-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟୀର ଏ ଆଇ ଟି ୟୁ ସି ରାଜ୍ୟ ସମ୍ମିଳନୀରେ ଯୋଗଦାନ କରିବାପାଇଁ ପ୍ରସ୍ତୁତି ବୈଠକ

30-Oct-2022



ବଲାଙ୍ଗିର(ପ୍ରେରଣା ଖବର) : ସ୍ଥାନୀୟ ଗାନ୍ଧୀ ପାଠାଗାର ଠାରେ ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟି, ଏ ଆଇ ଟି ୟୁ ସି  ସହ ବନ୍ଧିତ,  ଜିଲ୍ଲା ସଭାପତି ତୀର୍ଥ ପଧାନଙ୍କ ଅଧ୍ୟକ୍ଷତାରେ ଜିଲ୍ଲାର ସମସ୍ତ ବ୍ଲକ ଓ ସହରାଞ୍ଚଳ ସଂଗଠନର ଆଶା କର୍ମୀଙ୍କ ଉପସ୍ଥିତିରେ ଆସନ୍ତା ନଭେମ୍ବର ମାସ ତା ୧୧, ୧୨ ଓ ୧୩ ତିନିଦିନ ବ୍ୟାପି ହେବାକୁ ଥିବା ଏ ଆଇ ଟି ୟୁ ସି  ରାଜ୍ୟ ସମ୍ମିଳନୀ ରାଉରକେଲାଠାରେ ଜିଲ୍ଲାର ସମସ୍ତ ଆଶା କର୍ମୀ ଅଂଶଗ୍ରହଣ କରିବାକୁ ଆହ୍ୱାନ ଦେଇଥିଲେ l ସରକାରଙ୍କ ଶ୍ରମିକ ମlରଣl ନିତି ବିରୁଦ୍ଧରେସ୍ୱରୋତ୍ତଲନକରି ୨୦୧୪ ମସିହାରେ ଅନୁଷ୍ଠିତ ହୋଇଥିବା ଜାତୀୟ ଶ୍ରମ ସମ୍ମିଳନୀ ର

ନିଷ୍ପତି ଅନୁଯାୟୀ ଆଶା କର୍ମୀ ଙ୍କୁ ୱାର୍କର ମାନ୍ୟତା, ମାସକୁ ସର୍ବନିମ୍ନ ୨୬, ୦୦୦ ଟଙ୍କା ମଜୁରୀ ପ୍ରଦାନ ଓ ସାମାଜିକ ସୁରକ୍ଷାରେ ଅନ୍ତର୍ଭୁକ୍ତ କରି କାମରୁ ଅବସରନେଲା ପରେ  ଭତ୍ତା ପ୍ରଦାନ କରିବା ଇତ୍ୟାଦି ଦାବୀ ବିଷୟରେ ଉପସ୍ଥାପନ କରିଥିଲେ l ସମ୍ପାଦିକା ଓମୀ ଗୁପ୍ତା ଜିଲ୍ଲାର ସମସ୍ତ ଆଶା କର୍ମୀଙ୍କୁ ଏ ଆଇ ଟି ୟୁ ସି  ରାଜ୍ୟ ସମ୍ମିଳନୀରେ ଅଂଶ ଗ୍ରହଣ କରିବାକୁ ସଭାରେ ଆହ୍ୱାନ ଦେଇଥିଲେ l ସରସ୍ବତୀ ଶର୍ମା, ଯଶୋବନ୍ତି ବେହେରା, ସାଇବୁ ନନ୍ଦ, ପଞ୍ଚାନନ ସାହୁ, ଦୁର୍ୟୋଧନ ବିଶ୍ୱାଳ, ମମତା ଜେନା, ଉଜୁଲି ମେହେର, ଭାଗ୍ୟବତୀ ଯୁଆଡ଼ି, ମଦନl ନାଏକ, ସଂଯୁକ୍ତା କର , ଲର୍ବ ବାରିକ, ଜୁଲି କେନେଡ଼ି, ମାଧବୀ ବେହେରା, ବନିତା ପୁଟେଲ

ଗୀତାଞ୍ଜଳି ଦାସ, ସଂଗୀତା ତ୍ରିପାଠୀ, ବାସନ୍ତୀ ତାଣ୍ଡି, ହରିପ୍ରିୟା କୁମ୍ଭାର, ତରୁଣୀ ନାଗ, ଲଳିତା ବାଗ, ରାଜେଶ୍ୱରୀ ଦାସ, ସତ୍ୟଭାମା ଲିଟି, ରସନ୍ତି ରଣା ପ୍ରମୁଖ ନିଜ ନିଜର ବକ୍ତବ୍ୟ ଉପସ୍ଥାନ କରି ରାଜ୍ୟ ସମ୍ମିଳନୀରେ ସମସ୍ତେ ଉପସ୍ଥିତ ହେବାକୁ ନିଷ୍ପତି ନେଇଥିଲେ l ଜିଲ୍ଲା ସଂଯୋଜିକା ଶାସ୍ୱତା ଦାସ ସମସ୍ତଙ୍କୁ ଧନ୍ୟବାଦ ଦେଇ ସଭା ସାଙ୍ଗ ଘୋଷଣା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026

You Might Also Like