-+91-9937148622 |

prerana_bgr@rediffmail.com |

  Saturday 2nd May 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ଦେବାର୍ଷି ନାରଦ ଜୟନ୍ତୀ ପାଳିତ    (02-May-2026)       ||      ଜିଲ୍ଲା କଂଗ୍ରେସ ସଭାନେତ୍ରୀ ଜୟନ୍ତୀ ପଟେଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା    (02-May-2026)       ||      ରୋତ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ସୁରଙ୍ଗୀ 2026 ଅନୁଷ୍ଠିତ   (02-May-2026)       ||      ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   (02-May-2026)       ||      *ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   (02-May-2026)       ||      ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   (02-May-2026)       ||      ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   (02-May-2026)       ||      ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ    (02-May-2026)       ||      *ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   (02-May-2026)       ||      ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   (02-May-2026)       ||      ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର    (02-May-2026)       ||      ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   (02-May-2026)       ||      ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   (01-May-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   (01-May-2026)       ||      କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   (01-May-2026)       ||      ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି    (01-May-2026)       ||      ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ    (01-May-2026)       ||      ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ    (01-May-2026)       ||      ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||      ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||     

HOME   ଜିଲ୍ଲା

ଜ଼ିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ଶାରୀରିକ ଶିକ୍ଷା କ୍ରୀଡା ନିରୀକ୍ଷକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

02-Nov-2022



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) ଆଜି ସୁବର୍ଣ୍ଣପୁର ଜ଼ିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ  ଜ଼ିଲ୍ଲା ଶାରୀରିକ ଶିକ୍ଷା ନିରୀକ୍ଷକ ଶ୍ରୀ ଦୁର୍ୟୋଧନ  ରାଉତ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା l ଜ଼ିଲ୍ଲା ଶିକ୍ଷାଧିକାରୀ ଶ୍ରୀ ଲକ୍ଷ୍ମଣ ଭୋଇ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଏହି ସଭାରେ ଶ୍ରୀ ରାଉତ ଙ୍କୁ ମାନପତ୍ର ଉପଢୌକନ ଫୁଲ ତୋଡ଼ା ପ୍ରଦାନ ପୂର୍ବକ ବିଦାୟ

ସମ୍ବର୍ଦ୍ଧନା ଦିଆଯାଇଥିବl ବେଳେ ଶ୍ରୀ ରାଉତ ଦୀର୍ଘ 11 ବର୍ଷ ଧରି ଜ଼ିଲ୍ଲା ରେ ଖୁବ ନିଷ୍ଠା ଓ ସଫଳତା ର ସହିତ  କାର୍ଯ୍ୟ କରିଥିବାରୁ ଏବଂ  କ୍ରୀଡା କ୍ଷେତ୍ର ରେ ରାଜ୍ୟ ତଥା ଜାତୀୟ ସ୍ତର ରେ ଶହ ଶହ କ୍ରୀଡ଼ାବିତ ଙ୍କୁ ଭାଗ ନେବାରେ ସଫଳ କରାଇବାରେ କଠିନ ପରିଶ୍ରମ ଉଦ୍ୟମ କରି ସଫଳ କରାଇ ଜ଼ିଲ୍ଲା ର ଗୌରବ ବଢ଼ାଇଥିବାରୁ ସଭାର ଅତିଥି ଶ୍ରୀ ଭୋଇ ଓ ସମସ୍ତ ଅଧିକାରୀ କର୍ମଚାରୀ ଶିକ୍ଷକ ଶ୍ରୀ ରାଉତ ଙ୍କୁ ଖୁବ ପ୍ରଶଂସା କରିଥିଲେ l ଏବଂ ଦୀର୍ଘ ଓ ସୁଖ ମୟ ଜୀବନ ଯାପନ

ପାଇଁ ମଙ୍ଗଳ କାମନା କରିଥିଲେ l ଠିକ ସେହିପରି ତରଭା ବ୍ଲକ ଶାରୀରିକ ଶିକ୍ଷା ଶିକ୍ଷକ ସଂଘ ପକ୍ଷରୁ ତରଭା ଠାରେ, ଓଡିଶା ସାମ୍ବାଦିକ ସଂଘ ସୁବର୍ଣ୍ଣପୁର ଶାଖା ପକ୍ଷରୁ ସ୍କୁଲ ଫୁଟବଲ କ୍ରୀଡା ଉତ୍ସବ ରେ ଓ ଇନଫିନିଟି ସ୍ପୋର୍ଟ୍ସ କ୍ଲବ ସୁବର୍ଣ୍ଣପୁର ପକ୍ଷରୁ ସୋନପୁର ଠାରେ ଏକ ସ୍ୱତନ୍ତ୍ର ସଭାରେ ଶ୍ରୀ ରାଉତ ଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇ ଜଣେ ସୁ ସଂଗଠକ, ସଫଳ କ୍ରୀଡାବିତ, କଳାକାର, ନାଟ୍ୟକାର ଭାବେ ଉଚ୍ଚ ପ୍ରଶଂସା କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ଦେବାର୍ଷି ନାରଦ ଜୟନ୍ତୀ ପାଳିତ   02-May-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସଭାନେତ୍ରୀ ଜୟନ୍ତୀ ପଟେଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   02-May-2026
  ଜିଲ୍ଲା  
ରୋତ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ସୁରଙ୍ଗୀ 2026 ଅନୁଷ୍ଠିତ   02-May-2026
  ରାଜ୍ୟ  
ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   02-May-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   02-May-2026
  ରାଜ୍ୟ  
ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   02-May-2026
  ଜିଲ୍ଲା  
ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   02-May-2026
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ   02-May-2026
  ଜିଲ୍ଲା  
*ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   02-May-2026
  ଜିଲ୍ଲା  
ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   02-May-2026
  ଜିଲ୍ଲା  
ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   02-May-2026

You Might Also Like