-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||     

HOME   ଜିଲ୍ଲା

ଲୋଇସିଂହା ରେ ବିଜେଡି ପକ୍ଷରୁ ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ

30-Oct-2022



ଲୋଇସିଂହା/ଆଗଲପୁର (ବିନୋଦ କୁମାର ଦୀପ) ବିଜୁ ଜନତା ଦଳର ସଭାପତି ତଥା ଓଡ଼ିଶାର ମାନ୍ୟବର ଜନପ୍ରିୟ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ମାସେ ବ୍ୟାପି ସାରା ରାଜ୍ୟରେ ଚାଲିଥିବା 'ଜନସମ୍ପର୍କ ପଦଯାତ୍ରା' ଅନୁଷ୍ଠିତ ହେଉଛି l ଏହି ପରିପ୍ରେକ୍ଷୀରେ ଗତକାଲି ଆଗଲପୁର ବ୍ଲକ ଅନ୍ତର୍ଗତ ଆଗଲପୁର ପଞ୍ଚାୟତ ର ଇଂସା ଗ୍ରାମ ଓ ଉପରବାହାଲ ପଞ୍ଚାୟତର ବିଭିନ୍ନ ଗ୍ରାମରେ ବିଜୁ ଜନତା ଦଳର ରାଜ୍ୟ ପରିଷଦ ସଭ୍ଯ ତଥା ଲୋଇସିଂହା ନିର୍ବାଚନମଣ୍ଡଳୀ ର ଯୁବନେତା ନିହାର ରଞ୍ଜନ ବେହେରାଙ୍କ ନେତୃତ୍ଵରେ ଓ ବ୍ଲକ ସଭାପତି ପଞ୍ଚୁ ପଧାନଙ୍କ ସଭାପତିତ୍ବ ରେ ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି l ଏଥିରେ ବଲାଙ୍ଗୀର ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ଦୁଇ ନମ୍ବର ଜୋନ ଜିଲ୍ଲାପରିଷଦ ସଭ୍ୟା ବୀଣାପାଣି ଦାସ ,ଉପରବାହାଲ ସରପଞ୍ଚ ମମି ସାହୁ , ଯୁବ ସଭାପତି ନାରାୟଣ ସାହୁ ପ୍ରମୁଖ ସଭ୍ଯ ଅତିଥି ଭାବେ ଯୋଗଦେଇ ରାଜ୍ଯ ସରକାରଙ୍କ ଲୋକାଭିମୁଖୀ

ଯୋଜନା ଉପରେ ଆଲୋକପାତ କରିଥିଲେ l ଏହି କାର୍ଯ୍ୟକ୍ରମରେ ବିଜୁ ଜନତା ଦଳର ବରିଷ୍ଠ ସଦସ୍ୟ ଭାବରେ ରାମଚନ୍ଦ୍ର ମେହେର, ଜୟନ୍ତ ବେହେରା, ଗୋପାଲ ଭୋଇ, ହିମାଂଶୁ ବାଗ, ଦେବେନ୍ଦ୍ର ମେହେର, ଯେଠୁ ସାହୁ, ଗୋପାଲ ସାହୁ, କୈଳାଶ ବିଶ୍ୱାଳ, ପ୍ରମୁଖ ଯୋଗ ଦେଇଥିବା ବେଳେ ନିତ୍ୟାନନ୍ଦ ସାହୁ, ସଂଯୋଗ ସାହୁ, ବୁଦ୍ଧଦେବ ସାହୁ, ପୁର୍ଣଚନ୍ଦ୍ର ସାହୁ,ରାଜ ବାରିକ କାର୍ଯ୍ୟକ୍ରମରେ ସହଯୋଗ କରିବା ସହ ଅନ୍ୟାନ୍ୟ ବିଜୁ ଜନତା ଦଳର କର୍ମକର୍ତ୍ତା ମାନେ ଉପସ୍ଥିତି ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026

You Might Also Like