-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ପ୍ରଶାସନ ପକ୍ଷରୁ ନାମକୁ ମାତ୍ର ପାଳିତ ହେଲା ବିଶ୍ଵ ଏଡସ ଦିବସ

01-Dec-2020



ବଲାଙ୍ଗୀର/ଟିଟିଲାଗଡ଼, (ପ୍ରେରଣା ଖବର): ପ୍ରତିବର୍ଷ ଡିସେମ୍ବର ମାସ ୧ ତାରିଖ କୁ ବିଶ୍ୱ ଏଡ୍ସ ଦିବସ ରୂପେ ପାଳନ କରାଯାଇଥାଏ । ଏ ଦିବସ ଅବସରରେ ପ୍ରତ୍ୟେକ ଆଇସିଟିସି ଅଧିକାରୀ ଙ୍କ ପରିଚାଳନା କ୍ରମେ ବିଭିନ୍ନ ସଚେତନ ମୂଳକ କାର୍ଯ୍ୟକ୍ରମ ସହ ଆକ୍ରାନ୍ତ ଓ ଅନ୍ୟ କର୍ମଚାରୀ ତଥା ସ୍ବେଚ୍ଛାସେବୀଙ୍କୁ ନେଇ ସଭା ଅନୁଷ୍ଠିତ କରାଯିବା ସରକାରୀ ନିୟମ ରହିଥିବା ସତ୍ୱେ ବଲାଙ୍ଗୀର ଜିଲ୍ଲାର ଟିଟିଲାଗଡ ରେ ଏହାର ଖିଲାପ କରାଯିବା ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି । ସୂଚନା ଅନୁଯାୟୀ ଓଡ଼ିଶାର ଗଞ୍ଜାମ ଜିଲ୍ଲା କୁ ଟପି ଏହି କେ ବି କେ ଅଞ୍ଚଳ ର ଦାଦନ ପ୍ରବଣ ବଲାଙ୍ଗୀର ଜିଲ୍ଲା ର ଟିଟିଲାଗଡ ସବ ଡିଭିଜନ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ପ୍ରଶାସନିକ ଦାଇତ୍ୱ ରତ ଅଧିକାରୀ ଙ୍କ ଏପରି ଖାମ ଖିଆଲ ମନୋଭାବ ନେଇ ଜିଲ୍ଲା ଜନସେବା ସଙ୍ଘ ତୀବ୍ର ବିରୋଧ କରିବା ସହ ଲିଖିତ ଅଭିଯୋଗ କରିଛନ୍ତି। ସେହିପରି ଏଠି ଜଣେ ଦାଇତ୍ୱ ରତ ଆଇ ସି ଟି ସି ପରାମର୍ଶ ଦାତା ନିଯୁକ୍ତି ଥାଇ ସୁଦ୍ଧା ଅନୁପସ୍ଥିତ ରହିବା  ଏବଂ ଏଚ ଆଇ ବି ପରୀକ୍ଷା କରୁଥିବା ଏଲ ଟି ବା ରକ୍ତ ପରିକ୍ଷକ ଦାଇତ୍ଵ ରେ ଥିବା ସଂଜୀବ ରଣା ଦୀର୍ଘଦିନ ଧରି ମୃତ୍ୟୁ ବରଣ କରିବା ପରେ ଉକ୍ତ ପଦବୀ ଖାଲି ରହିଛି ।ସେହିପରି ଜିଲ୍ଲାର ସାଇ- ଟି ଆଇ ପ୍ରକଳ୍ପ ଓ ଅନେକ ଏନ ଜି ଓ ସଂସ୍ଥା ନାମକୁ ମାତ୍ର ବଲାଙ୍ଗୀର ଜିଲ୍ଲାରେ କେବଳ କାଗଜ,କଲମ ରେ କାର୍ଯ୍ୟ କରି କୋଟି,କୋଟି ଟଙ୍କାର ହେରଫେର କରୁଥିବା ବାରମ୍ବାର ଅଭିଯୋଗ ହୋଇ ଆସୁଛି । ଏପରି କି ବଲାଙ୍ଗିର ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ତଥା ଜିଲ୍ଲା ନ୍ୟାୟାଧୀଶ ଶ୍ୟାମସୁନ୍ଦର ଦାଶଙ୍କ ନିର୍ଦ୍ଦେଶରେ ପ୍ରାଧିକରଣର ସଚିବ ଦେବାଶିଷ ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏଡିଆର୍‌ ବିଲ୍‌ଡିଂର ସଭାଗୃହ ଠାରେ ବିଶ୍ୱ ଏଡ୍‌ସ୍‌ ଦିବସ ଉପଲକ୍ଷେ ଅନ୍‌ ଲାଇନ୍‌ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ହେଲେ ନାମକୁ ମାତ୍ର ଏହି ସଚେତନ କାର୍ଯ୍ୟକ୍ରମ ମାତ୍ର ନାମକୁ ମାତ୍ର କିଛି ଅଧିକାରୀ ରହି ସାରିଦେଇଛନ୍ତି। ଏହା ସହିତ ସମାଜରେ ଥିବା ପୀଡ଼ିତ ପୀଡ଼ିତାମାନଙ୍କ ପାଇଁ ସରକାରଙ୍କ ବିଭିନ୍ନ ଯୋଜନା ଏବଂ ରୋଗ ନିରାକରଣର ବାର୍ତ୍ତା ପ୍ରଦାନ କେବଳ ଲୋକ ଦେଖାଣିଆ  କରିଦେଇଥିବା ଏ ଆର ଟି କେନ୍ଦ୍ର କର୍ମଚାରୀ ମାନେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏପଟେ ଅନେକ ଆକ୍ରାନ୍ତ ଔଷଧ ସେବନ କରିବାକୁ ନ ପାଇ ଅକାଳ ମୃତ୍ୟୁ ର ଶିକାର ହେଉଥିବା ଅନେକ ଆକ୍ରାନ୍ତ ନିଜେ ଏଚ ଆଇ ବି ଆକ୍ରାନ୍ତ ହୋଇ ବୁଲୁଥିବା ବେଳେ କୌଣସି ପ୍ରକାର ସଚେତନ ମୁଳକ ପଦକ୍ଷେପ ନ ଗ୍ରହଣ କରିବା ନେଇ ବିଭାଗୀୟ ମୁଖ୍ୟ ଶାସନ ସଚିବ ତୁରନ୍ତ ଦୃଷ୍ଟି ଦେବାକୁ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026

You Might Also Like