-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

ଫୁଲମୁଠି ଗ୍ରାମର ବିଭିନ୍ନ ସମସ୍ୟା ସମାଧାନ ପାଇଁ ବିଧାୟକଙ୍କ ପ୍ରତିଶ୍ରୁତି

31-Oct-2022



ବିନିକା(ହିମାଂଶୁ ଶେଖର ପୁଟେଲ) ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା ଫୁଲମୁଠି ଗ୍ରାମ ଗସ୍ତରେ ଆସି ଗ୍ରାମର ବିଭିନ୍ନ ସମସ୍ୟା ସମାଧାନ ଦିଗରେ ପ୍ରତିଶ୍ରୁତି ଦେଇଛନ୍ତି ।ପ୍ରାରମ୍ଭରେ ଗାଁ ଉପରପଡ଼ା ମଣ୍ଡପ ଠାରେ ୱାର୍ଡ ସଭ୍ୟ ଆନନ୍ଦ ହୋତାଙ୍କ ନେତୃତ୍ୱରେ ଯୁବ ଗୋଷ୍ଟି ବିଧାୟକ ଶ୍ରୀବେହେରାଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଜଣାଇ ମାହେଶ୍ୱରୀ ମଣ୍ଡପକୁ ପାଛୋଟି ଆଣିଥିଲେ । ଶ୍ରୀବେହେରା ଗ୍ରାମର ଇଷ୍ଟଦେବୀ ମାହେଶ୍ୱରୀଙ୍କୁ ଦର୍ଶନ କରିବା ପରେ ଗ୍ରାମବାସୀଙ୍କ ତରଫରୁ ଆୟୋଜିତ ସଭାରେ ଉପସ୍ଥିତ ରହି ସମସ୍ୟା ଉପରେ ଅବଗତ ହୋଇଥିଲେ ।ଚାଷୀଙ୍କ ପାଇଁ ରହିଥିବା କେନାଲ ପାଣି ସମସ୍ୟା ନେଇ ବିଭାଗୀୟ ଅଧିକାରୀଙ୍କ ସହ ଯୋଗାଯୋଗ କରି ଆସନ୍ତା କାଲି ସନ୍ଧ୍ୟା ସୁଦ୍ଧା ପାଣି ଆସିବ ବୋଲି ଚାଷୀଙ୍କୁ କହିଥିଲେ । ଗ୍ରାମର ଅବହେଳିତ ମୁଖ୍ୟରାସ୍ତା ନବୀକରଣ,ବଡ଼ବନ୍ଧ,ଦେହେରିମୁଣ୍ଡା ପୁନରୁଦ୍ଧାର ପାଇଁ ପ୍ରତିଶ୍ରୁତି ଦେଇଥିଲେ ।ସେହିପରି ମାହେଶ୍ୱରୀ ମନ୍ଦିର ନିର୍ମାଣ କାର୍ଯ୍ୟ ସମ୍ପୂର୍ଣରେ ପ୍ରତିବନ୍ଧକ ସୃଷ୍ଟି କରୁଥିବା ଅନୁଦାନ ମଞ୍ଜୁର ଦିଗରେ ପଦକ୍ଷେପ ନିଆଯିବ ବୋଲି କହିଥିଲେ ।ଏହି ଅବସରରେ ମାହେଶ୍ୱରୀ ମନ୍ଦିର ପରିଚାଳନା କମିଟି ସଭାପତି ଫଗୁ ପାତ୍ର,ଅବସରପ୍ରାପ୍ତ ଶିକ୍ଷକ ପ୍ରସନ୍ନ ରଥ,ଚରଦା ସରପଞ୍ଚ ବୃନ୍ଦାବତୀ ନାୟକ,ବିଜେଡ଼ି ବ୍ଳକ ସଭାପତି ଦ୍ବାରିକାନାଥ ସାହୁ,ଭୀମସେନ ସାହୁ,ବାବୁଲାଲ ପଣ୍ଡା,ନୀଳାମ୍ବର ସାହୁ,ସାମ୍ବାଦିକ ହିମାଂଶୁ ଶେଖର ପୁଟେଲ,ସଚେତନ ନାଗରିକ ମଠ ମିଶ୍ର,ଅମ୍ବରିଶ ନାୟକ,ମହେଶ୍ୱର ପ୍ରଧାନ,ଭୁବନ ମହାକୁର,ୱାର୍ଡ ସଭ୍ୟ ଶଙ୍କର ପଣ୍ଡା ପ୍ରମୁଖ ଗ୍ରାମର ସମସ୍ୟା ନେଇ ବିଧାୟକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026

You Might Also Like