-+91-9937148622 |

prerana_bgr@rediffmail.com |

  Thursday 30th April 2026 |

| | | |

R.N.I. Regd No. ODIODI/2010/46693

Breaking News

ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   (29-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    (29-Apr-2026)       ||      ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ    (29-Apr-2026)       ||      ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   (29-Apr-2026)       ||      ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ   (29-Apr-2026)       ||      ଭାରତ ବିକାଶ ପରିଷଦ ପକ୍ଷରୁ ନାରାୟଣ କୁଷ୍ଟାଶ୍ରମ ରେ ଛତା ବଣ୍ଟନ   (29-Apr-2026)       ||      ଗୃହ ଗଣନା କାର୍ଯ୍ୟ ସଫଳତା ପାଇଁ କ୍ଷେତ୍ର ନିରୀକ୍ଷଣ କଲେ ଅତିରିକ୍ତ ଜିଲ୍ଲାପାଳ*-   (29-Apr-2026)       ||      ସମ୍ବଲପୁର ରେଳ ମଣ୍ଡଳରେ ଶାନ୍ତିପୂର୍ଣ୍ଣ ଧାରଣା:  ଦାବି ପୁରଣ ନ ହେଲେ ଏକମାସ ପରେ ରେଳରୋକୋ    (29-Apr-2026)       ||      *ରୁଦ୍ରନାଥ ମନ୍ଦିର ପାଇଁ ଦେବୋତ୍ତର ବିଭାଗ କୁ ଜମି ଦାନ କଲେ ହୃଦାନନ୍ଦ ମେହେର*- *କୃତଜ୍ଞତା ଦେଲେ ଜିଲ୍ଲା ପ୍ରଶାସନ ଓ ସହର ବାସୀ*-   (29-Apr-2026)       ||      ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ   (29-Apr-2026)       ||      ପୂର୍ବତନ ଜୁନିଅର ଇଞ୍ଜିନିୟର ଭିଜିଲାନ୍ସ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ   (29-Apr-2026)       ||      ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାରରେ ପଟ୍ଟଚିତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ   (29-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବଲାଙ୍ଗୀର ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘ ପକ୍ଷରୁ ଦାବିପତ୍ର   (29-Apr-2026)       ||      ନାରୀଶକ୍ତି ବନ୍ଦନ ଅଧିନିୟମ ଶୀର୍ଷକ ଆଲୋଚନାଚକ୍ର   (29-Apr-2026)       ||      *ଡାବୁଗାଁ ଥାନା ହାଜତରେ ଜଣେ ଯୁବକଙ୍କ ମୃତ୍ୟୁ........ହତ୍ୟା ଅଭିଯୋଗ ଆଣିଲେ ପରିବାର ବର୍ଗ*   (29-Apr-2026)       ||      *ସୋନପୁର ମହାରାଜା ବିରମିତ୍ରୋଦୟ ସିଂହ ଦେଓ ଙ୍କ ୮୯ ତମ ଶ୍ରାଦ୍ଧ ଦିବସ ପାଳିତ*   (29-Apr-2026)       ||      ଆସନ୍ତା ପଞ୍ଚାୟତ ନିର୍ବାଚନରେ କୌଣସି ମେଣ୍ଟ ହେବନି କହିଲେ ପିସିସି ସଭାପତି ଭକ୍ତ ଦାସ   (29-Apr-2026)       ||      ବିଜେପି ରାଜ୍ୟ ସଭାପତିଙ୍କ ବଡ଼ ବୟାନ ♦️ ରାଜ୍ୟରେ ଖୁବଶୀଘ୍ର ନିଗମ ଓ ବୋର୍ଡର ହେବ ନିଯୁକ୍ତି   (29-Apr-2026)       ||      ବ୍ୟାଙ୍କରୁ ଟଙ୍କା ଉଠାଇବା ପାଇଁ ଭଉଣୀର ଶବ ଖୋଳି ଆଣିବା ପ୍ରସଙ୍ଗ♦️ ଜାତୀୟ ମାନବାଧିକାର କମିଶନ ପକ୍ଷରୁ ମାମଲା ରୁଜୁ   (29-Apr-2026)       ||      ହିଆଁଲ କ୍ଳଷ୍ଟରରେ ଘରଘର ବୁଲି ଗୃହକାର୍ଯ୍ୟ ବଣ୍ଟନ    (29-Apr-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଠାରେ ବିଶ୍ବ ମିତବ୍ୟୟିତା ଦିବସ ପାଳିତ

30-Oct-2022



:ସୁବର୍ଣ୍ଣପୁର: ଆର୍ଥିକ ଓ ସାମାଜିକ ନିରାପତ୍ତାକୁ ସୁଦୃଢ କରିବା ସହ ସଂଚୟକୁ ସୁନିଶ୍ଚିତ କରିବା ବାର୍ତ୍ତାରେ ଆଜି ସୁବର୍ଣ୍ଣପୁର ଠାରେ ବିଶ୍ବ ମିତବ୍ୟୟିତା ଦିବସ ପାଳିତ ହୋଇଯାଇଛି । ଭବିଷ୍ୟତକୁ ନଜରରେ ରଖି କଷ୍ଟୋପାର୍ଜିତ ଅର୍ଥର ସଂଚୟ ଆତ୍ମନିର୍ଭର ହେବାକୁ ପ୍ରବର୍ତ୍ତେଇ ଥାଏ ବୋଲି ଜିଲ୍ଲାପାଳ ଅବୋଲି ସୁନିଲ ନରୱଣେ  ଓ ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାଶ ଅତିଥିଭାବେ ଯୋଗଦେଇ ମତବ୍ୟକ୍ତ କରିଛନ୍ତି । ଆଜିର ବ୍ୟୟବହୁଳ ସମୟରେ ମିତବ୍ୟୟିତା ଅପରିହାର୍ୟ୍ଯ ହୋଇ ପଡିଥିବାବେଳେ ପ୍ରଚଳିତ ସ୍ବଳ୍ପ ସଂଚୟ ଯୋଜନାକୁ ନେଇ ଜନ ଜାଗରଣ ଉପରେ ଗୁରୁତ୍ବାରୋପ କରିଥିଲେ । ଭାରପ୍ରାପ୍ତ ଜିଲ୍ଲା ସ୍ୱଳ୍ପ ସଂଚୟ ଅଧିକାରୀ ଅଶ୍ବିନୀ କୁମାର ଭୋଇଙ୍କ ତତ୍ୱାବଧାନରେ ପରିଚାଳିତ  ସଚେତନତା ଶୋଭାଯାତ୍ରା ତଥା ସଂଚୟ ରଥ ପରିକ୍ରମା କାର୍ଯ୍ୟକ୍ରମରେ ମହାରାଜ ହାଇସ୍କୁଲ, ସରକାରୀ ବାଳିକା ହାଇସ୍କୁଲ, ସାହାରା ଟ୍ରଷ୍ଟ ହାଇସ୍କୁଲ ର ଏନ ସି ସି, ସ୍କାଉଟ, ଗାଇଡ଼,ଛାତ୍ରଛାତ୍ରୀଙ୍କ

ଦ୍ବାରା ଦିବସ ଅବସରରେ  ସଚେତନତା ରାଲି ସହର ପରିକ୍ରମା କରିଥିବା ବେଳେ ସଂଚୟ ରଥ ଜିଲ୍ଲାର ବିଭିନ୍ନ ବ୍ଲକ ପରିକ୍ରମା କରି ଦୃଶ୍ୟଶ୍ରାବ୍ୟ ମାଧ୍ୟମରେ ଜଣଜାଗରଣ  ସୃଷ୍ଟି କରିବ l ଅନୁଷ୍ଠିତ ଶୋଭାଯାତ୍ରା ଓ ସଂଚୟ ରଥ କୁ ମାନନୀୟ ଜିଲ୍ଲାପାଳ ଶ୍ରୀମତୀ ନରୱଣେ  ସହର ସ୍ଥିତ ଆମ୍ବେଦକର ଛକ ଠାରେ ସବୁଜ ପତାକା ପ୍ରଦର୍ଶନ ପୂର୍ବକ ଶୁଭାରମ୍ଭ କରିଥିଲେ l ଏହି କାର୍ଯ୍ୟକ୍ରମ ଅବସରରେ ଜିଲ୍ଲାର ପୋଷ୍ଟାଲ ଏଜେଣ୍ଟ, ଶିକ୍ଷକ ଶିକ୍ଷୟତ୍ରୀ, ବୁଦ୍ଧିଜୀବୀ, ଜିଲ୍ଳା ସ୍ତରୀୟ ଗଣମାଧ୍ୟମ ପ୍ରତିନିଧି ବୃନ୍ଦ ଯୋଗଦାନ କରିଥିଲେ l ବିଭଗୀୟ କର୍ମଚାରୀ ଦୁଃଖିଶ୍ୟାମ ସେଠୀ, ସଞ୍ଜୟ ବାରିକ, ପ୍ରମୁଖ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   29-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    29-Apr-2026
  ରାଜ୍ୟ  
ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ   29-Apr-2026
  ରାଜ୍ୟ  
ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   29-Apr-2026
  ଜିଲ୍ଲା  
ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ   29-Apr-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ପକ୍ଷରୁ ନାରାୟଣ କୁଷ୍ଟାଶ୍ରମ ରେ ଛତା ବଣ୍ଟନ   29-Apr-2026
  ଜିଲ୍ଲା  
ଗୃହ ଗଣନା କାର୍ଯ୍ୟ ସଫଳତା ପାଇଁ କ୍ଷେତ୍ର ନିରୀକ୍ଷଣ କଲେ ଅତିରିକ୍ତ ଜିଲ୍ଲାପାଳ*-   29-Apr-2026
  ଜିଲ୍ଲା  
ସମ୍ବଲପୁର ରେଳ ମଣ୍ଡଳରେ ଶାନ୍ତିପୂର୍ଣ୍ଣ ଧାରଣା:  ଦାବି ପୁରଣ ନ ହେଲେ ଏକମାସ ପରେ ରେଳରୋକୋ    29-Apr-2026
  ଜିଲ୍ଲା  
*ରୁଦ୍ରନାଥ ମନ୍ଦିର ପାଇଁ ଦେବୋତ୍ତର ବିଭାଗ କୁ ଜମି ଦାନ କଲେ ହୃଦାନନ୍ଦ ମେହେର*- *କୃତଜ୍ଞତା ଦେଲେ ଜିଲ୍ଲା ପ୍ରଶାସନ ଓ ସହର ବାସୀ*-   29-Apr-2026
  ଦେଶ ବିଦେଶ  
ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ   29-Apr-2026
  ରାଜ୍ୟ  
ପୂର୍ବତନ ଜୁନିଅର ଇଞ୍ଜିନିୟର ଭିଜିଲାନ୍ସ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ   29-Apr-2026
  ଜିଲ୍ଲା  
ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାରରେ ପଟ୍ଟଚିତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ   29-Apr-2026

You Might Also Like