-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||     

HOME   ଜିଲ୍ଲା

କର୍ଲାମୁଣ୍ଡା କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ଫାଇନାଲରେ ପ୍ରବେଶ କଲା ପଟଣାଗଡ଼ ଦଳ

31-Oct-2022



କର୍ଲାମୁଣ୍ଡା:(ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ସ୍ଥାନୀୟ ଚିନାଭାଡି ପଡିଆ ଠାରେ ଲଷ୍ମୀନାରାୟଣ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ କର୍ଲାମୁଣ୍ଡା କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ଷଷ୍ଠ ଦିବସ ମ୍ୟାଚ  ।ଷଷ୍ଠ ଦିନ ମ୍ୟାଚ ରେ  ପଟଣାଗଡ଼ ଓ ଜାମଖୁଣ୍ଟା ମଧ୍ୟରେ ଅନୁଷ୍ଠିତ ହୋଇଥିଲା  lପଟଣାଗଡ଼ ଦଳ ନିର୍ଦ୍ଧାରିତ ସମୟ ମଧ୍ୟରେ ୩/୧ ଗୋଲଦେଇ  ବିଜୟୀ  ହୋଇଥିଲେ।l ମ୍ୟାଚକୁ  ଲଳିତ ସାହୁ,ରାଜକିଶୋର ରଣା,ଲଳିତ କୁମାର ଗୌଡ଼ ପରିଚାଳନା କରିଥିଲେ  l ଏହି ଅବସରରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ପରିଷଦ ସଦସ୍ୟ ଜାକିର ହୁସେନ,ସ୍ୱତନ୍ତ୍ର ଅତିଥି ଭାବେ ଜିଲ୍ଲା ପରିଷଦ ସଭ୍ୟ ମହେନ୍ଦ୍ର ରଣା, ବ୍ଲକ ଉପାଧ୍ୟକ୍ଷ ସୁରେନ୍ଦ୍ର ଭୋଇ,ସମାଜସେବୀ ଯୁବରାଜ ସାହୁ,ଆୟୋଜକ ଅନୁଷ୍ଠାନ ର ସଭାପତି ନନ୍ଦି କିଶୋର ଭୋଇ,ସମ୍ପାଦକ ଡୋଲାମଣୀ ଭୋଇ ପ୍ରମୁଖ ଉପସ୍ଥିତ ରହି ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ l ତେବେ ମଙ୍ଗଳବାର ଫାଇନାଲ ମ୍ୟାଚ  ଟି ପଟଣାଗଡ଼ ଓ ଚିଚ୍ରଲା ମଧ୍ୟରେ ଅନୁଷ୍ଠିତ ହେବାକୁ ଥିବା ସୂଚନା ମିଳିଛି lଅନ୍ୟ ମାନଙ୍କ ମଧ୍ୟରେ  ଟୁର୍ଣ୍ଣାମେଣ୍ଟ ର ମ୍ୟାନେଜର ଦୁର୍ଲ୍ଲଭ ମେହେର, ଉପ ସଭାପତି ମୁକେଶ କୁମାର ସାହୁ, ଓ ନୀଳ ମାଧବ ଭୋଇ,ବିରେନ୍ଦ୍ର ସାହୁ,ବିରୁ ସାହୁ,ନମିତ ସୁନା,ମଣୀ ମେହେର,ସୌମ୍ୟ ବ୍ରତ ବଗର୍ତ୍ତି,ସିତୁ ସାହୁ, ଜିତ ସାହୁ, ଅଜିତ ସାହୁ, ଟୁନା ସାହୁ ,ବବୁଲୁ ସାହୁ,ଅନୀଲ ସାହୁ,ତପନ ଛତ୍ରୀଆ ସହଯୋଗ କରିଥିବା ବେଳେ ଅଭିମନ୍ୟୁ ନନ୍ଦ,ଭାରତ ଭୂଷଣ ଷଡଙ୍ଗୀ  ଧାରାବିବରଣୀ ପ୍ରଦାନ କରିଥିଲେ  l


News Comment




Photo in News

Advertisment
Lastest News
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026

You Might Also Like