-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||     

HOME   ଜିଲ୍ଲା

ନାରାୟଣୀଙ୍କ ପାର୍ଶ୍ବ ବେଢାରେ ଥିବା ନବଦୁର୍ଗା ବିଗ୍ରହ ପ୍ରତିଷ୍ଠା ପାଇଁ ଆଜ୍ଞାମାଳ

01-Nov-2022



ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକା ସହର ଗଡଭିତର ପଡ଼ାରେ ବିରାଜମାନ ଇଷ୍ଟଦେବୀ ମାଁ ନାରାୟଣୀଙ୍କ ମନ୍ଦିର ପାର୍ଶ୍ବ ବେଢାରେ ଥିବା ନବଦୁର୍ଗାଙ୍କ ବିଗ୍ରହ ପ୍ରତିଷ୍ଠା ପାଇଁ ଆଜ୍ଞାମାଳ ଅଣାଯାଇଛି ।ଏହି ପରିପ୍ରେକ୍ଷୀରେ ମାଁ ଙ୍କ ସେବାରେ ନିପୁଣ ଶ୍ରଦ୍ଧାଳୁ ଭକ୍ତ ମାନେ ଜଗତର ନାଥ ଜଗନ୍ନାଥଙ୍କ ମନ୍ଦିରରେ ପ୍ରଭୁଙ୍କ ଦର୍ଶନ କରି ଘଣ୍ଟ,ଶଙ୍ଖ,ହୁଳହୁଳି ଓ ବାଦ୍ୟର ତାଳେ ତାଳେ ମାଁ ଙ୍କ ଜୟଗାନ କରି ଶୋଭାଯାତ୍ରାରେ ମନ୍ଦିରକୁ ଆସିଥିଲେ ।ପୂଜକ ସୁବାସ ଚନ୍ଦ୍ର ବଡ଼ପଣ୍ଡାଙ୍କ ଦ୍ଵାରା ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଇଥିଲା । ଉପସ୍ଥିତ ଭକ୍ତମାନେ ମାଁ ଙ୍କ ଠାରେ ପ୍ରାର୍ଥନା କରି ମନ୍ଦିର ବେଡ଼ା ପାର୍ଶ୍ଵରେ ଥିବା ଶୈଲପୁତ୍ରି, ବ୍ରହ୍ମଚାରିଣୀ,ଚନ୍ଦ୍ରଘଣ୍ଟା,କୁସମୁଣ୍ଡା,ସ୍କନ୍ଦମାତା,କାତ୍ୟାୟନୀ,କାଳରାତ୍ରି,ମହାଗୌରୀ,ସିଦ୍ଧିଦାତ୍ରୀ ଆଦି ନବଦୁର୍ଗା ଏବଂ ମନ୍ଦିର

ସମ୍ଭୂଖରେ ଥିବା ଧଳା ଓ କଳା ଘୋଡ଼ା ପ୍ରତିଷ୍ଠା ପାଇଁ ଆଜ୍ଞାମାଳ ଅଣାହୋଇଥିଲା।ପରେ ମନ୍ଦିର ପରିସରରେ ଅନୁଷ୍ଟିତ ବୈଠକରେ ବିଗ୍ରହ ପ୍ରତିଷ୍ଠା ଉତ୍ସବ ପାଳନ ନେଇ ଆଲୋଚନା ହୋଇଥିଲା ନଭେମ୍ବର ୨୧ତାରିଖରେ ଦେବପିତୃ ନିମନ୍ତ୍ରଣ,ମାଙ୍ଗଳିକ  ଶ୍ରାଦ୍ଧ,୨୫ତାରିଖରେ କଳସ ଶୋଭାଯାତ୍ରା,୨୬ଓ୨୭ରେ ଆଡମ୍ବରପୂର୍ଣ୍ଣ ଭାବେ ନବଦୁର୍ଗା ଙ୍କ ପୂଜାର୍ଚ୍ଚନା,୨୮ରେ ଯଜ୍ଞ କର୍ମ ପୂର୍ଣ୍ଣାହୁତି । ମାଁ ଙ୍କ ଆଜ୍ଞାମାଳ କାର୍ଯ୍ୟକ୍ରମରେ ସହର ସମେତ ଆଖପାଖ ଅଞ୍ଚଳରୁ ବହୁ ଭକ୍ତ ଯୋଗଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026

You Might Also Like