-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

କଳିକେଶ ସିଂଦେଓ ଙ୍କୁ ସୁବର୍ଣ୍ଣପୁର ଜ଼ିଲ୍ଲା ରେ ସ୍ୱାଗତ ସମ୍ବର୍ଦ୍ଧନା

03-Nov-2022



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) ପୂର୍ବତନ ସାଂସଦ, ବିଜୁ ଜନତା ଦଳ ର ବରିଷ୍ଠ ରାଜ୍ୟ ସାଧାରଣ ସମ୍ପାଦକ ତଥା ରାଜ୍ୟ ହାଉସିଂ ବୋର୍ଡ ର ଅଧ୍ୟକ୍ଷ  କଳିକେଶ ନାରାୟଣ ସିଂଦେଓ ଙ୍କୁ ସୁବର୍ଣ୍ଣପୁର ଜ଼ିଲ୍ଲା ର ବ୍ଲକ ଛକ,  ବୁଢାରଜା ଛକ, ମହାନଦୀ ହିକୁଡି ଛକ, ବିଶିପଡା ଓ ଉଲୁଣ୍ଡା ବ୍ଲକ ର ବିଭିନ୍ନ ଜାଗାରେ ଦଳୀୟ ନେତା ଓ ବିଭିନ୍ନ ସଂଗଠନ ଦ୍ୱାରା ଉଚ୍ଚ କୋଟିର

ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି l ଅଶୋକ ନାଏକ, ଗୁପ୍ତ ମିଶ୍ର,  ମନୋରଞ୍ଜନ ତ୍ରିପାଠୀ, ଲଡ଼ୁ କିଶୋର ମଲ୍ଲିକ, ଅରବିନ୍ଦ ବାରିକ, ଦିଲ୍ଲୀପ ପାତ୍ର, ଅକ୍ଷୟ ମେହେର, ସନ୍ତୋଷ ମିଶ୍ର, ମହାଦେବ ମଲ୍ଲିକ, ପ୍ରମୁଖ ବିଜେଡି ର ବହୁ ନେତୃ ସ୍ଥାନୀୟ ଓ ଶୁଭେଛୁ ସୋନପୁର ଠାରେ ସ୍ୱାଗତ କରିଥିବା ବେଳେ ହିକୁଡି ଛକ, ଜାଲୋଏ , ଉଲୁଣ୍ଡା, ମେଟାକାନି ଠାରେ  ଝସ କେତନ ବଘାର, ରାଜୁ ବିଶି, କୃତ୍ତିବାସ ମିଶ୍ର  ନେତୃତ୍ୱ ନେଇଥିଲେ l

ବିନିକା ଓ ଚରଦା ଠାରେ ଧରମ ପଣ୍ଡା, ଦୀନ ମେହେର, ଓ ଧୂବଳେଶ୍ୱର ବାବୁ ଙ୍କ ନେତୃତ୍ୱ ରେ ସମସ୍ତ ଜାଗା ମାନଙ୍କ ରେ ଶତାଧିକ ନେତା, କର୍ମୀ, ଓ ଶୁଭେଛୁ ଙ୍କ ଭିଡ଼ ଲାଗିଥିଲା l ଯାହାକି ସୁବର୍ଣ୍ଣପୁର ଜ଼ିଲ୍ଲା ରେ ପ୍ରାକ୍ତନ ସାଂସଦ ତଥା ରାଜପୁତ୍ର କଳିକେଶ ନାରାୟଣ ସିଂହ ଦେଓ ଙ୍କ ଲୋକ ପ୍ରିୟତା ଓ ତାଙ୍କ ପ୍ରତି ଭଲ ପାଇବା ଆହୁରି ବୃଦ୍ଧି ପାଇଥିବା ଏବେ ପରିଲକ୍ଷିତ ହୋଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like