-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||     

HOME   ଜିଲ୍ଲା

ବିଶ୍ୱ ମିତ ବ୍ୟୟିତା ଦିବସ ପାଳନ ଅବସରରେ ସଚେତନ ସୃଷ୍ଟି କରିବା ନିମନ୍ତେ ସଞ୍ଚୟ ରଥ ପରିକ୍ରମା ର ଶୁଭାରମ୍ଭ କଲେ ନବରଙ୍ଗପୁର ଜିଲ୍ଲାପାଳ

31-Oct-2022



ନବରଙ୍ଗପୁର(ମିହିର ଶଙ୍କର ପାତ୍ର) : ନବରଙ୍ଗପୁର ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପରିସରରେ ବିଶ୍ୱ ମିତ ଵ୍ୟୟୀତା ଦିବସ ପାଳନ ଅବସରରେ ମିତ୍ୟ ଵ୍ୟୟୀ ହୋଇ ସଞ୍ଚୟ କରନ୍ତୁ, ଅଯଥା ଖର୍ଚ୍ଚ ରୁ  ଦୁରେଇ ରୁହନ୍ତୁ,  ସମ୍ପର୍କରେ  ଜିଲ୍ଲାରେ ବ୍ୟାପକ ଜନ ସଚେତନତା ସୃଷ୍ଟି କରିବା ନିମନ୍ତେ ସଞ୍ଚୟ ରଥ ପରିକ୍ରମା ର ଶୁଭାରମ୍ଭ ନବରଙ୍ଗପୁର ଜିଲ୍ଲାପାଳ ଡଃ କମଳ ଲୋଚନ ମିଶ୍ରଙ୍କ  ଦ୍ଵାରା ହୋଇ ଯାଇଛି। ଏହି ସଚେତନତା ଅଭିଯାନ ରେ ଯେକୌଣସି  ସନ୍ଧିଗ୍ଧ, ଅଣ ବ୍ୟାଙ୍କିଙ୍କ, ବେସରକାରୀ, ଅର୍ଥ ଲଗାଣକାରୀ ସଂସ୍ଥା ଠାରୁ ଦୁରେଇ ରହି ଠକାମି   ପଶ୍ଚାତପ ରୁ ମୁକ୍ତ ରହି ଡାକଘର ଓ ରାଷ୍ଟ୍ରାୟତ ବ୍ୟାଙ୍କ ଭଳି ଭାରତୀୟ ରିଜେର୍ଭେ ବ୍ୟାଙ୍କ ଦ୍ୱାରା ସ୍ୱୀକୃତି ପ୍ରାପ୍ତ ଅନୁଷ୍ଠାନ ରେ ହିଁ ସଞ୍ଚୟ କରନ୍ତୁ ବୋଲି ଜିଲ୍ଲାପାଳ ଡଃ ମିଶ୍ର ପରାମର୍ଶ ଦେଇଥିଲେ। ଏହି ସଞ୍ଚୟ ରଥ ଜିଲ୍ଲାର ସମସ୍ତ ବ୍ଲକ କୁ ପରିକ୍ରମା କରି ବ୍ୟାପକ ସଚେତନତା ସୃଷ୍ଟି କରିବା ପାଇଁ ସ୍ଥିର କରାଯାଇଛି । ଏହି କାର୍ଯ୍ୟକ୍ରମ ରେ ଜିଲ୍ଲାପାଳ ଙ୍କ ସମେତ ଅତିରିକ୍ତ ଜିଲ୍ଲାପାଳ, ଭାସ୍କର ରଇତ, ଡେପୁଟି ଜିଲ୍ଲାପାଳ  ଅନାମିକା ପାଣ୍ଡେ, ଜିଲ୍ଲା ଜରୁରୀ କାଳୀନ ବିଭାଗ ର ଜିଲ୍ଲା ପ୍ରକଳ୍ପ ଅଧିକାରୀ ହିମାଂଶୁ ଶେଖର ପଟ୍ଟନାୟକ,ଜିଲ୍ଲା ମଙ୍ଗଳ ଅଧିକାରୀ ସ୍ମୃତି ରଞ୍ଜନ ସାମନ୍ତରାୟ, ଜିଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟନାୟକ, ଓଡିଶା ରାଜସ୍ଵ ଅମଲା ସଂଘର ରାଜ୍ୟ ସଭାପତି ତ୍ରିପତି ବାଲାଜୀ ସାହୁ,ସେକ୍ସନ ଅଫିସର ଦୁର୍ଗମାଧବ ପଣ୍ଡା,ରାମଚନ୍ଦ୍ର ରଘୁ

ମଣ୍ଡଳ, ଜିଲ୍ଲା ରାଜସ୍ୱ ଅମଲା ସଂଘର ସଭାପତି ଆଶୁତୋଷ ମହାନ୍ତି,ସମ୍ପାଦକ ତ୍ରିଲୋଚନ ନାୟକ, ସଂଗ୍ରାମ ପ୍ରଧାନ,ସୁନୀଲ ଦାସ,ଅଜୟ କୁମାର ସାହୁ, ମୀରା ପଣ୍ଡା,ମଦନ ମୋହନ ଜାନି,ବରିଷ୍ଠ ନାଗରିକ ୟା ପ୍ରଭାକର ପାତ୍ର,ଗଣେଶ୍ଵର ଦାସ,ଆଇନଜୀବୀ ପୂର୍ଣ୍ଣ ଚନ୍ଦ୍ର ମହାପାତ୍ର,କିଶୋର ପଟନାୟକ  ସାମଲ ସିଂ ନରେଶ ରାଓ ଙ୍କ ସହିତ ଦୀନଦୟାଲ ଉପାଧ୍ୟାୟ କନ୍ୟା ଶ୍ରମ ର ଛାତ୍ରୀ  ବୃନ୍ଦ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026

You Might Also Like