-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଠାରେ ଆଲ୍ ଇଣ୍ଡିଆ ଯାଦୁଗର ସଂଘ ପକ୍ଷରୁ ଯାଦୁ ପ୍ରଦର୍ଶନୀ ମହୋତ୍ସବ ପାଳିତ- ଯାଦୁ ଦେଖାଇଲେ ଏ ଡ଼ି ଏମ୍ : ଯାଦୁ ଖେଳକୁ ଉପଭୋଗ କଲେ ମନ୍ତ୍ରୀ ଓ ଏସ୍ ପି

02-Nov-2022



ସୁବର୍ଣ୍ଣପୁର - ସୁବର୍ଣ୍ଣପୁର ସହରର ସଂସ୍କୃତି ଭବନଠାରେ ଆୟୋଜିତ ହୋଇଥିବା ଯାଦୁ ପ୍ରଦର୍ଶନୀ ଓ ପ୍ରଶିକ୍ଷଣ ଶିବିର  ଗତକାଲି ଉଦଯାପିତ ହୋଇଯାଇଛି  । ଉଦଯାପନୀ ସଂଧ୍ୟାରେ ରାଜ୍ୟ ଅର୍ଥମନ୍ତ୍ରୀ ନିରଂଜନ ପୂଜାରୀ ଯୋଗଦେଇ ଯାଦୁଗର ତଥା  ଦର୍ଶକଙ୍କୁ ଉତ୍ସାହିତ କରିଥିଲେ  ।ଜିଲ୍ଲା ଯାଦୁଗର ସଂଘକୁ ଏପରି ସର୍ବଭାରତୀୟ ଆୟୋଜନ ପାଇଁ ପ୍ରଶଂସା କରିବା ସହିତ ଏହାର ଉଜ୍ଜଳ ଭବିଷ୍ୟତ କାମନା କରିଥିଲେ  ।ଅନ୍ୟତମ ଅତିଥି ଭାବେ ଯାଦୁଗର ତଥା ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାଶ, ଏସପି ଅମରେଶ ପଣ୍ଡା, ସମାଜସେବୀ ଶ୍ରୀବତ୍ସ ମଲ୍ଲିକ ଯୋଗଦେଇ ଯାଦୁଗରଙ୍କୁ ଉତ୍ସାହିତ କରିବା ସହିତ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ କୃତୀତ୍ବ ଅର୍ଜନ କରିଥିବା ଯାଦୁଗରଙ୍କୁ ସମ୍ମାନୀତ କରିଥିଲେ  । ଆୟୋଜିତ ଦୁଇ ଦିନିଆଁ ପ୍ରଦର୍ଶନୀ ଓ ପ୍ରଶିକ୍ଷଣ ଶିବିରରେ ପ୍ରାୟ ୬୦ ରୁ ଅଧିକ ଯାଦୁଗର ନିଜକୁ ସାମିଲ କରି ନିଜ ନିଜ ଯାଦୁ ଖେଳ ପ୍ରଦର୍ଶନ କରିବା ସହିତ ପ୍ରଶିକ୍ଷଣ ଶିବିରରେ ଯୋଗ ଦେଇଥିଲେ । ସର୍ବଭାରତୀୟ ସ୍ତରର ଯାଦୁଗରମାନେ ବିଭିନ୍ନ ପ୍ରକାରର ଅଲୌକିକ ଖେଳ ପ୍ରଦର୍ଶନ କରିଥିଲେ  ।ଉଦଯାପନୀ ସଂଧ୍ୟାରେ ଆନ୍ଧ୍ର ପ୍ରଦେଶ ତଥା ଭାରତ ର ବିଭିନ୍ନ ରାଜ୍ୟରୁ  ଆସିଥିବା  ଯାଦୁଗରଙ୍କ ଚମତ୍କାର ଯାଦୁ ପ୍ରଦର୍ଶନରେ ଦର୍ଶକ ଓ ଅତିଥି 

ବିଭୋର ହୋଇ ପଡିଥିଲେ l ସଂସ୍କୃତି ଭବନ ପରିସର ରେ ବିଭିନ୍ନ ପ୍ରକାରର ଇଲୁଜନ, ହାତ ସଫେଇ ଖେଳ ଗୁଡିକ ନୂତନ ଭାବେ ଦେଖିବାକୁ ମିଳିଥିବା ବେଳେ ଆସନ୍ତା, ୧୦ତାରିଖ ଠାରୁ  ସୁବର୍ଣ୍ଣପୁର ଠାରେ ଅଲ୍ ଇଣ୍ଡିଆ ଯାଦୁଗର ସଂଘ ସୁବର୍ଣ୍ଣପୁର ଶାଖା ପକ୍ଷରୁ ପୁଣି ଏକ ସପ୍ତାହ ଧରି ଓ଼ଲ୍ଡ ଟାଉନ ହଲ ଠାରେ ଯାଦୁ ପ୍ରଦର୍ଶନ ଉତ୍ସବ ଆୟୋଜନ କରାଯିବ ବୋଲି  ସଂଘ ସଭାପତି ଯାଦୁନାଥ ମିଶ୍ର ଓ  ସଂଯୋଜକ,  ତଥା ସାମ୍ବାଦିକ ସଞ୍ଜୟ ସାହୁ ଙ୍କ ଠାରୁ ପ୍ରକାଶ l ଯାଦୁଗର କୋଶଳେଶ୍ୱର ଭୋଇ, ଶ୍ରୀକାନ୍ତ ନାଏକ, ସାମ୍ବାଦିକ ପିତାମ୍ବର ମହାପାତ୍ର ପ୍ରମୁଖ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026

You Might Also Like