-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଦିନ ପାଇଁ ଘୁନସର ଶ୍ରୀ ଅରବିନ୍ଦ ଯୁବକ ସଂଘ ତରଫରୁ ରକ୍ତଦାନ ଶିବିର

31-Oct-2022



ସଇଁନ୍ତଲା(ପ୍ରେରଣା ଖବର) ବଲାଙ୍ଗିର ଦିନ  ପାଇଁ ସଇଁନ୍ତଲା ବ୍ଲକ ଅଧିନସ୍ଥ ଘୁନସର ଗ୍ରାମର ଶ୍ରୀ ଅରବିନ୍ଦ ଯୁବକ ସଂଘ ଓ ନେହେରୁ ୟୁବକ କେନ୍ଦ୍ର ବଲାଙ୍ଗିର ମିଳିତ ଉଦ୍ୟମରେ ସ୍ଥାନୀୟ ସରକାରୀ କେନ୍ଦ୍ର ପ୍ରାଥମିକ ବିଦ୍ୟାଳୟ ଠାରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା।ଶ୍ରୀ ଅରବିନ୍ଦ ଯୁବକ ସଂଘର ସଭାପତି ପ୍ରେମାନନ୍ଦ ବାଗଙ୍କ ସଭାପତିତ୍ବରେ ଅନୁଷ୍ଠିତ

କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସଇଁନ୍ତଲା ବିଡ଼ିଓ ଚନ୍ଦ୍ରମଣି ନାଗ ଯୋଗଦେଇ ଥିବା ବେଳେ ଥାନା ଅଧିକାରୀ ଅଵନୀ ସାହୁ,ଘୁନସର ପଞ୍ଚାୟତ ସରପଞ୍ଚ ପ୍ରତିନିଧି ଚମ୍ପୁ ସେଠ,ଡାକ୍ତର ସୁବନ୍ତ ନାଗ,ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଲିଙ୍ଗରାଜ ନାଏକ,ରକ୍ତଦାତା ତଥା ସମାଜସେବୀ ମିଳନ କୁମାର ବାରିକ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମର ଉଦଘାଟନ କରିଥିଲେ।ରକ୍ତଦାନ ଏକ ମହତ ଦାନ।ରକ୍ତର କୌଣସି ବିକଳ୍ପ ନାହିଁ। ଏହା କାରଖାନାରେ ତିଆରି ହୋଇ ପାରେ ନାହିଁ ବୋଲି ଅତିଥି ମାନେ ମତବ୍ୟକ୍ତ ଦେଇଥିଲେ।ବଲାଙ୍ଗିର ଦିନ ଅବସରରେ ହୋଇଥିବା ଏହି ମହତ କାର୍ଯ୍ୟକ୍ରମକୁ ଅତିଥିଗଣ ପ୍ରଶଂସା କରିଥିଲେ।ପ୍ରଥମେ ଅତିଥି ଗଣ ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟପଣ ତଥା ସ୍ଥିତି ଚାରଣ କରି ଜାତୀୟ ଏକତା ପାଇଁ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମରେ ୫୦ ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା। ପୂର୍ବରୁ ରେଡ଼କ୍ରସ କର୍ମୀ ଓ ଶ୍ରୀ ଅରବିନ୍ଦ ଯୁବକ ସଂଘ ତରଫରୁ ସ୍ୱେଚ୍ଛାକୃତ ରକ୍ତଦାନ ପାଇଁ ସଚେତନତା କାର୍ଯ୍ୟକ୍ରମ ମାଧ୍ୟମରେ ଗ୍ରାମ ପରିକ୍ରମା ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମ କୁ ରାଜ୍ୟ ପୁରସ୍କାର ପ୍ରାପ୍ତ ସମାଜସେବୀ ଶିକ୍ଷକ ରାମ ନାରାୟଣ ଦାଶ ସଂଯୋଜନା କରିଥିବା ବେଳେ ଅରବିନ୍ଦ ଯୁବକ ସଂଘ ର ସମ୍ପାଦକ ମନୋଜ ସାହୁ ସଭା ପରିଚାଳନା କରିଥିଲେ। ରକ୍ତ ସଂଗ୍ରହ କରିବା ପାଇଁ ଟିଟିଲାଗଡ଼ ବ୍ଲଡ଼ ବ୍ୟାଙ୍କ ର କର୍ମଚାରୀ ପ୍ରଶାନ୍ତ ସାହୁ,ଜିତେନ୍ଦ୍ର କୁମାର ପଣ୍ଡା,

ଜୟରାମ ପ୍ରମୁଖ ଆସି ରକ୍ତ ସଂଗ୍ରହ କରିଥିଲେ।ଏହି ରକ୍ତଦାନ ଶିବିର ରେ ଥାନା ଅଧିକାରୀ ଅଵନୀ ସାହୁ ରକ୍ତଦାନ କରିଥିବା ବେଳେ ରକ୍ତଦାତା ଙ୍କୁ ମଧ୍ୟ ଉତ୍ସାହିତ କରିଥିଲେ। ସଂଘର ସହ ସମ୍ପାଦକ ସୁନୀଲ ଗହୀର, କୋଷାଧ୍ୟକ୍ଷ ତୁଳସୀ ଗହୀର, ନାଏବ ସରପଞ୍ଚ ଦେବରାଜ ପଧାନ ସମେତ ସଂଘ ର ସମସ୍ତ ସଦସ୍ୟ ମାନେ ସହଯୋଗ କରିଥିବା ବେଳେ ଶେଷରେ ସଂଘ ର ଉପ ସଭାପତି ରବିଚନ୍ଦ୍ର ନାଏକ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026

You Might Also Like