-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||     

HOME   ଜିଲ୍ଲା

ଅବସର ନେଲା ପରେ ବି ମାନବିକତା ଦେଖାଇଛନ୍ତି ପୂର୍ବତନ ସୈନିକ ସଂଘ

01-Dec-2020



 ବଲାଙ୍ଗୀର,(ସନ୍ତୋଷ କୁମାର ଠାକୁର)- ଗତ ସେପ୍ଟେମ୍ବର ୨୪ ତାରିଖରେ ସେନାବାହିନୀ ଦିଲ୍ଲୀ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେନାର ଜବାନ ସୁମନ୍ତ ପ୍ରଧାନଙ୍କ ଅକାଳ ବିୟୋଗ ହୋଇଥିଲା । ସେନା ପକ୍ଷରୁ ତାଙ୍କ ମରଶରୀରକୁ ଲୋଇସିଂହା ବ୍ଲକର ତେନ୍ତୁଲି ଗ୍ରାମକୁ ଅଣାଯାଇ ହଜାର ହଜାର ଗ୍ରାମବାସୀଙ୍କ ସମାଗମରେ ଶେଷକୃତ୍ୟ ସମାପନ କରାଯାଇଥିଲା । ସେନା ମୁଖ୍ୟାଳୟ ପକ୍ଷରୁ ଦିଲ୍ଲୀରୁ ରସାନନ୍ଦ ଭୋଇ ନାମକ ଜଣେ ଜବାନ ସ୍ୱର୍ଗତ ସୁମନ୍ତ ପ୍ରଧାନଙ୍କ ପତ୍ନୀଙ୍କ ପେନ୍‌ସନ୍ ସକାଶେ କାଗଜପତ୍ର ନେଇ ପହଞ୍ଚି ଥିଲେ । ସେହି ଜବାନ ବଲାଙ୍ଗୀର ପୂର୍ବତନ ସୈନିକ ସଂଘର ସଂପାଦକ ପ୍ରତାପ ଚନ୍ଦ୍ର ରଥଙ୍କ ସହାୟତାରେ ସମସ୍ତ କାଗଜପତ୍ର ପ୍ରସ୍ତୁତ କରି ସ୍ୱର୍ଗତ ପ୍ରଧାନଙ୍କ ପତ୍ନୀଙ୍କୁ ହସ୍ତାନ୍ତର କରିଥିଲେ । ଆସନ୍ତା ଜାନୁୟାରୀ ମସରୁ ସ୍ୱର୍ଗତ ପ୍ରଧାନଙ୍କ ପତ୍ନୀ ସମସ୍ତ ପ୍ରାପ୍ୟ ପାଇବେ ବୋଲି ସଂଘର ସଂପାଦକ ଶ୍ରୀ ରଥ ତଥା ସଦସ୍ୟ ଘାସିରାମ ବେହେରା ଓ ନରହରି ବେହେରା ସୂଚନା ଦେଇଛନ୍ତି । ସଂଘ ସବୁବେଳେ ସୈନିକ ପରିବାର ସହ ରହିଛି ଓ ରହିଥିବ ବୋଲି ପୂର୍ବତନ ସୈନିକ ସଂଘର ସଂପାଦକ ପ୍ରତାପ ଚନ୍ଦ୍ର ପ୍ରକାଶ କରିଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026

You Might Also Like