-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||     

HOME   ଜିଲ୍ଲା

ମୁରିବାହାଲ ବ୍ଲକ କାର୍ଯ୍ୟ।ଲୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ

01-Nov-2022



ମୁରିବାହଲ : ଅକ୍ଟୋବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ଅନୁସାରେ ଆଜି ମୁରିବାହାଲ ବ୍ଲକ କାର୍ଯ୍ୟ।ଲୟ ଠାରେ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି  । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ଜିଲ୍ଲାପାଳ ଚଞ୍ଚଳ ରାଣା , ଆରକ୍ଷୀ ଅଧିକ୍ଷକ ନୀତିନ କୁଶଳକର , ଜିଲ୍ଲା ପରିଷଦ ର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ସୁଶାନ୍ତ କୁମାର ସିଂ, ଟିଟିଲାଗଡ ଉପ – ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନ ଙ୍କ ସମେତ ବିଭିନ୍ନ ବିଭାଗର  ଜିଲ୍ଲା ସ୍ତରୀୟ ଅଧିକାରୀ ,ବିଡିଓ ,ତହସିଲଦାର  ଓ ବ୍ଲକ ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ଅଞ୍ଚଳର ମୋଟ ୧୦୪  ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ ମଧ୍ୟରୁ ୯୩  ଗୋଟି ବ୍ୟକ୍ତିଗତ ଅଭିଯୋଗ ମୂଳକ ଦରଖାସ୍ତ ହୋଇଥିବାବେଳେ ଅବଶିଷ୍ଠ ୧୧  ଗୋଟି ଗ୍ରାମ୍ୟ ସମସ୍ୟା ମୂଳକ ସାମୁହିକ ଦରଖାସ୍ତ ଦାଖଲ ହୋଇଥିଲା  । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଜନସାଧାରଣ ଙ୍କ ଏହି ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣୀ କରିଥିଲେ  । ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ୨୧ ଗୋଟି ଅଭିଯୋଗ ଦରଖାସ୍ତ ର ତତକ୍ଷଣାତ ସମାଧାନ କରାଯାଇଥିବା ବେଳେ ଅବଶିଷ୍ଠ ଦରଖାସ୍ତ ଗୁଡିକର ତୁରନ୍ତ ସମାଧାନ ସକାଶେ ସମ୍ପୃକ୍ତ ବିଭାଗ ର ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା  । ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ସାମାଜିକ ସୁରକ୍ଷା

ଯୋଜନା ଜରିଆରେ ୧୮ ଜଣ ନୂତନ  ହିତାଧିକାରୀ ଙ୍କୁ ମଧୁବାବୁ ପେନସନ ଯୋଜନା ମାଧ୍ୟମରେ ବିଧବା ଭତ୍ତା ମଞ୍ଜୁର କରାଯାଇ ମଞ୍ଜୁରୀ ପତ୍ର ପ୍ରଦାନ କରାଯାଇଥିଲା  । ସେହିପରି ଚିକିତ୍ସା ସହାୟତା ବାବଦରେ ମୁରିବାହାଲ ବ୍ଲକ ପତ୍ରାପାଲି ଗ୍ରାମ ର ବିଜଳୀ ବେଶ୍ରା ଙ୍କୁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ୧୦ ହଜାର ଟଙ୍କା ର ସହାୟତା ଚେକ ମାଧ୍ୟମରେ ପ୍ରଦାନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026

You Might Also Like