-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||     

HOME   ଜିଲ୍ଲା

ବୀରମହାରାଜପୁରରେ ଧନୁଯାତ୍ରା ପାଇଁ କଂସ ବରଣ ସହ ଶୁଭ ସ୍ତମ୍ଭ ସ୍ଥାପନ

31-Oct-2022



ବୀରମହାରାଜପୁର, (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ମାଲେଶ୍ରୀ ମୁକ୍ତ ରଙ୍ଗ ମଞ୍ଚ ରେ ବିରାଟ ଧନୁଯାତ୍ରା ମହୋତ୍ସବ ଅନୁଷ୍ଠିତ ହେବାର ଜଣାଯାଇଛି । ଆଜି ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରି ଶୁଭ ସ୍ତମ୍ଭ ସ୍ଥାପନ କରିବା ସହ କଂସ ବରଣ କାର୍ଯ୍ୟ ସମ୍ପନ୍ନ ହୋଇଯାଇଛି l ଆସନ୍ତା ଡ଼ିସେମ୍ବର ୧ ରୁ ୭ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଧନୁଯାତ୍ରା ମହୋତ୍ସବ ରେ ବରଗଡ ଚିଚିଣ୍ଡା ର ଝସକେତନ ପଧାନ କଂସ ଭୂମିକା ରେ ଅଭିନୟ କରୁଥିବା ବେଳେ, ମିନା ବଜାର ଓ ଅପେରା ହେବାର ସ୍ଥିର ହୋଇଛି l ଏନେଇ ଯାତ୍ରା କମିଟି ସଭାପତି କିଶୋର ହୋତା ସୂଚନା ଦେଇଛନ୍ତି । ଆଜି କଂସ ବରଣ ସମୟରେ ବରିଷ୍ଠ ସାମ୍ବାଦିକ ଶୟମ୍ଭୁ ନାଥ ଖଣ୍ଡଗିରି, ଆଇନଜୀବି ପ୍ରଦୀପ ମିଶ୍ର, ଲୁତୁରପଙ୍କ ସରପଞ୍ଚ ସୂର୍ଯ୍ୟ ନନ୍ଦ, ଚିନ୍ମୟ ସାହୁ, ଆଶ୍ରୟ ମହାନନ୍ଦ, ସୁରୁବାବୁ ପଧାନ, ଶୁଭମ ହୋତା, ଶିତୁ ଥାନାପତି, ମିନା ବଜାର ମେନେଜର ସୁରେନ୍ଦ୍ର ନାଏକ ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026

You Might Also Like