-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||     

HOME   ଜିଲ୍ଲା

କର୍ଲାମୁଣ୍ଡା କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ଫାଇନାଲରେ ଚିଚ୍ରଲା ଦଳ ଚମ୍ପିୟାନ

01-Nov-2022



କର୍ଲାମୁଣ୍ଡା(ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ସ୍ଥାନୀୟ ଚିନାଭାଡି ପଡିଆ ଠାରେ ଲଷ୍ମୀନାରାୟଣ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ କର୍ଲାମୁଣ୍ଡା କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ର ମଙ୍ଗଳବାର ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା ।ଫାଇନାଲ ମ୍ୟାଚ ରେ  ପଟଣାଗଡ଼ ଓ ଚିଚରଲା ମଧ୍ୟରେ ଅନୁଷ୍ଠିତ ହୋଇଥିଲା।ତେବେ  ଚିଚରଲା ଦଳ ନିର୍ଦ୍ଧାରିତ ସମୟ ମଧ୍ୟରେ ୨/୧ ଗୋଲଦେଇ  ଚମ୍ପିୟାନ ହୋଇଥିଲେ।l ମ୍ୟାଚକୁ  ଲଳିତ ସାହୁ,ପିଣ୍ଟୁ ଚନ୍ଦନ,ଲଳିତ କୁମାର ଗୌଡ଼ ପରିଚାଳନା କରିଥିଲେ  l ଏଥିରେ ମୁଖ୍ୟ ଅତିଥି ଭାବେ  କୋଶଳ ରାଜ୍ୟ ମୁକ୍ତି ମୋର୍ଚ୍ଚା ସଭାପତି ସାଗର ଚରଣ ଦାଶ,ସ୍ୱତନ୍ତ୍ର ଅତିଥି ଭାବେ କଳାହାଣ୍ଡି ଜିଲ୍ଲା ଓଡିଶା ଆଦର୍ଶ ବିଦ୍ୟାଳୟ ଶିକ୍ଷକ ସଂଘ ସଭାପତି ରିପୁ ଦମନ ସୌରଭ ମିଶ୍ର ,ବ୍ଲକ ଉପାଧ୍ୟକ୍ଷ ସୁରେନ୍ଦ୍ର ଭୋଇ,କର୍ଲାମୁଣ୍ଡା ଫାଣ୍ଡି ଅଧିକାରୀ ବଂଶୀଧର ସାମଲ, ବରିଷ୍ଠ ବିଜେଡି ନେତା ଜାକିର ହୁସେନ,ରିଂଜା ସରପଞ୍ଚ ପଞ୍ଚାନନ ବାଗ,ଆୟୋଜକ ଅନୁଷ୍ଠାନ ର ସଭାପତି ନନ୍ଦି କିଶୋର ଭୋଇ,ସମ୍ପାଦକ ଡୋଲାମଣୀ ଭୋଇ ପ୍ରମୁଖ ଉପସ୍ଥିତ ରହି ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ l

ଏହି ଅବସରରେ ଚିଚରଲା ଦଳ କୁ ଚମ୍ପିୟାନ ଟ୍ରଫି ସହ ନଗଦ ରାଶି ଦଶ ହଜାର ଟଙ୍କା ଓ ପଟଣାଗଡ଼(  ନକଟାସର) ରନର୍ସଅଫ ଟ୍ରଫି ସହ ନଗଦ ରାଶି ସାତ ହଜାର  ଟଙ୍କା ପ୍ରଦାନ କରାଯାଇଥିବା ବେଳେ ମ୍ୟାନ ଅଫ ଦି ମ୍ୟାଚ ଭାବେ ଚିଚରଲା ଦଳର ଏକ୍କା ବେମାଲ ଓ ପ୍ଲେୟାର ଅଫ ଦି ଟୁର୍ଣ୍ଣାମ୍ୟାଣ୍ଟ ଭାବେ ପପୁ ମାଝୀ ଙ୍କୁ ସମ୍ମାନିତ କରାଯାଇଥିଲା।ଠିକ୍ ସେହିପରି ଏହି ଟୁର୍ଣ୍ଣାମ୍ୟାଣ୍ଟ କୁ ଶାନ୍ତି ଶୃଙ୍ଖଳା ସହିତ ପରିଚାଳନା କରିଥିବାରୁ ଖେଳ ଶିକ୍ଷକ ଲଳିତ ସାହୁ,ଲଳିତ କୁମାର ଗୌଡ଼, ପିଣ୍ଟୁ ଚନ୍ଦନ,ରାଜକିଶୋର ରଣା, ବିନୋଦ ହେର୍ନା, ରାଜେଶ କୁମାର ଓ ଭୀଷ୍ମ ବାଗ,ଦୁର୍ବାଦଲ ମେହେର ଙ୍କୁ ସମ୍ମାନିତ କରାଯାଇଥିଲା ଅନ୍ୟ ମାନଙ୍କ ମଧ୍ୟରେ  ଟୁର୍ଣ୍ଣାମେଣ୍ଟ ର ମ୍ୟାନେଜର ଦୁର୍ଲ୍ଲଭ ମେହେର, ଉପ ସଭାପତି ମୁକେଶ କୁମାର ସାହୁ, ଓ ନୀଳ ମାଧବ ଭୋଇ,ବିରେନ୍ଦ୍ର ସାହୁ,ବିରୁ ସାହୁ,ନମିତ ସୁନା,ମଣୀ ମେହେର,ସୌମ୍ୟ ବ୍ରତ ବଗର୍ତ୍ତି,ସିତୁ ସାହୁ, ଜିତ ସାହୁ, ଅଜିତ ସାହୁ, ଟୁନା ସାହୁ ,ବବୁଲୁ ସାହୁ,ଅନୀଲ ସାହୁ,ତପନ ଛତ୍ରୀଆ ସହଯୋଗ କରିଥିବା ବେଳେ ଅଭିମନ୍ୟୁ ନନ୍ଦ,ଭାରତ ଭୂଷଣ ଷଡଙ୍ଗୀ  ଧାରାବିବରଣୀ ପ୍ରଦାନ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026

You Might Also Like