-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||     

HOME   ଜିଲ୍ଲା

ଗୁଡିଘାଟ ଗ୍ରାମ ପଞ୍ଚାୟତର କଲ୍ୟାଣ ମଣ୍ଡପ ପରିସର ଠାରେ ତ।ଳୁକ୍  ଆଇନ ସେବା କମିଟି  ପକ୍ଷରୁ ମାଗଣା ଆଇନ ସେବା ସଚେତନତା କାର୍ଯ୍ୟକ୍ରମ

04-Nov-2022



 ମୁରିବାହାଲ: ମୁରିବ।ହାଳ  ବ୍ଲକ ଅନ୍ତର୍ଗତ  ଗୁଡିଘାଟଗ୍ରାମ ପଞ୍ଚାୟତ ର କଲ୍ୟାଣ ମଣ୍ଡପ ପରିସରରେ ତାଲୁକ୍ ଆଇନ ସେବା କମିଟି ମୁରିବ।ହା ଲ ପକ୍ଷରୁ ମାଗଣା ଆଇନ ସେବା ସଚେତନତା କାର୍ଯ୍ୟ କର୍ମ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠିତ କାର୍ଯ୍ୟ କର୍ମ ରେ ତାଳୁକ୍ ଆଇନ ସେବା କମିଟି ର ଅଧକ୍ଷ ତଥା ମୁରିବହାଳ ଜେ ଏମ୍ ଏଫ୍ ସି କୋର୍ଟ ର ବିଚାରପତି କିଶୋର କୁମାର ନାଥ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ମାଗଣା ଆଇନ ସେବା କିପରି ପାଇ ପାରିବେ,ସରକାରୀ ଖର୍ଚ୍ଚରେ ଓକିଲ ନିଯୁକ୍ତି କରିବା , ଯୋଗ୍ୟ ବ୍ୟକ୍ତି ଙ୍କ ତରଫରୁ କୋର୍ଟ ଫି ଦାଖଲ କରିବା, ସାକ୍ଷୀ ମାନ ଙ୍କୁ ସମନ୍ କରିବା ପାଇଁ ଖର୍ଚ୍ଚ ବହନ କରିବା ବିଷୟ ରେ  ଉପସ୍ଥିତ ଜନ୍ ସାଧାରଣ ଙ୍କୁ ସଚେତନ  କରିଥିଲେ। ଏହି କାର୍ଯ୍ୟକ୍ରମ ରେ ସମ୍ମାନିତ ଅତିଥି ଭାବରେ ମୂରିବହାଲ ଓକିଲ ସଂଘର ଉପ ସଭାପତି ତଥା ବରିଷ୍ଠ ଆଇନ ଜିବୀ ବିଦ୍ୟାଧର ହାତୀ, ମୁରିବହାଲ ସି ଡି ପି ଓ ସୁପ୍ରଭା ମହାପାତ୍ର,ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ମିଥିଳା ମାଝୀ, ଗୁଡିଘାଟ ଗ୍ରାମ ପଞ୍ଚାୟତ ସରପଞ୍ଚ ରଶ୍ମିତା ବାଗ, ପି ଇ ଓ

ପ୍ରକାଶ ପନିକା, ସରକାରୀ ଓକିଲ ବିଶ୍ବ ନାରାୟଣ ବହିଦାର ଯୋଗଦାନ କରିଥିଲେ। କାର୍ଯ୍ୟକ୍ରମରେ ତ।ଳୁକ୍ ଆଇନ ସେବା କମିଟି ର ସଦସ୍ୟ ପ୍ରଶାନ୍ତ ଲୁହା, ମୂରିବାହାଲ ଜେ ଏମ୍ ଏଫ୍ ସି କୋର୍ଟ ର କିରାଣୀ ତଥା ତାଲୁକ ଆଇନ ସେ୍ବ କମିଟି ର ସମ୍ପାଦକ ସୁମିତ୍ ପଟ୍ଟନାୟ କ , କୋର୍ଟ ଆରକ୍ଷୀ ଉପ ନିରୀକ୍ଷକ ପଵ୍ମନାଭ ରାଉତ ପ୍ରମୁଖ ସାମିଲ ଥିଲେ। କାର୍ଯ୍ୟ କର୍ମ କୁ ତ।ଲୁକ୍ ଆଇନ ସେବା କମିଟିh ର ସଦସ୍ୟ ସୁଦାମ ବଘ।ର୍ ପରିଚାଳନା କରିଥିବା ବେଳେ ଓକିଲ ହୃଷୀକେଶ ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ l   ଗୁଡିଘାଟ ଗ୍ରାମ ପଞ୍ଚାୟତ ଅଂଚଳର ଅଙ୍ଗନୱାଡ଼ି କର୍ମୀ, ଶିକ୍ଷକ ଶିକ୍ଷୟତ୍ରୀ ବୃନ୍ଦ ସହିତ ବହୁ ସାମାଜିକ କର୍ମୀ ସାମିଲ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026

You Might Also Like