-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||     

HOME   ଜିଲ୍ଲା

କିରଣ ର ଷୋଡଶ ପ୍ରତିଷ୍ଠା ଦିବସ ସମାରୋହ

31-Oct-2022



ବଲାଙ୍ଗୀର, ସ୍ଥାନୀୟ ଶାସ୍ତ୍ରୀନଗର ଠାରେ ସ୍ୱେଚ୍ଛାସେବୀ ସଂଗଠନ କିରଣ ର ଷୋଡଶ ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ନରେନ୍ଦ୍ର ପଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଲିକା ସାହୁ ପୌରାଧ୍ୟକ୍ଷା ବଲାଙ୍ଗିର ମୁଖ୍ୟ ଅତିଥି, ସମ୍ବାଦିକ ଅଖିଳ ଚନ୍ଦ୍ର ହୋତା ମୁଖ୍ୟବକ୍ତା, କାଉନସିଲର ୱାର୍ଡ ନଂ. ୨୧ ଶତୃଘନ ବାଗ ସମ୍ମାନିତ ଅତିଥି ଓ ମୁଖ୍ୟ ଉପଦେଷ୍ଟା ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ ବରେଣ୍ୟ ଅତିଥି ରୂପେ ମଂଚାସୀନ ଥିଲେ । ସମସ୍ତ ଅତିଥି କିରନ ର ନିରଣଚ୍ଛିନ୍ନ ସେବା ଓ ପରୋପକାରକୁ ଭୁୟସି ପ୍ରଶଂସା କରିଥିଲେ । ସଭା ଆରମ୍ଭରେ ଅନୁଷ୍ଠାନର ଆରଧ୍ୟ ଦେବତା ସୂର୍ଯ୍ୟଦେବଙ୍କ ପୂଜା ଓ ଦୀପ ପ୍ରଜ୍ଜଳନ ସହ କସ୍ତୁରୀ ରଥ ସୂର୍ଯ୍ୟ ବନ୍ଦନା ଓ ଅତିଥି ପରିଚୟ ପ୍ରଦାନ କରିଥିଲେ । ନୟନ କୁମାର ସା ସଂପାଦକ କିରନ ବାର୍ଷିକ ବିରଣୀ ଉପସ୍ଥାପନା କରିଥିଲେ । ବିଶିଷ୍ଟ ଶିକ୍ଷାବିଦ୍ ସୁଶ୍ରୀ ମମତା ସ୍ୱାଇଁଙ୍କୁ ଏକ ବର୍ଷର ସେବା ସୁରଭି ସମ୍ମାନରେ ମାନପତ୍ର ଓ ଉତ୍ତରୀୟ ସହ ସମ୍ବର୍ଦ୍ଧିତ କରାଯାଇଥିଲା । କିରଣ ର ପ୍ରତିଷ୍ଠାତା ତଥା ସଂଗଠକ ମଧୁ ସାହୁ ଅନୁଷ୍ଠାନର ଜନ୍ମଜାତକ ସହ ସଭା କାର୍ଯ୍ୟ ପରିଚାଳନା କରିଥିଲେ । ସଭା ଆରମ୍ଭରେ ଆୟୋଜିତ ବିଦ୍ୟାଳୟ ସ୍ତରୀୟ ରେକର୍ଡ ଡ୍ୟାସ୍ ପ୍ରତିଯୋଗିତାରେ ବିଚାରକ ଭାବେ ଦିଲିପ କୁମାର ସିଂହଦେଓ, ନିମାଇଁ ଚରଣ ପାଣିଗ୍ରାହୀ ଓ ବେଣୁଧର ସାହୁ ସହଯୋଗ କରିଥିଲେ । ଆଗରୁ ଅନୁଷ୍ଠିତ କୁଇଜ, ବକ୍ତୃତା ଓ ନୃତ୍ୟ ପ୍ରତିଯୋଗିତାର କୃତି ପ୍ରତିଯୋଗୀମାନଙ୍କୁ ମୁଖ୍ୟ ଅତିଥି ପୁରସ୍କାର ପ୍ରଦାନ କରିଥିଲେ । ଏଭବ୍ୟ ଉତ୍ସବରେ କିରନ ମହିଳା ସ୍ୱୟଂ ସହାୟକ ଗୋଷ୍ଠି ୧୨ ଜଣ ମହିଳାଙ୍କୁ ନେଇ ଅତିଥିମାନଙ୍କ ଦ୍ୱାରା ଶୁଭାରମ୍ଭ କରାଯାଇଥିଲା । ପଡାର ଶାସ୍ତ୍ରୀ ପ୍ରୋଜେକ୍ଟ ପ୍ରାଇମେରୀ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସନ୍ତୋଷିନୀ ମହାପାତ୍ରଙ୍କୁ ଅବସରକାଳିନ ବିଦାୟୀ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । ସଭା ଶେଷରେ ବରିଷ୍ଠ ସଭ୍ୟ କବି ରତ୍ନମୟ ତ୍ରିପାଠି ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ଅନୁଷ୍ଠାନର ସମସ୍ତ ସଭ୍ୟ ସଭ୍ୟା ସହଯୋଗ କରିଥିଲେ ।
 


News Comment




Photo in News

Advertisment
Lastest News
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026

You Might Also Like