଟାଜମି ନିକଟସ୍ଥ ଭାଲିଆତୋଟାକୁ ନେଇ ଜୋର ଜବରଦସ୍ତି ଦୁଷ୍କର୍ମ କରିଥିଲା। ନାବାଳିକା ଯନ୍ତ୍ରଣାରେ ଚିତ୍କାର କରିବାରୁ ତା’ଛାତିକୁ କାମୁଡିବା ସହିତ ବେକକୁ ଚିପି ଧରି ମାରି ଦେଇଥିବା ଅଭିଯୋଗ ହୋଇଥିଲା। ନାବାଳିକା ବହୁ ସମୟ ଧରି ଘରକୁ ନ ଫେରିବାରୁ ପରିବାର ଲୋକ ଏବଂ ଗ୍ରାମର ଲୋକମାନେ ସମ୍ପର୍କୀୟ ମାନଙ୍କୁ ପଚାରି ଖୋଜାଖୋଜି କରି ନ ପାଇବାରୁ ନାବାଳିକାର ପିତା କୋଟଗଡ଼ ଥାନାରେ ଝିଅ ନିଖୋଜ ରିପୋର୍ଟ ଦାଖଲ କରିଥିଲେ। କୋଟଗଡ଼ ଥାନା କେଶ୍ ନମ୍ବର ୪୩/୨୨.୦୯.୨୦୧୮ ରେ ପଞ୍ଜିକରଣ ସହ ଥାନାଧିକାରୀ

ଅନୁସନ୍ଧାନ ଜାରି ରଖିଥିଲେ। ନାବାଳିକାର ପିତା ଓ ଗ୍ରାମବାସୀ ମାନେ ହାତକଟାଜମି ନିକଟସ୍ଥ ଭାଲିଆତୋଟା ରେ ଯାଇ ଖୋଜିବାରୁ ନାବାଳିକାର ମୃତ ଦେହ ଉଲଗ୍ନ ଅବସ୍ଥାରେ ପଡ଼ି ଥିବା ଦେଖିବାକୁ ପାଇଥିଲେ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ। ସାଇଣ୍ଟିଫିକ୍ ଟିମ୍, ମାଜିଷ୍ଟ୍ରେଟ୍, ପୁଲିସ କୁକୁର ସହାୟତାରେ ଥାନାଧିକାରୀ ଅଭିଯୁକ୍ତକୁ ଗିରଫ ପରେ ଅଦାଲତରେ ହାଜର କରାଇଥିଲେ। ତା ୨୯.୧୦.୨୦୨୨ରିଖରେ ବିଚାରପତି ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି। ସରକାରଙ୍କ ନିୟମ ଅନୁସାରେ ମୃତକଙ୍କ ପରିବାରକୁ ପାଞ୍ଚ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026

You Might Also Like