-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ବିଶେଷ

୩୧ ଅକ୍ଟୋବରରେ ଦେଖାଯିବ ‘ନୀଳଜହ୍ନ’, ୭୬ ବର୍ଷ ପରେ ବିରଳ ମହାଜାଗତିକ ଦୃଶ୍ୟ

02-Oct-2020



ଗୁରୁବାର ପଶିଲା ଅକ୍ଟୋବର ମାସ। ହେଲେ ମାସର ଶେଷ ଦିନକୁ ଏବେ ଅପେକ୍ଷା କରିରହିଛନ୍ତି ସାରା ବିଶ୍ୱର ମହାକାଶ ବିଜ୍ଞାନୀ। ଯଦି ଆପଣ ମଧ୍ୟ ମହାକାଶ ସମ୍ବଦ୍ଧିୟ ପରିବର୍ତ୍ତନରେ ରୁଚି ରଖୁଥାନ୍ତି ତେବେ ଏହି ଖବର ଆପଣଙ୍କ ଲାଗି ମଧ୍ୟ ଉପାଦେୟ ହୋଇପାରେ। ଅକ୍ଟୋବର ୩୧ ତାରିଖ ଦିନ ମହାକାଶରେ ଅପୂର୍ବ ମହାଜାଗତିକ ଘଟଣା ସଂଘଟିତ ହେବାକୁ ଯାଉଛି। ଏହି ଦିନ ଆକାଶରେ ବ୍ଲୁମୁନ୍‌ ବା ନୀଳଜହ୍ନ ଦେଖାଯିବ। ଏହି ଦିନ ବିଦେଶରେ ହେଲୋୱିନ୍‌ ପାଳିତ ହେଉଥିବା ବେଳେ ଯେଉଁସବୁ ଦେଶରେ ଏହି କାର୍ଯ୍ୟକ୍ରମ ପାଳିତ ହୁଏ ସେସବୁ ଦେଶର ଲୋକେ ବ୍ଲୁମୁନ୍‌କୁ ନେଇ ବେଶ ଆଗ୍ରହୀ ହୋଇ ଉଠିଛନ୍ତି। ଏହି ଦିନ ଉତ୍ତର ଓ ଦକ୍ଷିଣ ଆମେରିକା ସମେତ ଭାରତ, ଏସିୟା ଓ ୟୁରୋପର କେତେକ ଦେଶରେ ବ୍ଲୁ ମୁନ୍‌ ଦେଖାଯିବ। ପ୍ରାୟ ୩୦ ବର୍ଷ ପୂର୍ବେ ଏହି ଭଳି ଏକ ଖଗୋଳିୟ ଘଟଣା ମହକାଶରେ ଦେଖାଯାଇଥିଲା। ହେଲେ ସେତେବେଳେ ବିଶ୍ୱର ଅନେକ ଦେଶରେ ଏହା ଦେଖାଯାଇ ନଥିଲା। ତେବେ ପ୍ରାୟ ୭୬ ବର୍ଷ ପରେ ପ୍ରଥମ ଥର ବିଶ୍ୱର ଏକ ବୃହତ୍ତ ଅଞ୍ଚଳରେ ବ୍ଲୁମୁନ୍‌ ଦେଖାଯିବାକୁ ଥିବା ବେଳେ ଲୋକଙ୍କ ଉତ୍ସାହ ବଢିବାରେ ଲାଗିଛି। ୩୧ ଅକ୍ଟୋବର ୨୦୨୦ ପରେ ୨୦୩୯ ମସିହାରେ ପୁଣି ବ୍ଲୁମୁନ୍‌ ଦେଖାଯିବ। ତେବେ ଆସନ୍ତୁ ଜାଣିବା ନିଳ ଜହ୍ନ କଣ ଓ କାହିଁକି ଏହାକୁ ଏପରି କୁହାଯାଏ । ବ୍ଲୁ ମୁନ୍‌ କହିଲେ ଯଦି ଆପଣ ଭାବିବେ ଜହ୍ନ ସମ୍ପୂର୍ଣ୍ଣ ନିଳ ରଙ୍ଗ ଧାରଣ କରିବ ତେବେ ଏହା ଆପଣଙ୍କର ଭ୍ରାନ୍ତି ହେବ। ଯେଉଁମାସର ୩୦ ଦିନରେ ଦୁଇଟି ପୂର୍ଣ୍ଣିମା ସଂଘଟିତ ହୁଏ ଶେଷ ପୂର୍ଣ୍ଣିମାକୁ ନିଳଜହ୍ନ ବା ବ୍ଲୁମୁନ୍‌ ନାଇଟ୍ କୁହାଯାଏ। ଦ୍ୱିତୀୟ ବିଶ୍ୱଯୁଦ୍ଧ ବେଳେ ସାରା ବିଶ୍ୱ ଏକକାଳୀନ ଦେଖିଥିଲା ବ୍ଲୁମୁନ୍‌ । ଦୀର୍ଘ ୭୬ ବର୍ଷ ପରେ ପୁଣି ସେହିଭଳି ସଂଯୋଗରେ ବ୍ଲୁମୁନ୍‌ ଦେଖାଯାଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like