-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜ଼ିଲ୍ଲା ରେ କାଳିଆ ତୁଳସୀ ରଥ କୁ ଭବ୍ୟ ସମ୍ବର୍ଦ୍ଧନା: ଚାରିଆଡେ ଉତ୍ସାହ ଓ ଆଧ୍ୟାତ୍ମିକ ପରିବେଶ

03-Nov-2022



 ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) ସୁବର୍ଣ୍ଣପୁର ଜିଲ୍ଲାର ପାତାଳୀ ଶ୍ରୀକ୍ଷେତ୍ର କୋଟସମଲେଇ ଠାରୁ ପୁରୀ ଶ୍ରୀକ୍ଷେତ୍ରକୁ ବାହାରିଛି ଆଜି ତୁଳସୀ ରଥ । ପ୍ରଥମେ ଉଲୁଣ୍ଡା, ପରେ ବିନିକା, ଖାରି, ନାରାୟଣ ପୁର, ବିଶିମୁଣ୍ଡା, ସୋନପୁର ସହର ଦେଇ ଏକ ସୁସଜ୍ଜିତ ରଥରେ କାଳିଆ ମହାପ୍ରଭୁଙ୍କ ସୁନାବେଶ ପାଇଁ ତୁଳସୀ ଓ ଫୁଲ ଭକ୍ତ ମାନଙ୍କଠାରୁ ସଂଗ୍ରହ କରି ପୁରୀ

ଅଭିମୁଖେ ବାହାରିଛି । ଏଥିପାଇଁ ଜ଼ିଲ୍ଲା ର ସବୁ ଗାଁ ଓ ସହର  ର ପ୍ରତି ଛକ ଛକ ରେ ପୁରୁଷ ଓ ମହିଳା ଭକ୍ତ ଜଗନ୍ନାଥ ପ୍ରେମୀ ଖୁବ ଉତ୍ସାହ, ଉଦ୍ଦୀପନା, ଭକ୍ତି ଓ ଉତ୍କଣ୍ଠା ର ସହ  ପ୍ରଭୁ ଙ୍କ ରଥ କୁ ସ୍ୱାଗତ ଓ ଦର୍ଶନ ଲାଭ କରିବl ପାଇଁ ବିଭିନ୍ନ ସଂଗଠନ ର ଶହ ଶହ ସଂଖ୍ୟାରେ  ପ୍ରସ୍ତୁତ ଥିଲେ l ଆଉ ରଥ ବୁଲିବା ଏଇ ଖବର  ପରେ ଚାରିଆଡେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହେବା

ସହିତ ଭକ୍ତଙ୍କ ମନରେ ଅପୂର୍ବ ଆନନ୍ଦ ଖୋଳି ଯାଇଛି । ସୋନପୁର ସହର ର  ବ୍ଲକ ଛକ ଯୁବ  ସଂଗଠନ, ସମାଜସେବୀ ଶ୍ରୀବତ୍ସ ମଲ୍ଲିକ ଙ୍କ ତତ୍ୱାବଧାନ ରେ ଦଧିବାମନ ମନ୍ଦିର କମିଟି  ସମସ୍ତ ସଦସ୍ୟ, ସ୍ୱଚ୍ଛ ଭାରତ ସଂଗଠନ ସମେତ ବିଭିନ୍ନ ସଂଘ ପକ୍ଷରୁ ତୁଳସୀ ରଥ କୁ ଊଚ୍ଚ କୋଟିର ସ୍ୱାଗତ ସମ୍ବର୍ଦ୍ଧନା ଓ ଆର୍ଥିକ  ରାଶି ମଧ୍ୟ ପ୍ରଦାନ କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like