-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||     

HOME   ଜିଲ୍ଲା

ରିଷିଡାରେ ସମ୍ବାଦ ଓ ଆମ ଓଡିଶା ପକ୍ଷରୁ ରକ୍ତଦାନ ଶିବିର

01-Dec-2020



କଳାହାଣ୍ଡି (ତ୍ରିନାଥ ବେଶ୍ରା)-କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକର ରିଷିଡା ସ୍ଥିତ ରାଜୀବଗାନ୍ଧୀ ସେବାକେନ୍ଦ୍ର ଠାରେ ଦୈନିକ ସମ୍ବାଦ ଓ ଆମ ଓଡିଶା ପକ୍ଷରୁ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ଉଦଘାଟନୀ ସମାରୋହରେ ବିଶିଷ୍ଟ ଯୁବ ସମାଜସେବୀ ମନୋଜ ପଟ୍ଟନାୟକ ମୁଖ୍ୟଅତିଥି, କର୍ଲାମୁଣ୍ଡା ବ୍ଲକ ଅଧ୍ୟକ୍ଷା ଆନନ୍ଦିନୀ ଭୋଇ ବିଶିଷ୍ଟଅତିଥି ଓ ରିଷିଡା ସରପଞ୍ଚ ସରସ୍ୱତୀ ମାଝୀ, ପୌରକେଲା ସମିତିସଭ୍ୟ ସୀମାଞ୍ଚଳ ଭୋଇ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ଶିବିରକୁ ଉଦଘାଟନ କରିବା ସହ ରକ୍ତଦାନ କରି ଜୀବନ ବଞ୍ଚାଇବା ଠାରୁ ଆଉ ମହତ ଦାନ ନାହିଁ ବୋଲି କହିଥିଲେ । ଉଦଘାଟନୀ କାର୍ଯ୍ୟକ୍ରମ କୁ କର୍ଲାମୁଣ୍ଡା ପ୍ରେସ କ୍ଲବ ସଭାପତି ନରୋତ୍ତମ ସେଲମା ସଂଯୋଜନା କରିଥିଲେ । ଏହି ଅବସରରେ ୧୫ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା । ରିଷିଡା ପିଏସସି ମେଡିକାଲ ଅଫିସର ଡା. ପ୍ରଶାନ୍ତ କୁମାର ସାମଲ ଙ୍କ ତତ୍ତ୍ଵାବଧାନରେ ଭବାନୀପାଟଣା ବ୍ଲଡ ବ୍ୟାଙ୍କ ପକ୍ଷରୁ ସଞ୍ଜିବ ମହାକୁଡ, କୃଷ୍ଣଚନ୍ଦ୍ର ସାହୁ, ଦିଲିପ ନାୟକ ରକ୍ତ ସଂଗ୍ରହ କରିଥିଲେ । ସମ୍ବାଦ ପ୍ରତିନିଧି ଭଜଶ୍ୟାମ ସାହୁଙ୍କ ପରିଚାଳନାରେ ଅନୁଷ୍ଠିତ ଏହି ଶିବିରରେ ମାନସରଞ୍ଜନ ବାଗ, ବସୁଦେବ ସେଲମା, ଅନିରୁଦ୍ଧ ପୁଟେଲ, ବିଶମ୍ବର ଭୋଇ, କୈଳାସ ଚନ୍ଦ୍ର କର, ଧୃବ ନାଗ, ବୈକୁଣ୍ଠ ପରୁଆ, ଲିପୁ ସେଠ, ଜିତୁ ରଣା, ନରେଶ କୁମାର ଦାସ, ସୁର୍ଯ୍ୟକାନ୍ତ ସେଠ, ଖୁସିରାମ ଭୋଇ, ଫକିର ଚରଣ ସାହୁ, ଭଜଶ୍ୟାମ ସାହୁ, ତ୍ରିଶଙ୍କର ରଣା ପ୍ରମୁଖ ରକ୍ତଦାନ କରିଥିଲେ । ରୁପ୍ରା ସମ୍ବାଦ ପ୍ରତିନିଧି ଅଜୟ ସେନାପତି, ଉତ୍କେଳା ସମ୍ବାଦ ପ୍ରତିନିଧି ଲକ୍ଷ୍ମଣ ବାଗ (ଲିପୁ) ପରିଚାଳନାରେ ସହଯୋଗ କରିଥିଲେ । ଏଥିରେ ଯୁବ ସମାଜସେବୀ ତ୍ରିଶଙ୍କର ରଣା, ଶୁଭ୍ରାଶୁ ଶୁଭ୍ରଜିତ ସେଲମା, ସଲିମଶେଖର ରଣା, ଦିବାକର ଭୋଇ, ବ୍ରଜକିଶୋର ସାହୁ, ସିତାଶୁଂ ପାତ୍ର ତାରାଚନ ପୋଢ, ରଂଜନ ନାଏକ, ବିଶ୍ୱଜିତ ସେଠ, ଓ ମନୋଜ ପଟ୍ଟନାୟକଙ୍କ ସମାଜସେବୀ ଟିମି ରାମକୃଷ୍ଣ ଆଶ୍ରମର ଶିଷ୍ୟ ତଥା ସମାଜସେବୀ ସରୋଜ ସାହୁ, କ୍ଷୀରମଣୀ ସାହୁ, ସୁଦର୍ଶନ ସାହୁ, ଦେବାଳୟ ରଣା, ଧରମେଦ୍ର ରଣା ପ୍ରମୁଖ ସହଯୋଗ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026

You Might Also Like