-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||     

HOME   ଜିଲ୍ଲା

ରାଷ୍ଟ୍ରୀୟ ଏକତା ଦିବସ ଏବଂ ଆଜାଦୀ କା ଅମୃତ ମହୋତ୍ସବ କାର‌୍ୟ୍ୟକ୍ରମ ଅନୁଷ୍ଠିତ 

31-Oct-2022



ଅଖଣ୍ଡ ଭାରତର  ବିନ୍ଧାଣୀ ,ଏକତା,ଦୃଢ଼ତା, ଆତ୍ମ ନିର୍ଭରଶୀଳ ଏବଂ  ଅଦମ୍ୟ ସାହସର  ପ୍ରତିମୂର୍ତ୍ତି ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ବଲାଙ୍ଗିର ଜ଼ିଲ୍ଲା ପୁଇଁତଲା ବ୍ଲକ ଅନ୍ତର୍ଗତ ଛତାପିପଲ ଗ୍ରାମରେ ଭାରତ ସରକାରଙ୍କ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ  ଅନ୍ତର୍ଗତ କେନ୍ଦ୍ରୀୟ ସଂଚାର ବ୍ୟୁରୋ , ଭବାନୀପାଟଣା ଦ୍ୱାରା ରାଷ୍ଟ୍ରୀୟ ଏକତା ଦିବସ ଏବଂ ଆଜାଦୀ କା ଅମୃତ ମହୋତ୍ସବ ଶୀର୍ଷକ ଦୁଇ ଦିନିଆ କାର‌୍ୟ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ହୋଇଥିବା ଏକତା ଦୌଡରେ  ଲୋଇସିଂଘା ବିଧାୟକ ଡ଼. ମୁକେଶ ମହାଲିଙ୍ଗଙ୍କ ସହ   ଶହେରୁ ଊର୍ଧ୍ୱ ଲୋକ ଅଂଶ ଗ୍ରହଣ କରିଥିଲେ । ବିଭାଗ ଦ୍ୱାରା ଆୟୋଜିତ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୀବନୀ, ସଂଘର୍ଷ, ତଥା ଭାରତର ସ୍ଵାଧୀନରେ ଅଂଶ ଗ୍ରହଣ କରିଥିବା ମହାନ ସଂଗ୍ରାମୀଙ୍କ  ଉପରେ  ଆଧାରିତ ଏକ  ଫଟୋ ଚିତ୍ର ପ୍ରଦର୍ଶିନୀ କୁ ମଧ୍ୟ  ବିଧାୟକ ଶ୍ରୀ  ମହାଲିଙ୍ଗ ଉଦ୍ଘାଟନ କରିଥିଲେ।   ପରେ ଏକ ସ୍ୱତନ୍ତ୍ର ଆଲୋଚନା ଚକ୍ରରେ ମୁଖ୍ୟ ଅତିଥି ଭାବେ ଅଂଶ ଗ୍ରହଣ କରି  ବିଧାୟକ ଶ୍ରୀ ମହାଲିଙ୍ଗ ଉପସ୍ଥିତ ଜନତାଙ୍କୁ ଦେଶପ୍ରତି ନିଜର ସର୍ବୋଚ୍ଚ ଅବଦାନ ଦେବାସହ ଏକ ବଳିଷ୍ଠ ରାଷ୍ଟ୍ର ନିର୍ମାଣ କରିବାପାଇଁ ଆହ୍ୱାନ ଦେଇଥିଲେ ।   ଅନ୍ୟତମ ଅତିଥି ଭାବେ ଅଂଶ ଗ୍ରହଣ କରି   ଅବସରପ୍ରାପ୍ତ ପ୍ରାଧ୍ୟାପକ ଡ଼.ଶିବ ପ୍ରସାଦ ନନ୍ଦ, ବଲାଙ୍ଗିର ସ୍ଥିତ ବିନାୟକ ପବ୍ଲିକ ସ୍କୁଲର ଅଧ୍ୟକ୍ଷା ତଥା ପରିଚାଳନା ନିର୍ଦେଶିକା ଶ୍ରୀମତୀ ସରସ୍ଵତୀ  ନନ୍ଦ, ଭାରତୀୟ

ବାୟୁ ସେନାର ଅବସରପ୍ରାପ୍ତ ସର୍ଜଣ୍ଟ ଶ୍ରୀ ବିଭୁତି ଭୂଷଣ ପାଣିଗ୍ରାହୀ, ସ୍ଥାନୀୟ ସରପଞ୍ଚ ଶ୍ରୀମତୀ ଶୈଳେନ୍ଦ୍ରି ପାତ୍ର, ଲୌହ ପୁରୁଷ ସର୍ଦ୍ଦାର ପଟେଲଙ୍କ ଭାରତର ଏକତ୍ରୀକରଣରେ ଉଲ୍ଲେଖନୀୟ ଅବଦାନ, ତାଙ୍କ ଜିବନୀ ତଥା ଭାରତର ସ୍ୱାଧୀନତା ରେ ଅଂଶ ଗ୍ରହଣ କରିଥିବା ସଂଗ୍ରାମୀ ଏବଂ ଅପରିଚିତ ଯୋଦ୍ଧାଙ୍କ ବଳିଷ୍ଠ ଅବଦାନ, ତ୍ୟାଗ ସମ୍ପର୍କରେ ଉପସ୍ଥିତ ଜନତାଙ୍କୁ ଅନୁପ୍ରାଣିତ କରିଥିଲେ । ପରେ ପଂଚାୟତର ବିଭିନ୍ନ ଗ୍ରାମରୁ ଆସିଥିବା ମହିଳାଙ୍କ ମଧ୍ୟରେ ଚୌକି ବସା ଏବଂ ହୁଳୁ ହୁଳି ପ୍ରତିଯୋଗିତା ମଧ୍ୟ ଆୟୋଜନ ହୋଇଥିଲା ।   
କାର‌୍ୟ୍ୟକ୍ରମର ଶେଷ ଭାଗରେ ବିଭାଗର ପଂଜିକୃତ କଳାକାରଙ୍କ ଦ୍ୱାରା ସୂଚନା ଧର୍ମୀ ସାଂସ୍କୃତିକ କାର‌୍ୟ୍ୟକ୍ରମ ପରିବେଷଣ କରାଯାଇଥିଲା ।  ଏହି କାର‌୍ୟ୍ୟକ୍ରମକୁ କେନ୍ଦ୍ରୀୟ ସଂଚାର  ବ୍ୟୁରୋ, ଭବାନୀପାଟଣାର   କ୍ଷେତ୍ର ପ୍ରଚାର ଅଧିକାରୀ ଶ୍ରୀ ବିଷ୍ଣୁ ଚରଣ ସାହୁ ସଫଳ ରୂପେ ପରିଚାଳନା କରିଥିବା ବେଳେ, ସମାଜ ସେବୀ ଶ୍ରୀ ଦେବୀ ମିଶ୍ର, ଶ୍ରୀ ସରୋଜ ମହାକୁଡ଼, ଶ୍ରୀ ଲକ୍ଷ୍ମୀଧର ପାତ୍ର ବିଶେଷ ସହଯୋଗ କରିଥିଲେ । କାର‌୍ୟ୍ୟକ୍ରମରେ ପଂଚାୟତର ବିଭିନ୍ନ ଭାଗରୁ ୧ହଜାରରୁ ଉର୍ଦ୍ଧ୍ବ ଲୋକ ଅଂଶ ଗ୍ରହଣ କରିଥିଲେ। 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026

You Might Also Like