-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ପବ୍ଲିକ ସ୍କୁଲ ପରିସରରେ ରାଷ୍ଟ୍ରୀୟ ଏକତା ଦିବସ ପଳିତ

31-Oct-2022



ବଲାଙ୍ଗିର, ବଲାଙ୍ଗୀର ପବ୍ଲିକ ସ୍କୁଲ ପରିସରରେ ରାଷ୍ଟ୍ରୀୟ ଏକତା ଦିବସ ପଳିତ ହୋଇଯାଇଛି । ଭାରତର ପ୍ରଥମ ଉପପ୍ରଧାନମନ୍ତ୍ରୀ ତଥା ଗୃହମନ୍ତ୍ରୀ ଲୌହମାନବ ସର୍ଦ୍ଦାର ବଲ୍ଲ୍‌ଭଭାଇ ପଟେଲଙ୍କ ଜନ୍ମ ଦିନକୁ ସାରା ଭାରତରେ ରାଷ୍ଟ୍ରୀୟ ଏକତା ଦିବସ ଭାବେ ପାଳନ କରାଯାଇଥାଏ । ଏହି ଦିବସ ପାଳନ ଅବସରରେ  ସ୍କୁଲର ଅଧ୍ୟକ୍ଷା ସରିତା ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ବିଦ୍ୟାଳୟର ଉପାଧ୍ୟକ୍ଷ ସତିଶ ପ୍ରଧାନ, କ୍ରୀଡା ଶିକ୍ଷକ ହରେକୃଷ୍ଣ ନାଏକ ଓ ଶିକ୍ଷକ ସତ୍ୟନାରାୟଣ ଦାଶ ପ୍ରମୁଖ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ । ସଭା ପରେ ଏକ ବିଶାଳ ରେଲି ସହର ପରିକ୍ରମା କରିଥିଲା । ଏଥିରେ ସ୍କୁଲର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ସାମିଲ ହୋଇଥିଲେ । ଆଜିର ସଭା ଓ ରେଲି ସଫଳତାର ସହ ସମାପନ ହୋଇଥିବାରୁ ପରିଚାଳନା ସମିତିିର ସଭାପତି ବୀରେନ୍ଦ୍ର ମିଶ୍ର, ସଂପାଦକ ଗୋପାଳକୃଷ୍ଣ ସିଂଦେଓ, କୋଷାଧ୍ୟକ୍ଷ ଆଲୋକ ରଂଜନ ବେଦବାକ, ସମ୍ମାନିତ ସଦସ୍ୟ ଶିରୀଶ ଚନ୍ଦ୍ର ହୋତା, ସଂଜୀବ ସାହୁ ଓ ବାଦଲ ମହାକୁଡ ସମସ୍ତଙ୍କୁ ଧନ୍ୟବାଦ ଜ୍ଞାପନ କରିଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026

You Might Also Like