-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ତୈଳିକ ବୈଶ୍ୟ ସମାଜର ଯୁବ ସଂଗଠନ ଗଠନ

30-Oct-2022



ବଲାଙ୍ଗୀର(ଅନ୍ତର୍ଯ୍ୟାମୀ ସାହୁ) ସ୍ଥାନୀୟ ଶାନ୍ତିପଡା ରଂଜିତ କଲୋନୀ ଠାରେ ଜିଲ୍ଲା ତୈଳିକ ବୈଶ୍ୟ ସମାଜ ବଲାଙ୍ଗିର ଅନୁକୁଲ୍ୟରେ ସମାଜର ଯୁବବର୍ଗ କୁ ନେଇ ଏକ କମିଟି ଗଠନ କରାଯାଇଛି । ଏହି ଅବସରରେ ଅନୁଷ୍ଠିତ ସଭାରେ ସଭାପତିତ୍ୱ କରି ଜିଲ୍ଲା ସଭାପତି ଉମାକାନ୍ତ ସାହୁ ଯୁବ ବର୍ଗଙ୍କୁ ଆହ୍ୱାନ ଜଣାଇଥିଲେ । ଜିଲ୍ଲା ସାଂଗଠନିକ ସଂପାଦକ ବିକାଶ ରଞ୍ଜନ ସାହୁ ସଭା ପରିଚାଳନା ଓ ସଭାର ଉଦ୍ଦେଶ୍ୟ ଜ୍ଞାନ କରିଥିଲେ । ଜିଲ୍ଲା ସଂପାଦକ ପ୍ରଦୀପ କୁମାର ସାହୁ ଉପସ୍ଥିତ ରହି ସମାଜର ଉନ୍ନତି ପାଇଁ ଯୁବ ଗୋଷ୍ଠୀଙ୍କର ଭୂମିକା  ରହିଛି ବୋଲି ଅବଗତ କରିଥିଲେ । ନଗର ସଭାପତି ରେବତୀକାନ୍ତ ସାହୁ ସଂଗଠନକୁ ସୁଦୃଢ କରିବା ପାଇଁ ବିଭିନ୍ନ ପ୍ରସ୍ତାବ ଆଗତ କରିଥିଲେ । ଅନୁଷ୍ଠିତ ସଭାରେ ପ୍ରଥମେ ଜିଲ୍ଲା କୋଷାଧ୍ୟକ୍ଷ ମହେନ୍ଦ୍ର ସାହୁ ପୂଜାର୍ଚ୍ଚନା କରିଥିଲେ । ଏଥିରେ ବଲାଙ୍ଗିର ଜିଲ୍ଲାର ବିଭିନ୍ନ ବ୍ଲକରୁ ଶତାଧିକ ଯୁବକ ଉପସ୍ଥିତ ରହି ସକ୍ରୀୟ ଅଂଶଗ୍ରହଣ କରିଥିଲେ । ଏଥିରେ ଉପସ୍ଥିତ ସମସ୍ତ ସଭ୍ୟଙ୍କ ସହମତି କ୍ରମେ ଜିଲ୍ଲା ଯୁବ କମିଟି ଗଠନ କରାଯାଇଥିଲା । ଏଥିରେ ଜିଲ୍ଲା ଯୁବ ସଭାପତି ଭାବରେ ଅନୁପ କୁମାର ସାହୁ, ଉପ-ସଭାପତି ପ୍ରଦୀପ ସାହୁ ଓ ମନୋରଞ୍ଜନ ସାହୁ, ସଂପାଦକ ଭାବେ ଅଙ୍କିତ ସାହୁ, ଯୁଗ୍ମ ସଂପାଦକ ଶ୍ରୀନାଥ ସାହୁ, ବଣ୍ଟି ସାହୁ, ସଂଜୟ ସାହୁ, ସାଂଗଠନିକ ସଂପାଦକ ଇନ୍ଦ୍ରମଣି ସାହୁ, କାର୍ଯ୍ୟକାରିଣୀ ସଦସ୍ୟ ସତ୍ୟନାରାୟଣ ସାହୁ, ଯୋଗେଶ କୁମାର ସାହୁ, ପ୍ରଶାନ୍ତ ସାହୁ, ରୋହିତ କୁମାର ସାହୁ, ରାଜୁ ସାହୁଙ୍କୁ ମନୋନିତ କରାଗଲା ଏବଂ ପ୍ରତ୍ୟେକ ବ୍ଲକ ପାଇଁ ଜଣେ ଲେଖାଏଁ ବ୍ଲକ ଆବାହକ ଭାବେ ଦାୟିତ୍ୱ ଦିଆଗଲା ।  ଏହି ସଭାରେ  ଯୁବ ଗୋଷ୍ଠୀଙ୍କ ଦ୍ୱାରା ଡିସେମ୍ବର ମାସ ସୁଦ୍ଧା ଏକ ରକ୍ତଦାନ ଶିବିର ଆୟୋଜନ, ବିଭିନ୍ନ ସ୍ଥାନରେ ଶୀତବସ୍ତ୍ର ବଣ୍ଟନ, ସହରର ସଫେଇ କାର୍ଯ୍ୟକ୍ରମ ଆଦି ସାମାଜିକ କାର୍ଯ୍ୟ କରିବା ପାଇଁ ସିଦ୍ଧାନ୍ତ ନିଆଗଲା । ଏହି ସଭାରେ ଜିଲ୍ଲା ତଥା ନଗର କମିଟିର ସଭ୍ୟ ପରମାନନ୍ଦ ସାହୁ, ସୁଦାମ ସାହୁ, ପ୍ରମୋଦ ସାହୁ, ଗୌରୀ ସାହୁ, ସ୍ୱିଟୀ ସାହୁ, କୃଷ୍ଣ ବିହାରୀ ସାହୁ, ନବ ସାହୁ, ଶ୍ୟାମ ସାହୁ, ଝରଣା ସାହୁ, ନରସିଂହ ସାହୁ ଅନ୍ୟାନ୍ୟ ସଭ୍ୟ ଉପସ୍ଥିତ ଥିଲେ । ଶେଷରେ ଶପଥ ପାଠ କରାଯାଇ ନବ ମନୋନୀତ ଯୁବ ସଭାପତି ଅନୁପ କୁମାର ସାହୁ ଧନ୍ୟବାଦ  ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026

You Might Also Like