-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||     

HOME   ଜିଲ୍ଲା

ସହର ମଧ୍ୟରେ ପିଡ଼ିଏସ ସାମଗ୍ରୀ କେନ୍ଦ୍ର ଖୋଲିବା ପ୍ରତିବାଦ ରେ ଶତାଧିକ ମହିଳାଙ୍କ ଏନଏସି ଘେରାଉ, ଦାବିପତ୍ର ପ୍ରଦାନ

01-Nov-2022



 ସରକାରି ସୁଲଭ ମୂଲ୍ୟ ଦୋକାନ ସହର ମଧ୍ୟରେ ଖୋଲିବା ନେଇ ଆଜି ଗଞ୍ଜାମ ଜିଲ୍ଲା କୋଦଳା ଏନଏସି ଘେରାଉ କରିଛନ୍ତି ଶତାଧିକ ମହିଳା l ପୂର୍ବରୁ ଏନଏସି ର ଭାଇଗା ସାହି ଠାରେ ପିଡ଼ିଏସ ସାମଗ୍ରୀ ଯୋଗାଣ କେନ୍ଦ୍ର ରହିଥିବା ବେଳେ ଏଠାରେ ଲୋକଙ୍କୁ ରାସନ ସାମଗ୍ରୀ ବଣ୍ଟନ ରେ ଠକେଇ, ଅନିୟମିତତା ଓ ହିତାଧିକାରୀଙ୍କୁ ଦୁବ୍ୟବହାର ଆଦି ଅଭିଯୋଗ

ପରେ ବିଭାଗ ଦ୍ୱାରା ସେହି କେନ୍ଦ୍ରକୁ ବନ୍ଦ କରାଯାଇ ସହର ଠାରୁ 2 କିଲୋମିଟର ଦୁରରେ ଥିବା ଇନାମ ବେଲପଡା ଠାରେ ନୂତନ ଭାବେ ବ୍ୟବସ୍ଥା କରାଯାଇଛି l ତେବେ ସହର ଠାରୁ ବହୁ ଦୁରରେ ଏହି କେନ୍ଦ୍ର ରହିବା କାରଣରୁ ଅଧିକାଂଶ ସମୟ ହିତାଧିକାରୀ ବହୁ ହଇରାଣ ର ସମ୍ମୁଖୀନ ହେଉଥିବା ଯୋଗୁଁ ଏହି କେନ୍ଦ୍ରକୁ ସହର କଲ୍ୟାଣ ମଣ୍ଡପ କିମ୍ବା ଏହାର ପାଖାପାଖି ଅଞ୍ଚଳରେ ସ୍ଥାପନ କଲେ ଏହାର ଫାଇଦା ପାଇବା ଦାବି ନେଇ ଆଜି କୋଦଳ ଏନଏସି ଘେରାଉ କରି ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ l ଆଗାମୀ ଦିନରେ ଦାବି ଯଦି ପୂରଣ ନ ହୁଏ ତାହାଲେ ରାଜରାସ୍ତା ଅବରୋଧ କରିବେ ବୋଲି କହିଛନ୍ତି ମହିଳା ମାନେ
ଏହି ଅବସରେ ଅଞ୍ଚଳରେ ବହୁ ସଂଖ୍ୟାରେ ମହିଳା ଓ ଅନେକ ସ୍ୱୟଂ ସହାୟକ ଗୋଷ୍ଠୀ କର୍ମକର୍ତା ଉପସ୍ଥିତ ରହିଥିଲେ


(ଗଞ୍ଜାମ ରୁ ଭଗବାନ ପାଢ଼ୀ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026

You Might Also Like