-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ଛଟେଇ କମ୍ପ୍ୟୁଟର ଶିକ୍ଷକ ମାନଙ୍କର ଏକ ବୈଠକ ଅନୁଷ୍ଠିତ

04-Nov-2022



ଲୋଇସିଂହା, (ବିନୋଦ କୁମାର ଦୀପ) ଶୁକ୍ରବାର ଦିନ ଲୋଇସିଂହା ଅଗ୍ରସେନ ଭବନ ଠାରେ ବଲାଙ୍ଗୀର ଜିଲ୍ଲା ଛଟେଇ କମ୍ପ୍ୟୁଟର ଶିକ୍ଷକ ମାନଙ୍କର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲା ସଭାପତି ଜ୍ୟୋତିର୍ମୟ ମିଶ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ବୈଠକରେ ଜିଲ୍ଲା ର ବିଭିନ୍ନ ବ୍ଲକର ପ୍ରାୟ ୬୦ ଜଣ ସଦସ୍ୟ ଯୋଗଦେଇ ସରକାର ଙ୍କ ତରଫରୁ ରାଜ୍ୟ ର ୮୦୦୦ ଉଚ୍ଚ ବିଦ୍ୟାଳୟ ଗୁଡିକରେ କମ୍ପ୍ୟୁଟର ଶିକ୍ଷକ ନିଯୁକ୍ତି କରିବା ନିଷ୍ପତ୍ତିକୁ ସ୍ଵାଗତ କରିବା ସହିତ ଏହି ନିଯୁକ୍ତି ପ୍ରକ୍ରିୟାରେ ରାଜ୍ୟର 2014 ରୁ 2019 ଦୀର୍ଘ 5 ବର୍ଷ ସରକାରଙ୍କ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ହୋଇ ଛଟେଇ ହୋଇଥିବା ୪୦୦୦ କମ୍ପ୍ୟୁଟର ଶିକ୍ଷକଙ୍କୁ ପୁନଃ ନିଯୁକ୍ତିର ଅଗ୍ରାଧିକାର ଦେବାକୁ ସରକାରଙ୍କ ନିକଟରେ ଦୃଢ ଦାବି ଜଣାଇଥିଲେ l ପୂର୍ବରୁ ଗତ ତା-୩୦-୧୦-୨୨ ରିଖ ଦିନ ଜିଲ୍ଲା ର ୧୦ ଟି ବ୍ଲକ୍ ର ୫୦ ଜଣ ସଦସ୍ୟ ଙ୍କୁ ନେଇ ବଲାଙ୍ଗୀର ଯାଦବ ଭବନ ଠାରେ ପ୍ରଥମ ବୈଠକ ଅନୁଷ୍ଠିତ ହୋଇଥିବା ବେଳେ ଆଜିର ବୈଠକ ଦ୍ବିତୀୟ ବୈଠକ ଥିଲା l ଛଟେଇ କମ୍ପ୍ୟୁଟର ଶିକ୍ଷକ ମାନଙ୍କୁ ସ୍ଥାୟୀ ଚାକିରି ଯୋଗେଇଦେବା ପାଇଁ ସରକାରଙ୍କ ସହିତ ନିରନ୍ତର ସଂପର୍କ ରେ ଥିବା ରାଜ୍ୟ ତଥା ଜିଲ୍ଲା ସଂଘକୁ ବିନା କୈାଣସି ସର୍ତ୍ତ ରେ ସବୁଦିନ ଅକୁଣ୍ଠ ସହଯୋଗ ଦେବାକୁ ସମସ୍ତ ସଦସ୍ୟ ଶପଥ କରିଥିଲେ।  ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ସଂପାଦକ କ୍ଷେତ୍ରମୋହନ ମିଶ୍ର, ଜିଲ୍ଲା କୋଷାଧ୍ୟକ୍ଷ ମୃତ୍ୟୁଞ୍ଜୟ ମିଶ୍ର, ସହ କୋଷାଧ୍ୟକ୍ଷ ଚିତ୍ତରଞ୍ଜନ ପାତ୍ର, ମାନସ ପାତ୍ର, ଧୃବଚରଣ ପୁଟେଲ, ପ୍ରଶାନ୍ତ ନାଏକ ପ୍ରମୁଖ ଯୋଗଦେଇ ନିଜ ନିଜର ମତ ବ୍ୟକ୍ତ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026

You Might Also Like