-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଦିନ୍ ଦିବସରେ ନଟରାଜ କଳା ପରିଷଦର ଓି୍ୱଙ୍ଗ-୬ ର ପୋଷ୍ଟର ଉନ୍ମୋଚନ

02-Nov-2022



ବଲାଙ୍ଗୀର(ପ୍ରେରଣା ଖବର) ନଟରାଜ କଳା ପରିଷଦର ସଭାପତି ହରିନାରାୟଣ ପୂଜାରୀଙ୍କ ନିର୍ଦ୍ଦେଶ କ୍ରମେ ନଭେମ୍ବର ୧ ତାରିଖ ବଲାଙ୍ଗିର ଦିନ୍ ଦିବସରେ କୋସଲ କଳା ମଣ୍ଡଳ ର ପୂରୁଣା ମଂଚ ଠାରେ ୱିଙ୍ଗ-୬ ର  ପୋଷ୍ଟର ଉନ୍ମୋଚନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ନଟରାଜ କଳା ପରିଷଦ ଆଗାମୀ ୧୮,୧୯ ଓ ୨୦ ତାରିଖରେ ତାର ରଜତ ଜୟନ୍ତି ଉତ୍ସବ ପାଳନ କରିବାକୁ ଯାଉଛି । ଏ ଅବସରରେ ଅଧ୍ୟାପକ ପ୍ରଶାନ୍ତ ଖମାରୀଙ୍କ ନିର୍ଦ୍ଦେଶନା ତଥା ମଧୁସୁଦନ ନାୟକଙ୍କ ସହ ନିର୍ଦ୍ଦେଶନାରେ ଆଶାପୁର ନୁ ଆମେରିକା, ଅ-ଆ-ଇ, ଘା, ଯଯାତି, ପୃଥ୍ୱୀରାଜ ଓ ନାବକେଲି ଏପରି ୫ଟି ନାଟକ ଓ ଗୋଟିଏ ନୃତ୍ୟ ନାଟିକା ପ୍ରଦର୍ଶିତ ହେବ । ବଲାଙ୍ଗିର ଦିନ୍ ସମୟକୁ ଶୁଭ ଲଗ୍ନ

ମନେ କରି ନାଟକ ର ପୋଷ୍ଟର ଗୁଡିକୁ  କଳାମଣ୍ଡଳ ପଡିଆର ପୁରୁଣା ମଂଚ ଠାରେ ଏକ କାର୍ଯ୍ୟକ୍ରମ ମାଧ୍ୟମରେ ଉନ୍ମୋଚିତ କରାଯାଇଥିଲା । ବିଶିଷ୍ଟ କଳାକାର ଉଗ୍ରସେନ ଷଡଙ୍ଗି ଏହାକୁ ଉନ୍ମୋଚନ କରିଥିଲେ । ପରେ ପରେ  ପୋଷ୍ଟର ଗୁଡିକୁ କଳାମଣ୍ଡଳ ପଡିଆରେ ପ୍ରଦର୍ଶନ ଉଦ୍ଦେଶ୍ୟରେ ସଜ୍ଜିତ କରାଯାଇଥିଲା । ବଲାଙ୍ଗିର ଦିନ୍ ଉତ୍ସବ କୁ ଆସୁଥିବା ସମସ୍ତ ଦର୍ଶକ ଓ କଳାକାର ଏହାକୁ ଉପଭୋଗ କରିଥିଲେ । ଅନୁଷ୍ଠାନ ର ସଂପାଦକ ପ୍ରହଲ୍ଲାଦ ଦର୍ଜୀ, କାର୍ଯ୍ୟକାରୀ ସଭାପତି ସତ୍ୟବ୍ରତ ଆଚାର୍ଯ୍ୟ ଓ ଆଶିଷ ସମସ୍ତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଇତ୍ୟବସରରେ ନଟରାଜ କଳାପରିଷଦର ମୁଖପତ୍ର ତାଣ୍ଡବର ସଂପାଦକ ଶମ୍ଭୁ ପ୍ରସାଦ ଦାଶ ତାଣ୍ଡବର ପ୍ରକାଶନ କାର୍ଯ୍ୟ ଆଗେଇ ଚାଲିଥିବା କଥା ସୂଚିତ କରାଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like