-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||     

HOME   ଜିଲ୍ଲା

ଗଞ୍ଜେଇ ଜବତ ସହ ବାଇକ ଓ ଜଣେ ଯୁବକ ଗିରଫ

02-Nov-2022



ତୁଷୁରା-(ପଞ୍ଚାନନ ନାଏକ)- ତୁଷୁରା ପୋଲିସ ପକ୍ଷରୁ  ଦୁଇଟି ସ୍ଥାନରେ ଚଢାଉ କରି ପ୍ରାୟ ୮କେଜି ୩ଶହ ଗ୍ରାମ ଗଞ୍ଜେଇ ଜବତ ସହ ଏକ ବକ୍ସର ବାଇକ ନମ୍ବର OD- 03- T- 3773 ଓ ଜଣକୁ ଗିରଫ କରାଯାଇଥିବା ତୁଷୁରା ଥାନାଧିକାରୀ ସଞ୍ଜୀବ ପ୍ରଧାନ ପ୍ରକାଶ କରିଛନ୍ତି। ପ୍ରାପ୍ତ ସୂଚନା ମୁତାବକ ଗୁଡ଼ଭେଲାବ୍ଳକ ଅନ୍ତର୍ଗତ ବିରାମୁଣ୍ଡା ଗ୍ରାମ ପାଖରେ ଛକ ଠାରେ

ବିହାର ରାଜ୍ୟ ଭିତଆ ଥାନା ଅନ୍ତର୍ଗତ ରୂପାହିତାଣ୍ଡା ଗ୍ରାମର ୨୭ବର୍ଷୀୟ ଭାନୁ ଚୌଧୁରୀ ବସକୁ ଅପେକ୍ଷା କରୁଥିବା ବେଳେ ପୋଲିସ ଉକ୍ତ ଯୁବକକୁ ସନ୍ଦେହ କରି ବ୍ୟାଗ ଯାଞ୍ଚ କରିଥିବା ବେଳେ ୩କେଜି ଏକ ଶହ ଗ୍ରାମ ଗେଞ୍ଜଇ ଜବତ କରିଥିଲା। ସେହିପରି ଧାନଘରା-କପସିଲା ରାସ୍ତାରେ ଦୁଇ ଜଣ ଯୁବକ ଏକ ବକ୍ସର ବାଇକରେ ଆସୁଥିବା ବେଳେ ପୋଲିସକୁ ଦେଖି ବାଇକ ଛାଡି ଫେରାଇ ମାରିଥିଲେ।  ଉକ୍ତ ବାଇକରୁ ୫କେଜି ୨ଶହ ଗ୍ରାମ ଗଞ୍ଜେଇ ମିଳିଥିଲା। ତୁଷୁରା ତହସିଲଦାର ରବିନ୍ଦ୍ର କୁମାର ପଟେଲଙ୍କ ଉପସ୍ଥିତରେ ଗଞ୍ଜେଇ ଓଜନ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026

You Might Also Like