-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||     

HOME   ଜିଲ୍ଲା

ସ୍ବର୍ଗତ ରାଧାକାନ୍ତ ଭୋଇଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ

30-Oct-2022



ପାଟଣାଗଡ (ପ୍ରେରଣା ଖବର) ରାଧାକାନ୍ତ ଭୋଇ ଚାରେଟେବୁଲ ଟ୍ରଷ୍ଟ,ଦମକିପାଲି ଆନୁକୁଲ୍ୟରେ ସ୍ବର୍ଗତ ରାଧାକାନ୍ତ ଭୋଇଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପାଳନ କରାଯାଇଥିଲା । ପ୍ରଥମେ ଦୀପ ପ୍ରଜ୍ଜ୍ବଳନ ଓ ସ୍ବର୍ଗତ ଭୋଇଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରାଯାଇଥିଲା । ମୋହନ ଭୋଇଙ୍କ ସଭାପତିତ୍ବରେ କାର୍ଯ୍ୟକ୍ରମର ପରିଚାଳନା କରିଥିଲେ  ବିରଞ୍ଚି ନାରାୟଣ ଦାଶ । ମୁଖ୍ୟ ଅତିଥି ଭାବରେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ଓ ମୁଖ୍ୟ ବକ୍ତା ଭାବରେ ପଦ୍ମଶ୍ରୀ ଡଃ ହଳଧର ନାଗ  ଯୋଗ  ଦେଇଥିଲେ । ସୁଭାଷିତ୍ ଶିଶାଙ୍ଗ ଭୋଇ ଅତିଥି ପରିଚୟ କରିଥିବା ବେଳେ ରତିକାନ୍ତ ଭୋଇ ଟ୍ରଷ୍ଟର  ବିବରଣୀ ପାଠ କରିଥିଲେ। ସୁଶ୍ରୀ ସବିତା ଭୋଇ ଗୀତାପାଠ କରିଥିଲେ । ସମାଜସେବୀ ଓ ଆଇନଜୀବୀ ଶଙ୍କର ପ୍ରସାଦ ପ୍ରଧାନ(ରାଣା)ଙ୍କୁ ରାଧାକାନ୍ତ ଭୋଇ ସ୍ମୃତି ସମାଜସେବୀ ସମ୍ମାନ , ସମାଜସେବୀ ଓ ଶ୍ରେଷ୍ଠ ଚାଷୀ   ଶ୍ରୀଯୁକ୍ତ ବାଳକୃଷ୍ଣ ବେହେରାଙ୍କୁ ରାଧାକାନ୍ତ ଭୋଇ ସ୍ମୃତି କୃଷି ସମ୍ମାନଦିଆ ଯାଇଥିଲା ।  ଶ୍ରୀଯୁକ୍ତ ବିଶି ଗ୍ରାମାଞ୍ଚଳରେ ଏପରି କାର୍ଯ୍ୟକ୍ରମ ଦ୍ବାରା ଯୁବଗୋଷ୍ଠୀ ଉତ୍ସାହିତ ହେବେ ଓ ସ୍ବର୍ଗତ ଆତ୍ମା ପ୍ରତି ପ୍ରକୃତ ଶ୍ରଦ୍ଧାଞ୍ଜଳି ବୋଲି କହିଥିଲେ । ମୁଖ୍ୟବକ୍ତା ପଦ୍ମଶ୍ରୀ ଡଃ ହଳଧର ନାଗ ଜୀବନରେ

କଠିନ ପରିସ୍ଥିତି ଦେଇ ମଣିଷ ଆଗକୁ ବଢେ ଓ ଉତ୍ତମ କାର୍ଯ୍ୟ ଦ୍ବାରା ଦେଶ ଜାତିର ହିତ କରିବାକୁ  କୋଶଲୀ କବିତା ମାଧ୍ୟମରେ  ଉତ୍ସାହିତ କରିଥିଲେ । ରଜନୀକାନ୍ତ ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ ।ସୁଶ୍ରୀ ସଞ୍ଜୁକ୍ତା ପରିଚ୍ଛା, ମମତା ପଣ୍ଡା,  ଜତୀନ୍ଦ୍ର ତାଣ୍ଡି, ମନୋଜ ଭୋଇ, ସୌମ୍ୟା, ଶ୍ବେତା,ସୋହମ୍ ଓ ଦମକିପାଲି ଗାଁ କଲ୍ୟାଣ ଯୁବଗୋଷ୍ଠୀ ସହଯୋଗ କରିଥିଲେ  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026
  ଜିଲ୍ଲା  
ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026

You Might Also Like