-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||     

HOME   ଅପରାଧ

ମହିଳା ଙ୍କୁ ହତ୍ୟା ଅଭିଯୋଗ, ହତ୍ୟା କାଣ୍ଡ ର କାରଣ ଅସ୍ପଷ୍ଟ

31-Oct-2022



ବଲାଙ୍ଗୀର/ସଇଁତଳା(ସନ୍ତୋଷ କୁମାର ନାଏକ) ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ଥାନା ଅନ୍ତର୍ଗତ ଆମ୍ବପାଲି ଗାଁର ଜଣେ ମହିଳାଙ୍କୁ ନିର୍ମମ ହତ୍ୟା କରାଯାଇଥିବା ବେଳେ ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ମୃତ ମହିଳା ଙ୍କ ମୁଣ୍ଡରେ ଶକ୍ତ ଆଘାତ ଲାଗି ଥିବା ଦେଖା ଯାଉଛି। ଉକ୍ତ ଶକ୍ତ ଆଘାତ ଯୋଗୁଁ ତାଙ୍କ ମୃତ୍ୟୁ ଘଟିବା ଭଳି ଗୁରୁତର ଅଭିଯୋଗ ପାରିବାର ତରଫ ରୁ କରାଯାଇଛି ।

ସୂଚନା ଅନୁଯାୟୀ, ଆମ୍ବପାଲି ଗାଁର ଜାନକୀ ମହାନନ୍ଦ(୪୮) ତାଙ୍କ ବିଲକୁ ଯାଇ ଦୀର୍ଘ ସମୟ ପର୍ଯ୍ୟନ୍ତ ଘରକୁ ଫେରି ନ ଥିଲେ। ଫଳରେ ପରିବାର ଲୋକେ ବ୍ୟସ୍ତ ହୋଇ ଖୋଜିବା ଆରମ୍ଭ କରିଥିଲେ। ପରେ ମହିଳାଙ୍କୁ ଅଚେତ ଅବସ୍ଥାରେ ପାଇ ତାଙ୍କୁ ପରିବାର ଲୋକେ  ସଇଁତଲା ଡାକ୍ତରଖାନାକୁ ନେଇଥିଲେ।
ହେଲେ ସେଠାରେ ଡାକ୍ତର ଉକ୍ତ ମହିଳାଙ୍କୁ ମୃତ ଘୋଷଣା କରିଥିଲେ। ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ତାଙ୍କର ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ତେବେ କେଉଁ କାରଣରୁ କିଏ ଏଭଳି କାଣ୍ଡ ଘଟାଇଛି ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡି ନାହିଁ। ଘଟଣା ସମ୍ପର୍କରେ ପୋଲିସ୍  ଖବର ପାଇବା ପରେ ସଇଁନ୍ତଲା ଡାକ୍ତରଖାନା ରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି। ଏ ନେଇ ସ୍ଥାନୀୟ ଅଞ୍ଚଳ ରେ ଆଲୋଡନ ସୃଷ୍ଟି ହୋଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026

You Might Also Like