-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

ରାଜ୍ୟ ସଭା ସାଂସଦ ନିରଞ୍ଜନ ବିଶି ଙ୍କୁ ସ୍ଵାଗତ ଓ ସମ୍ବର୍ଦ୍ଧନା

31-Oct-2022



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ)ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ପାଟଣାଗଡ଼ ଶାଖା ପକ୍ଷରୁ ପାଟଣାଗଡ଼ ବ୍ଲକ ମନେଇପାଦ ହାଇ ସ୍କୁଲ ଖେଳ ପଡ଼ିଆ ଠାରେ ମୁଣ୍ଡମହୁଲ ଓ ଘୁଚେପାଲି ଗ୍ରାମ ପଞ୍ଚାୟତ ର ମିଳିତ ସହଯୋଗରେ ସ୍ୱାଗତ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଗାଁ ରେ ମୁଖ୍ୟ ଅତିଥି ମାନ୍ୟବର ରାଜ୍ୟସଭା ସାଂସଦ ଶ୍ରୀଯୁକ୍ତ ନିରଞ୍ଜନ ବିଶି ମହୋଦୟ ଙ୍କୁ ଖୋଲତାଳ କୀର୍ତ୍ତନ ରେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ ଜନସାଧାରଣ । ପରେ ଶ୍ରୀଯୁକ୍ତ ଘନ

ଭୁଏ ଙ୍କ ସଭାପତିତ୍ୱରେ ଶ୍ରୀ ମନବୋଧ ବରିହାଙ୍କ ମଞ୍ଚ ସଂଯୋଜନା ରେ ଅନୁଷ୍ଠିତ ସ୍ୱାଗତ ସମ୍ବର୍ଦ୍ଧନା ସଭାରେ ମାନ୍ୟବର ସାଂସଦ ଶ୍ରୀ ନିରଞ୍ଜନ ବିଶି ଙ୍କୁ ପୁଷ୍ପମାଲ୍ୟ ଓ ଉପଢ଼ୌକନ ଦେଇ ସ୍ୱାଗତ ସମ୍ବର୍ଦ୍ଧନା କରାଗଲା ।  ଶ୍ରୀ ଯୁକ୍ତ ବିଶି ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଅଞ୍ଚଳ ର ସାମୁହିକ ବିକାଶ ପାଇଁ ସମସ୍ତ ଙ୍କର ସହଯୋଗ କାମନା କରିଥିଲେ । ସାଂସଦ ଙ୍କ ଦ୍ଵାରା ଯଥା ସମ୍ଭବ ସାହାଯ୍ୟ ସହଯୋଗ କରିବା ସହ ଅସୁବିଧା ସମୟରେ ନିଶ୍ଚିତ ଭାବରେ ଠିଆ ହେବି, ହୋଇଛି ଆଗକୁ ମଧ୍ୟ ଠିଆ ହେବି ବୋଲି ସାଂସଦ ମହୋଦୟ ତାଙ୍କ ବକ୍ତବ୍ୟ ମାଧ୍ୟମରେ କହିଥିଲେ । ରାଜ୍ୟ ସରକାରଙ୍କ ବିଭିନ୍ନ ଉନ୍ନୟନ ମୂଳକ ଯୋଜନା ସମ୍ପର୍କରେ ଜନସାଧାରଣ ଙ୍କୁ ଆଲୋକପାତ କରିଥିଲେ ସାଂସଦ ମହୋଦୟ ।ସଭାରେ ସନ୍ତୋସିନୀ ବିଶି,ଧବଳେଶ୍ବର ଭୋଇ,ମନୋଜ ଲୁହା, ଲଳିତ ମଳିକ, ଚୁଡାମଣି ଧରୁଆ,ହୃଷିକେଶ ଭୋଇ,ଲେକ୍ରୁ ଧରୁଆ,ନିତ୍ୟା ଶବର,ଜଳ ଧରୁଆ,ମୁଣ୍ଡମହୁଲ ସରପଞ୍ଚ

ସୁଦର୍ଶନ ମହାନନ୍ଦ,ଘୁଚେପାଲି ସରପଞ୍ଚ ଶିଶୁଦେଵ ପୁଟେଲ,ସନ୍ତୋଷ ପୁଟା ବକ୍ତବ୍ୟ ରଖିଥିଲେ ଅନ୍ୟମାନଙ୍କ ମଧ୍ୟରେ ପାଣ୍ଡଵ ଭୋଇ,କିଶୋର ବରିହା,ଭକ୍ତ ଧରୁଆ,ଶ୍ୟାମ ମାଝୀ, ଶୁସାନ୍ତ ମିର୍ଧା,ରାହସ ଧରୁଆ,କୀର୍ତ୍ତନ ଧରୁଆ ଓ ଅଞ୍ଚଳ ର ବରଣ୍ୟ, ବିଶିଷ୍ଟ ଅତିଥି ସହିତ ଅଞ୍ଚଳ ର ହଜାର ସଂଖ୍ୟାରେ ଜନସାଧାରଣ ଯୋଗଦେଇ ସଭା କୁ ସଫଳ କରିଥିଲେ । ବିରୋଧୀଙ୍କ ଷଡଯନ୍ତ୍ର କୁ ଶକ୍ତ ପ୍ରହାର ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026

You Might Also Like