-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||     

HOME   ଜିଲ୍ଲା

ଲୋକଙ୍କ ସମସ୍ୟା ବୁଝିବାକୁ ଜିଲା ପ୍ରଶାସନ ପକ୍ଷରୁ ଗାଁକୁ ଚାଲ ଅଭିଯାନ ଆରମ୍ଭ

03-Nov-2022



ବୌଦ୍ଧ,୦  : ଆଜି ଜିଲାପାଳ  ସତ୍ୟ ରଞ୍ଜନ ସାହୁଙ୍କ ନେତୃତ୍ୱରେ ଜିଲା ପ୍ରଶାସନର ଅଧିକାରୀମାନେ ତେଲିବନ୍ଧ ଗ୍ରାମପଞ୍ଚାୟତର ଚନ୍ଦ୍ରପୁର ଗ୍ରାମକୁ ଯାଇ ପ୍ରତ୍ୟେକ ପରିବାରର ସମସ୍ୟା ବୁଝିଥିଲେ । ଗ୍ରାମରେ ୨୫୦ ପରିବାର ରହୁଥିବାବେଳେ ୪୦ ଜଣ ଯୁବଛାତ୍ରଙ୍କ ବୈଷୟିକ ଶିକ୍ଷାର ଆବଶ୍ୟକତା ରହିଥିବାବେଳେ ମଡେଲ ଅଙ୍ଗନବାଡି କେନ୍ଦ୍ରରେ ପରିଶ୍ରାଗାର ଏବଂ ପାନୀୟଜଳ ଯୋଗାଣ ସମସ୍ୟା ରହିଥିବା ଜାଣିବାକୁ ପାଇଥିଲେ । ଜଣେ ଶାରିରୀକ ଭିନ୍ନକ୍ଷମଙ୍କ ଆର୍ଥିକ ସହାୟତା ସହ ଟ୍ରାଇସାଇକେଲର ଆବଶ୍ୟକତା ରହିଥିବା, ଗ୍ରାମରେ ଷ୍ଟ୍ରିଟ ଲାଇଟ ବ୍ୟବସ୍ଥ. ଅନେକ ଲୋକ ଭତା ପାଉଥିଲେ ମଧ୍ୟ ବ୍ୟାଙ୍କକୁ ଯାଇ ହଇରାଣ ହେଉଥିବା,କିଛି ଯୋଗ୍ୟ ହିତାଧିକାରୀ ଭତା ପାଇବାରୁ ବଞ୍ଚିତ ହେବା ନଜରକୁ ଆସିଥିଲା । ଗ୍ରାମରେ ୨୨୩ ଏକର ପରିମିତ ଅଞ୍ଚଳରେ  ଥିବା ରାଜାବନ୍ଧ ଲୋକଙ୍କ କୌଣସି କାମରେ ଆସୁନଥିବା ଜାଣିବାକୁ ପାଇଥିଲେ । ୬୫ବର୍ଷର ପାରାଲିଶିସଗ୍ରସ୍ତ ବୃଦ୍ଧା ମାଙ୍କୁ ଚିକିତ୍ସା ସେବା ଆବଶ୍ୟକ ଥିବା ଜାଣିବାକୁ ପାଇଥିଲେ । ଗ୍ରାମରେ ଥିବା ଚେକ୍ ଡ୍ୟାମ ର ପୁନର୍ବିନ୍ୟାସ ପାଇଁ ଲୋକମାନେ ଦୃଷ୍ଟି ଆକର୍ଷଣ କରିଥିଲେ । ୩୬ ଲକ୍ଷ ଟଙ୍କା ବ୍ୟୟରେ ୨୦୨୦-୨୧ ଆର୍ଥିକ ବର୍ଷରେ ଉଠାଜଳସେଚନ ବିଭାଗ ପକ୍ଷରୁ ନିର୍ମାଣାଧିନ ପ୍ରକଳ୍ପ ଏପର୍ଯ୍ୟନ୍ତ ସଂପୁର୍ଣ୍ଣ ହୋଇନଥିବା ଜାଣିବାକୁ ପାଇଥିଲେ

। ଯଥାଶିଘ୍ର ଗ୍ରାମର ସମସ୍ୟା ଗୁଡିକର ସମାଧାନ ପାଇଁ ଜିଲାପାଳ ପ୍ରତିଶୃତି ଦେଇଥିଲେ । ଜିଲାପାଳଙ୍କ ସହିତ ଏହି ଅଭିଯାନରେ କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲାପରିଷଦ ଅଶ୍ୱିନୀ କୁମାର ମେହେର,ବୌଦ୍ଧ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅବିନାଶ ପାଣ୍ଡିଆ ପ୍ରମୁଖ ସାମିଲ ହୋଇଥିଲେ । ପ୍ରତ୍ୟେକ ସପ୍ତାହରେ ଜିଲା ଓ ବ୍ଲକର ସମସ୍ତ ଅଧିକାରୀ ଉପାନ୍ତ ଅଞ୍ଚଳରେ ଥିବା ଗୋଟିଏ ଗ୍ରାମରେ ପହଞ୍ଚି ପ୍ରତ୍ୟେକ ପରିବାର ସହ ଆଲୋଚନା କରି ସମସ୍ତ ସମସ୍ୟା ବୁଝିବା ସହ ସେଗୁଡିକର ତୁରନ୍ତ ସମାଧାନ କରିବା ଦିଗରେ ପଦକ୍ଷେପ ନେବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଥିବା ଜଣାଯାଇଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026

You Might Also Like