-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଦିନ ଉତ୍ସବ ପାଇଁ ମଂଚ ପୂଜା ଓ ସାଂସ୍କୃତିକ ଶୋଭାତ୍ରା ରେ ସାମିଲ ହେଲେ ଶତାଧିକ କଳାକାର, ସଂସ୍କୃତିପ୍ରେମୀ

01-Nov-2022



ବଲାଙ୍ଗିର (ପ୍ରେରଣା ଖବର) ବଲାଙ୍ଗୀର ଦିନ ଉତ୍ସବ ପାଇଁ ମଂଚ ପୂଜା ଓ ସାଂସ୍କୃତିକ ଶୋଭାତ୍ରାରେ ସାମିଲ ହେଲେ ଶତାଧିକ କଳାକାର, ସଂସ୍କୃତିପ୍ରେମୀ । ଜୟ ବଲାଙ୍ଗୀର ଧ୍ୱନୀରେ କଂପୁଥିଲା ସହରର ରାଜରାସ୍ତା । ବଲାଙ୍ଗୀର ଦିନ କମିଟି ନେତୃତ୍ୱରେ ଆଜି ସକାଳେ ଅନୁଷ୍ଠିତ ସାଂସ୍କୃତିକ ଶୋଭାଯାତ୍ରାକୁ ବଲାଙ୍ଗୀର ଏମ୍‌ପି ସଙ୍ଗୀତା ସିଂଦେଓ ପତାକା ଦେଖାଇ ଉଦ୍‌ଘାଟନ କରିଥିଲେ । ଘଂଟ, ଶଙ୍ଖ ଓ ଢ଼ୋଳ ମୁହରୀରେ କଂପୁଥିଲା କୋସଳ କଳାମଣ୍ଡଳ ପଡିଆ । କମିଟିର ମୁଖ୍ୟ ସଂଯୋଜକ ଗୋପାଳଜୀ ପାଣିଗ୍ରାହୀଙ୍କ ଆବାହକତ୍ୱରେ ସାଂସ୍କୃତିକ ଶୋଭାଯାତ୍ରା କଳାମଣ୍ଡଳ ପଡିଆରୁ ବାହାରି  ରମାଇ ଟକିଜ୍ ରୋଡ, ସମଲେଶ୍ୱରୀ ମନ୍ଦିର, ପାଟଣେଶ୍ୱରୀ ମନ୍ଦିର, ପୁରୁଣା ବସଷ୍ଟାଣ୍ଡ ଦେଇ ପୁଣି କଳାମଣ୍ଡଳ ପଡିଆରେ ପହଂଚି ଥିଲା । ସମଲେଶ୍ୱରୀ ମନ୍ଦିରରେ ମାଁ ଙ୍କୁ ପୂଜାଅର୍ଚ୍ଚନା ପରେ ଦୀପ ଧରି ବଲାଙ୍ଗୀର ପୌରାଧ୍ୟକ୍ଷା ଲିକା ସାହୁ ସାଂସ୍କୃତିକ ଶୋଭାଯାତ୍ରାରେ ସାମିଲ ହୋଇଥିଲେ । ପାଟଣେଶ୍ୱରୀ ମନ୍ଦିରରେ ମଧ୍ୟ ପୂଜା ଅର୍ଚ୍ଚନା କରାଯିବା ପରେ ମାଁ ଙ୍କ ଦୀପ ଧରି ଜିଲ୍ଲାପରିଷଦ ଅଧ୍ୟକ୍ଷା ଦେବକୀ ସାହୁ ସାଂସ୍କୃତିକ ଶୋଭାଯାତ୍ରାରେ ସହର ପରିକ୍ରମା କରିଥିଲେ । ସାସଂକୃତିକ ଶୋଭାତ୍ରାରେ ବଲାଙ୍ଗୀର ଦିନ ଆୟୋଜକ କମିଟିର ସମସ୍ତ ସଭ୍ୟ ସଭ୍ୟା, କଳାକାର, ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନର କର୍ମକର୍ତ୍ତା, ସଂସ୍କୃତିପ୍ରେମୀ ଯୋଗ ଦେଇଥିଲେ । ସଂଧ୍ୟାରେ କୋଶଳ କଳାମଣ୍ଡଳ ପଡିଆର ନୂଆ ମଂଚରେ ସଭା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହେବ । ଏଥିରେ ବଲାଙ୍ଗୀର ଜିଲ୍ଲାର ଜନସାଧାରଣ ବହୁ ସଂଖ୍ୟାରେ ଯୋଗ ଦେବାକୁ ବଲାଙ୍ଗୀର ଦିନ୍ ଆୟୋଜକ କମିଟି ପକ୍ଷରୁ  ବିନମ୍ର ଅନୁରୋଧ କରାଯାଇଛି ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026

You Might Also Like